Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ । ମିଡିଆ ସେଲ ଚେୟାରମ୍ୟାନ ଏଆଇସିସି ପବନ ଖେରା ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ । ଓଡ଼ିଶା ଆସି ପ୍ରଶ୍ନର ଉତ୍ତର ଦିଅନ୍ତୁ ମୋଦୀ । ମୋଦୀଙ୍କ ସରକାରକୁ ୧୦ ବର୍ଷ,…

୧୪୮ କେଜି ଗଞ୍ଜେଇ ଜବତ, ୩ ଗିରଫ

ଭୁବନେଶ୍ବର: ବିହାରରେ ମଦ ବ୍ୟାନ୍ ପରେ ବିହାରୀଙ୍କ ପସନ୍ଦ ପାଲଟିଛି ଓଡ଼ିଶା ଗଞ୍ଜେଇ । ବିହାରରେ ବଢ଼ିଛି ଗଞ୍ଜେଇ ଚାହିଦା । ଭୁବନେଶ୍ବରରୁ ଧରାହେଲା ୧୪୮ କେଜି ଗଞ୍ଜେଇ ଭର୍ତ୍ତି ଟ୍ରକ୍ । ବ୍ୟାଟେରୀ ଚାଲାଣ ଗାଡ଼ି ଭିତରୁ ଏହାକୁ ଜବତ କରିଛି ଏସଟିଏଫ। ଗଞ୍ଜେଇ ଚୋରା ଚାଲାଣକାରି ବିହାରକୁ…

ପାଣିପାଗରେ ପରିବର୍ତ୍ତନ; ଆସନ୍ତା ୭ ଓ ୮ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ

ଭୁବନେଶ୍ବର: ମାର୍ଚ୍ଚ ମାସ ଆରମ୍ଭରୁ କେତେକ ଅଞ୍ଚଳରେ ଅସହ୍ୟ ତାତିରୁ ମୁକ୍ତି ମିଳିଛି । ଖରାର ପ୍ରକୋପ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ନବୀନ ନିବାସରେ ବିରଞ୍ଚି, ଅମେରଶ

ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଇଁ ନବୀନ ନିବାସରେ ନେତାଙ୍କ ଭିଡ଼ ଲାଗୁଛି । ନିଜ ନିଜ ସମର୍ଥକଙ୍କ ସହ ଆସି ଟିକଟ ଲବି ପାଇଁ ଭିଡ ଜମାଉଛନ୍ତି ନେତା । ଆଜି ପୁଣି ଥରେ ଭୁବନେଶ୍ବର ଏକାମ୍ର ଏବଂ ମଧ୍ୟ ନିର୍ବାଚନ ମଣ୍ଡଳୀ ଟିକଟ ପାଇଁ ନବୀନ ନିବାସରେ ଜମିଛି ଭିଡ଼ । ମୁଖ୍ୟମନ୍ତ୍ରୀଙ୍କ ନବୀନ…

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଆଜି କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବସେବା ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା…

ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ଵର: ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ । ବରପଦା ଇଞ୍ଜିନିୟରିଂ କଲେଜ ଜମି କେଳେଙ୍କାରୀ ମାମଲାରେ ଉଭୟ ବାପ-ପୁଅଙ୍କୁ ଇଡି ସମନ ପଠାଇଥିଲା । କିଛି ଦିନ ତଳେ ବିଧାୟକ ପ୍ରଫୁଲ୍ଲ ସାମଲ ଇଡିରେ ହାଜର ହୋଇଥିଲେ । ଦୀର୍ଘ ୮ଘଣ୍ଟା ଧରି ବିଧାୟକ…

ଅନୁଷ୍ଠିତ ହୋଇଛି ଓଡବ୍ଲ୍ୟୁଏମ୍ ର ପ୍ରଥମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ଓଡିଶା ୱମେନ ଇନ୍ ମିଡିଆ (ଓଡବ୍ଲ୍ୟୁଏମ୍‌)ର ପ୍ରଥମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଓଡିଶା ୱମେନ୍ ଇନ୍ ମିଡିଆ ହେଉଛି ସାମ୍ବାଦିକତା ଓ ଯୋଗାଯୋଗ କ୍ଷେତ୍ରରେ କାର୍ଯ୍ୟରତ ମହିଳା କର୍ମଚାରୀମାନଙ୍କର ଏକ ସମୂହ । ଏହି ସମାରୋହରେ ଭୁବନେଶ୍ୱର ମେୟର ଶ୍ରୀମତି…

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ ତମ ଜନ୍ମ ଜୟନ୍ତୀ । ୧୯୧୬ ମସିହା ମାର୍ଚ୍ଚ ୫ ତାରିଖ ଅର୍ଥାତ୍ ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ । ଏହି ଅବସରରେ ପଞ୍ଚାୟତିରାଜ ଦିବସ ପାଳିତ ହେଉଛି…

ଏସଟିଏଫ କବଜାରେ ବାଘ ଛାଲ ବେପାରୀ

ଫୁଲବାଣୀ: ଏସଟିଏଫକୁ ବଡ଼ ସଫଳତା । କନ୍ଧମାଳର ଫିରଙ୍ଗିଆ ଥାନା ମଣିପଦର ଗାଁରୁ ଚିତା ବାଘ ଛାଲ ଜବତ କରିଛି ଏସଟିଏଫ । ଘଟଣାରେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ହେଲା କନ୍ଧମାଳ କୁରକନପଲ୍ଲୀର ବିଲରାସେନ କହଁର । ରେଡ୍ ବେଳେ ନଗଦ ୫ ହଜାର ୫ଶହ ଟଙ୍କା ସହ ମାରଣାସ୍ତ୍ର ଜବତ କରିଛି…

ଅଭୟାରଣ୍ୟକୁ ପ୍ଲାଷ୍ଟିକ ମନା, ଏପ୍ରିଲ ପହିଲା କଟକଣା ଲାଗୁ

ଭୁବନେଶ୍ବର:- ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଂଚଳକୁ ପ୍ଲାଷ୍ଟିକ ଜିନିଷ ନେବା ଉପରେ ରୋକ ଲଗାଇଛନ୍ତି ସରକାର । ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଉପରେ ଆଜି ଏହି କଟକଣା ଜାରି କରିଛନ୍ତି । ଏନେଇ ବନ୍ୟପ୍ରାଣୀ ପିସିସିଏଫଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏପ୍ରିଲ…