Latest Odisha News
Browsing Category

ଭୁବନେଶ୍ୱର

Bhubaneswar

୧୦ ଡିଗ୍ରୀ ତଳେ ୭ ସହରର ସର୍ବନିମ୍ନ ତାପମାତ୍ରା : ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ । ଭୀଷଣ ଜାଡରେ ଥରୁଛି ସାରା ଓଡିଶା । ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ପ୍ରବଳ ଶୀତ ଅନୁଭୂତ ହେଉଛି  । ଫଳରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି  । ଶୀତରୁ ରକ୍ଷା ପାଇବା ପାଇଁ ସକାଳୁ କିଏ ମର୍ଣ୍ଣିଂ ଓ୍ବାକ୍ କରୁଛି ତ ଆଉ କିଏ ନିଆଁ ପୋଇଁ ହେଉଛି…

ପରଲୋକରେ ଶ୍ରୀକ୍ଷେତ୍ର କବି ରଘୁନାଥ ରାଉତ, ଶତାଧିକ ଗୀତ ଓ ଜଣାଣର ଥିଲେ ରଚୟତା

ଭୁବନେଶ୍ଵର: ପରଲୋକରେ ଶ୍ରୀକ୍ଷେତ୍ର କବି ରଘୁନାଥ ରାଉତ । ଆଜି ଦିନ ୧୨ଟା ସମୟରେ ସୂର୍ଯ୍ୟନଗର ୟୁନିଟ-୭ ଦୁର୍ଗା ମଣ୍ଡପ ନିକଟରେ ରହୁଥିବା ଏକ ଭଡାଘରେ ତାଙ୍କର ବିୟୋଗ ହୋଇଛି । ଜୀବନକାଳ ମଧ୍ୟରେ ସେ ଅନେକ ଭଜନ ଗୀତ ସହ ଜଣାଣର କରିଥିଲେ ରଚନା । ଆହେ ଚକା ଆଖି ଆହେ ଚକା ଆଖି, ମୋ ବାହୁଡା଼…

ଆସନ୍ତାକାଲି ଏକାମ୍ର ନିର୍ବାଚନମଣ୍ଡଳୀରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସନ୍ତାକାଲି ଏକାମ୍ର ନିର୍ବାଚନମଣ୍ଡଳୀରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ଆପରାହ୍ନରେ ଏକାମ୍ର ନିର୍ବାଚନ ମଣ୍ଡଳୀରେ ପ୍ରାୟ ୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଲିଙ୍ଗିପୂର୍…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର, ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମାଇନର ଇରିଗେସନ ସେକ୍ସନ ଅଫିସର । ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ଭୁବନେଶ୍ବର କ୍ଷୁଦ୍ର ଜଳସେଚନ ମୁଖ୍ୟ ଯନ୍ତ୍ରୀଙ୍କ ଅଫିସର ସେକ୍ସନ ଅଫିସର ଶୁଭକାନ୍ତ ସ୍ଵାଇଁ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବର୍ତ୍ତମାନ ଏକକାଳୀନ ତିନୋଟି…

ଅନଲାଇନରେ ବି ଚାଲିଛି ଡ୍ରଗ୍ସ କାରବାର !

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ନିଶା କାରବାର । ଆମେ ସାଧାରଣତଃ ଖାଦ୍ୟ ଅର୍ଡର କରିବା ଲାଗି ସ୍ବିଜି, ଜମାଟୋ ଭଳି ଡେଲିଭରି ସଂସ୍ଥାକୁ ବ୍ୟବହାର କରିଥାଉ  । କିନ୍ତୁ ଏବେ ଏସବୁ ସଂସ୍ଥା ମାଧ୍ୟମରେ ଡ୍ରଗ୍ସ ମଗାଯାଉଛି । ଏବେ ଓଡ଼ିଶାରେ ବେଧଡ଼କ ଭାବରେ ଚାଲିଛି ଡ୍ରଗ୍ସ…

ରାଜ୍ୟରେ ବଢୁଛି ଶୀତ, ଦାରିଙ୍ଗବାଡ଼ି ଓ କେନ୍ଦୁଝର ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ପାରଦ । ଶୀତ ଋତୁ ଆରମ୍ଭ ହେବାର ଦୀର୍ଘ ଦିନ ପରେ ବୃଦ୍ଧି ପାଇଛି ଶୀତର ପ୍ରକୋପ । ଭୋର ସମୟରେ ଚାରିଆଡେ ଲାଗି ରହୁଛି ଘନ କୁହୁଡି । ପ୍ରବଳ ଶୀତ ଯୋଗୁଁ ଲୋକେ ସ୍ଥାନେ ସ୍ଥାନେ ନିଆଁ ଲଗାଇ ଉପଶମ ଲାଭ କରୁଥିବା ଦେଖିବାକୁ ମିଳିଛି । ଆଉ ଶୀତ ବଢିବା ସହ ପାର୍କ ଓ…

ରାଜ୍ୟପାଳଙ୍କ ନିକଟରେ ପହଞ୍ଚିଲା ଅଯୋଧ୍ୟାରୁ ଆସିଥିବା ଅକ୍ଷତ କଳସ ସହ ନିମନ୍ତ୍ରଣ

ଭୁବନେଶ୍ଵର: ଭୁବନେଶ୍ୱରରେ ପହଞ୍ଚିଛି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଅଯୋଧ୍ୟାରୁ ଆସିଥିବା ନିମନ୍ତ୍ରଣ ସହ ଅକ୍ଷତ କଳସ । ଏହାପରେ ମଙ୍ଗଳବାର କାର୍ଯ୍ୟକର୍ତ୍ତାମାନେ ଏହି ଅକ୍ଷତ, ପୁଷ୍ପ ଓ ନିମନ୍ତ୍ରଣ ପତ୍ର ନେଇ ରାଜ୍ୟପାଳଙ୍କ ନିକଟରେ ପହଞ୍ଚିଛନ୍ତି । ରାଜ୍ୟର ସର୍ବୋଚ୍ଚ…

ରାଜଧାନୀରେ ବିଜ୍ଞାପନ ମାରି ଗଣିଲେ ୧.୫୦ ଲକ୍ଷ

ଭୁବନେଶ୍ବର: ରାଜଧାନୀରେ ମହଙ୍ଗା ପଡିଲା ଗଛ, କାନ୍ଥ ଓ ବିଦ୍ୟୁତ ଖୁଣ୍ଟରେ ଟୁଲେଟ ବିଜ୍ଞାପନ ମାରିବା । ଟୁଲେଟ ଓ ବିଜ୍ଞାପନ ଲଗାଇବାରୁ ୩ ସଂସ୍ଥାଠାରୁ ୫୦ ହଜାର ଲେଖାଏଁ ମୋଟ ଦେଢ ଲକ୍ଷ ଟଙ୍କା ଜରିମାନା ଆଦାୟ କରିଛି ବିଏମସି । ଏଥିସହ ବିଜ୍ଞାପନ ଲଗାଇଥିବା ସଂସ୍ଥା ନାଁରେ ଥାନାରେ ଏତଲା…

ବଢିଲା ପୁରୀ-ପାଟନା ଏବଂ ଭୁବନେଶ୍ୱର- ଧାନବାଦ୍ ବିଶେଷ ଟ୍ରେନ ଅବଧି, ଜାଣନ୍ତୁ କେବେଯାଏଁ କରିବ ଚଳାଚଳ

ଭୁବନେଶ୍ଵର: ସର୍ବସାଧାରଣଙ୍କ ପାଇଁ ଖୁସି ଖବର । ବଢିଲା ପୁରୀ-ପାଟନା ଏବଂ ଭୁବନେଶ୍ୱର- ଧାନବାଦ୍ ବିଶେଷ ଟ୍ରେନର ଅବଧି । ଜନସାଧାରଣଙ୍କ ଯାତ୍ରାପାଇଁ ସମସ୍ତ ସୁବିଧାକୁ ଦୃଷ୍ଟିରେ ରଖି ଏବଂ ନିୟମିତ ଟ୍ରେନରେ ଅତିରିକ୍ତ ଯାତ୍ରୀଙ୍କ ଭିଡକୁ ଏଡ଼ାଇବାପାଇଁ ପୂର୍ବତଟ ରେଳ ବିଭାଗ ଏହି ନିଷ୍ପତି…

ରାଜଧାନୀର ଗୋଟିଏ ଆପାର୍ଟମେଣ୍ଟର ୫ଟି ଫ୍ଲାଟ୍ ରୁ ଲୁଟ୍, ତଦନ୍ତ ଜାରି

ଭୁବନେଶ୍ୱର: ରାଜଧାନୀରେ ଥମୁନି ଲୁଟ୍ ଘଟଣା । ଦିନକୁ ଦିନ ଏହା ବଢିବାରେ ଲାଗିଛି । ଏବେ କିଛି ଦିନ ହେବ ଲୁଟେରାଙ୍କ ଟାର୍ଗେଟରେ ରହିଛି ଭୁବନେଶ୍ବରର ବଡ ବଡ ଆପାର୍ଟମେଣ୍ଟ । ଲୋକେ ପୂର୍ବରୁ ଆପାର୍ଟମେଣ୍ଟରେ ରହିବାକୁ ଅତି ସୁରକ୍ଷିତ ମନେ କରୁଥିବାବେଳେ, ଏବେ କିନ୍ତୁ ଏହାକୁ ଅସୁରକ୍ଷିତ ମନେ…