କଟକ ଶିଶୁଭବନ ଆଇସିୟୁରେ ଅଗ୍ନିକାଣ୍ଡ

କଟକ: କଟକ ଶିଶୁଭବନ ଆଇସିୟୁରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି । ଖବର ଦେବାରୁ ତୁରନ୍ତ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆହତ୍ତ କରିଥିଲା । ତେବେ ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ । ସର୍ଟ ସର୍କିଟ ଯୋଗୁଁ ଏହି ନିଆଁ...

ରାଜ୍ୟରେ ପୁଣି ବଢ଼ିଲା ବସ ଭଡ଼ା, ସାଧାରଣ ଓ ଏକ୍ସପ୍ରେସ ବସ ଭଡ଼ା କିମି ପିଛା ୫ ପଇସା...

କଟକ: ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି । ଅଟୋମେକାନିଜମ୍ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି କରାଯାଇଛି ।  ବର୍ଦ୍ଧିତ ଭଡା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ...

କଟକରେ ହାତ ଗୋଡ ବାନ୍ଧି ଛାତ୍ରୀଙ୍କୁ ଜାଳି ଦେବା ଘଟଣାରେ ସନ୍ଦିଗ୍ଧ ଅଟକ, ପଚରାଉଚରା କରୁଛି ପୋଲିସ

କଟକ: କଲେଜ ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଜାଳି ଦେବାକୁ ଉଦ୍ୟମ ଘଟଣାରେ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏ ନେଇ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି । ସେପଟେ ଏହି ଘଟଣାରେ କିଛି ସନ୍ଦିଗ୍ଧଙ୍କୁ ପୋଲିସ ଲାଲବାଗ ଥାନାରେ...

କଳା ସାରଙ୍କ କଳା କାରନାମା, ପ୍ରେମ ଜାଲରେ ଫସାଉଥିଲେ ଜଣେ ପରେ ଜଣେ ମହିଳାଙ୍କୁ, ଉଠାଇ ନେଲା ପୋଲିସ

କଟକ: କଳା ସାରଙ୍କ କଳା କାରନାମାକୁ ନେଇ ଚର୍ଚ୍ଚା । ନିଜ ପ୍ରେମ ଜାଲରେ ଫଶାଇ ଜଣକ ପରେ ଜଣେ ଚାରି ଜଣଙ୍କୁ ବିବାହ କରିଛନ୍ତି ରୋମିଓ ଶିକ୍ଷକ । ଏନେଇ ଥାନାରେ ଏତଲା ଦିଆଯାଛି । ଶିକ୍ଷକଙ୍କ ପତ୍ନୀ ଏନେଇ ଥାନାରେ...

ସିଡିଏ ‌ସେକ୍ଟର-୧୩ ରେଭେନ୍ସା ଦ୍ବିତୀୟ କ୍ୟାମ୍ପସରେ ଦନ୍ତା ହାତୀ, ଭୟଭୀତ ଅଞ୍ଚଳବାସୀ

କଟକ: କଟକ  ସିଡିଏ ୧୩ ନମ୍ୱର ଅଞ୍ଚଳରେ ପୁଣି ହାତୀ ଆତଙ୍କ । ଏକ ହାତୀ ରେଭନ୍ସା ଦ୍ୱିତୀୟ କ୍ୟାମ୍ପସ ପାଚେରୀ ଭାଙ୍ଗି ଭିତରକୁ ପ୍ରବେଶ କରିଛି । କ୍ୟାମ୍ପସ ପରିସରରେ ଘନ ଜଙ୍ଗଳ ରହିଥିବାରୁ ହାତୀ କେଉଁଠି ଅଛି ତାକୁ ଠାବ...

ଅନଲାଇନ ଲୁଟର ଶିକାର ହେଲେ ଡାକ୍ତର, କୌଶଳକ୍ରମେ ଠକି ନେଇଗଲେ ୭୭ ଲକ୍ଷ ଟଙ୍କା

କଟକ: କିଛି ଦିନ ହେଲା ରାଜ୍ୟରେ ବଢି ଚାଲିଛି ସାଇବର ଠକେଇ ମାମଲା । ଏଥର ଠକେଇର ଶିକାର ହୋଇଛନ୍ତି ଜଣେ ଡାକ୍ତର । ଡାକ୍ତର ସନାତନ ମହାନ୍ତିଙ୍କଠାରୁ କୌଶଳକ୍ରମେ ଠକମାନେ ୭୭ଲକ୍ଷ ଟଙ୍କା ଠକି ନେଇଛନ୍ତି । ଏହା ଜାଣିବା ପରେ...

ନେତାଜୀ ଟର୍ମିନାଲକୁ ହାଇକୋର୍ଟଙ୍କ ଅନୁମତି

କଟକ : କଟକରେ ନେତାଜୀ ବସ ଟର୍ମିନାଲକୁ ଅନୁମତି ଦେଲେ ହାଇକୋର୍ଟ । ଖାନନଗରରେ ବସ ଟର୍ମିନାଲ ନେଇ ହୋଇଥିବା ଜନସ୍ୱାର୍ଥ ମାମଲା ଖାରଜ। ଏହା ରାଜ୍ୟ ସରକାରଙ୍କ ପଲିସି ନିଷ୍ପତ୍ତି ହୋଇଥିବାରୁ ଏଥିରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଛନ୍ତି ।...

କଟକ ଜଗତପୁରରୁ ପୁଣି ନକଲି ଘିଅ କାରଖାନା ଠାବ

କଟକ : କଟକ ଜଗତପୁର ଶିଳ୍ପାଞ୍ଚଳରୁ ପୁଣି ଠାବ ହୋଇଛି ନକଲି ଘିଅ କାରଖାନା । ପୋଲିସ ଚଢ଼ାଉ କରି ନକଲି ଘିଅ ଜବତ କରିଛି । ଅସଲି ବ୍ରାଣ୍ଡରେ ଭେଜାଲ ମାଲ୍ ରଖି ଗ୍ରାହକଙ୍କୁ ଠକୁଥିଲା କମ୍ପାନୀ । ସୁବାସ ବ୍ରାଣ୍ଡର...

କଟକ ସନ୍ ହସ୍ପିଟାଲରେ ନିଆଁ

କଟକ: କଟକ ବିଜୁ ପଟ୍ଟନାୟକ ଛକ ନିକଟସ୍ଥ ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ । ଡାକ୍ତଖାନାର ଉପର ମହଲାରେ ଲାଗିଛି ନିଆଁ । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବାବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ଅଧିକାରୀମାନେ ଡାକ୍ତରଖାନା...

ଚାରବାଟିଆ ଏଆରସିରେ ଅଗ୍ନିକାଣ୍ଡ

କଟକ: ଚୌଦ୍ୱାର ଚାରବାଟିଆ ଏଆରସିରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁଙ୍କୁ ଆୟତ୍ତ କରିବାକୁ ଘଟଣାସ୍ଥଳରେ କଟକ ଓ ଚୌଦ୍ୱାରର ୫ଟି ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି । କିନ୍ତୁ କେଉଁ ପରିସ୍ଥିତିରେ ଏହି ନିଆଁ ଲାଗିଲା ତାହା ଜଣାପଡିପାରିନାହିଁ । ପ୍ରାୟ ୪ ଘଣ୍ଟା...

ସାହିତ୍ୟ