Latest Odisha News

BREAKING NEWS

Browsing Category

ସହର

City

ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ

ଭୁବନେଶ୍ଵର: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା ଯାତ୍ରା ଜଗତର ଭୀଷ୍ମ ପିତାମହ ଭାବେ ଜଣାଶୁଣା ଡ.…

ଏମ୍ସ ଭୁବନେଶ୍ୱର ସଫଳତାର ଆଉ ଏକ ପାହାଚ ଚଢ଼ିଛି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ସଫଳତାର ଆଉ ଏକ ପାହାଚ ଚଢିଛି । ପ୍ରଥମ କରି ରାଜ୍ୟରେ ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ରାଶୟ ସ୍ପିଙ୍କ୍ଟର(ଏୟୁଏସ) ପ୍ରତିରୋପଣ କରାଯାଇଛି। ଏମ୍ସ ର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ପ୍ରତିରୋପଣ ଓଡ଼ିଶାରେ ପ୍ରଥମ। ଏକ ସୁଦକ୍ଷ ଡାକ୍ତରୀ ଦଳ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ରାଜ୍ୟ , ଆସନ୍ତା ୨୨ ତାରିଖ ଯାଏଁ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ରାଜ୍ୟ । ଆସନ୍ତା ୨୨ ଯାଏଁ ତାତିରୁ ନାହିଁ ନିସ୍ତାର । ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି  । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି  କେନ୍ଦ୍ର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ଠୁ ୨୪ଟି ଜିଲ୍ଲାକୁ…

ବିଜେଡିରେ ମିଶିଲେ ଅନୁଗୁଳର ବିଶିଷ୍ଟ ଶିକ୍ଷାବିତ୍ ମହେଶ ଧଳ; କହିଲେ, ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶ ଅନୁପ୍ରାଣିତ…

ଭୁବନେଶ୍ବର: ବିଜେଡିରେ ମିଶିଲେ ଅନୁଗୁଳ ଜିଲ୍ଲାର ମହେଶ ଧଳ । ସେ କେବଳ ଜଣେ ବ୍ୟକ୍ତି ନୁହନ୍ତି, ଜଣେ ଅନୁଷ୍ଠାନ । ଆଦର୍ଶ ଗ୍ରୁପର ସେ ପ୍ରତିଷ୍ଠାତା । ଶିକ୍ଷାରେ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି ମହେଶ । ଆଜି ଶଙ୍ଖ ଭବନରେ ମହେଶ ଓ ତାଙ୍କ ସହଯୋଗୀ ସୁଶାନ୍ତ ସାହୁ ବିଧିବଦ୍ଧ ଭାବେ ଦଳରେ…

କଣ୍ଟାବାଞ୍ଝିରୁ ନବୀନ କାର୍ଡ

ଭୁବନେଶ୍ବର: ପଶ୍ଚିମରେ ପୁଣି ନବୀନ କାର୍ଡ । ବିଜେପୁର ପରେ କଣ୍ଟାବାଞ୍ଝିରୁ ଲଢିବେ ନବୀନ । ପ୍ରସନ୍ନ ଅସନ୍ତୋଷ ସାଇଡ୍ ଇଫେକ୍ଟ । ସମ୍ବଲପୁର, ରେଢାଖୋଲରେ ପ୍ରାର୍ଥୀ ଅଦଳବଦଳ । କେଉଁଠି ନେତାଙ୍କ ଟିକେଟ୍ କାଟି ସ୍ତ୍ରୀଙ୍କୁ ପ୍ରାର୍ଥୀ କଲା ବିଜେଡି, ତ କେଉଁଠି ଝିଅ ହେଲେ ପ୍ରାର୍ଥୀ । କଟିଲା…

ଗ୍ରୀଷ୍ମପ୍ରବାହ ବୃଦ୍ଧି; ଆସନ୍ତା ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଁଛି ଗ୍ରୀଷ୍ମପ୍ରବାହ । ଗରମ ଓ ଗୁଳୁଗୁଳୁରେ ଅସହ୍ୟ ଜନଜୀବନ । ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ନଜରରେ ରଖି ଆସନ୍ତା ୩ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ୧୮ ରୁ ୨୦ ତାରିଖ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ…

ଆଉ ୯ ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, କଣ୍ଟାବାଞ୍ଜିରୁ ଲଢିବେ ନବୀନ

ଭୁବନେଶ୍ବର: ବିଧାନସଭା ନିର୍ବାଚନ ପାଇଁ ୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି । ସେହିପରି ସମ୍ବଲପୁର ଓ ରେଢ଼ାଖୋଲ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି । ରେଢ଼ାଖୋଲରୁ ପ୍ରାର୍ଥୀ ହେଲେ ପ୍ରସନ୍ନ ଆଚାର୍ଯ୍ୟ ଏବଂ…

ଆଜି ପ୍ରବାଦ ପୁରୁଷଙ୍କ ୨୭ତମ ଶ୍ରାଦ୍ଧ ବାର୍ଷିକ, ନିରାଡ଼ମ୍ବର ଭାବେ ପାଳୁଛି ବିଜେଡି

ଭୁବନେଶ୍ବର: ଆଜି ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ମହାନ ଜନନାୟକ, ପ୍ରବାଦ ପୁରୁଷ, ସ୍ଵାଧୀନତା ସଂଗ୍ରାମୀ ବିଜୁ ପଟ୍ଟନାୟକଙ୍କର ୨୭ତମ ଶ୍ରାଦ୍ଧ ବାର୍ଷିକ । ବିଜୁ ବାବୁଙ୍କ ତିରୋଧାନ ଦିବସକୁ ନିରାଡମ୍ବର ଭାବେ ପାଳନ କରୁଛି ବିଜୁ ଜନତା ଦଳ । ଏହି ଦିବସରେ ବିଜୁ ଜନତା ଦଳର ପ୍ରତ୍ୟେକ ସଦସ୍ୟ ବିଜୁ…

ଆଜି ପବିତ୍ର ଶ୍ରୀରାମ ନବମୀ, ରାମ ଧ୍ୱନୀରେ ପ୍ରକମ୍ପିତ ହେଉଛି ସାରା ରାଜ୍ୟ

ଭୁବନେଶ୍ବର: ଆଜି ହେଉଛି ପବିତ୍ର ରାମ ନବମୀ । ଚୈତ୍ର ମାସ ନବମୀ ଆଜିର ଦିନରେ ମର୍ଯ୍ୟଦା ପୁରୁଷ ଶ୍ରୀରାମ ଜନ୍ମ ଗ୍ରହଣ କରିଥିଲେ । ସେଥିପାଇଁ ଆଜିର ଦିନକୁ ରାମ ନବମୀ ଭାବେ ପାଳନ କରାଯାଇଥାଏ । ସମଗ୍ର ଦେଶ ଧୁମ୍ ଧାମରେ ପାଳିବ । ଆଜି ଦିନରେ ରାମ ନବମୀ ବ୍ରତ କରୁଥିବା ବ୍ୟକ୍ତିଙ୍କୁ ଭଗବାନ…

ରାଜ୍ୟରେ ବଢୁଛି ଗ୍ରୀଷ୍ମ ପ୍ରବାହ, ଚେତାବନୀ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ବର୍ତ୍ତମାନ ବାୟୁମଣ୍ଡଳର ନିମ୍ନ ଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଛି । ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୨ ରୁ ୪ ଡ଼ିଗ୍ରୀ ଯାଇଁ ବୃଦ୍ଧି…