Latest Odisha News

BREAKING NEWS

Browsing Category

ସହର

City

ରାଜଧାନୀରେ ଗୁଳିମାଡ଼: ଜଣେ ଆହତ, ୫ ଅଟକ

ଭୁବନେଶ୍ୱର: ରାଜଧାୀରେ ପୁଣି ଗୁଳିମାଡ଼ । ଗୁଳିମାଡ଼ରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି । ପୋଲିସ ଏଥିରେ ସମ୍ପୃକ୍ତ ଥିବା ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି । ଅଟକ ଥିବା ଅଭିଯୁକ୍ତଙ୍କ ମଧ୍ୟରେ ନୟାଗଡ଼ ଅଞ୍ଚଳର ମାନସ କୁମାର ସାହୁ, ସୁଶାନ୍ତ ପ୍ରଧାନ ଓ ସର୍ବେଶ୍ୱର ସେଠ । ରାଜେଶ କୁମାର…

ଦିଲ୍ଲୀରେ ବିଜେପିର ବିଜୟ ଉତ୍ସବ ଓ ମହା ବାଇକ୍ ରାଲିରେ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶର ପ୍ରମୁଖ ୪ଟି ରାଜ୍ୟର ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ ଆଜି ଦିଲ୍ଲୀ ପ୍ରଦେଶ ବିଜେପି ତରଫରୁ ଦିଲ୍ଲୀର ବୁରାଡି ନିରଙ୍କାରୀ ପଡିଆରେ ବିଜୟ ଉତ୍ସବ ଓ ବିଶାଳ ମଟରସାଇକେଲ ରାଲିର ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ବିଜେପି ରାଷ୍ଟ୍ରୀୟ ଉପସଭାପତି…

[ଦେଖନ୍ତୁ ଭିଡିଓ] ପଖାଳ ଦିବସ: ସହରର ବିଭିନ୍ନ ହୋଟେଲରେ ବିଶେଷ ପ୍ରସ୍ତୁତି

କଟକ :  ଓଡିଆର ପ୍ରିୟ ଖାଦ୍ୟ ହେଉଛି ପଖାଳ । ଘରେ ଘରେ ପରିଚିତ ପଖାଳ ଓଡିଆ ଜାତିର । ଏଥିପାଇଁ ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖରେ ଏହି ଦିବସକୁ ପାଳନ କରିଥାନ୍ତି ପଖାଳ ଦିବସ । ଆଜି ପଖାଳ ଦିବସ ଥିବାରୁ କଟକର ବିଭିନ୍ନ ହୋଟେଲ୍, ରେଷ୍ଟୁରାଣ୍ଟରେ ବିଶେଷ ପ୍ରସ୍ତୁତି କରାଯାଇଥିଲା ।…

[ଦେଖନ୍ତୁ ଭିଡିଓ] ନବୀନ ନିବାସରେ ପଖାଳ ଦିବସ ପାଳିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

 ଭୁବନେଶ୍ୱର : ପଖାଳ ପ୍ରତିଟି ଓଡ଼ିଆର ହାଣ୍ଡିଶାଳର ପରିଚୟ । ପଖାଳ ଦିବସ ପାଳନରୁ ବାଦ ପଡିନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାର୍ଚ୍ଚ ୨୦କୁ ବିଶ୍ୱ ପଖାଳ ଦିବସ ଭାବେ ପାଳନ ହୋଇ ଆସୁଥିବାବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନବୀନ ନିବାସରେ ପାଳନ କରିଛନ୍ତି ପଖାଳ…

ବସ୍ତିପିଲାଙ୍କ ସହ ହୋଲି ପାଳିଲା ଅଙ୍କୁର ଫାଉଣ୍ଡେସନ

ଭୁବନେଶ୍ୱର: ଅଙ୍କୁର ଫାଉଣ୍ଡେସନ ପକ୍ଷରୁ ୧୮ ତାରିଖରେ ହୋଲି ଉତ୍ସବ ପାଳିତ ହୋଇଯାଇଛି । ଏକ ନିଆରା ଆୟୋଜନରେ ଫାଉଣ୍ଡେସନ ତରଫରୁ ବସ୍ତିରେ ରହୁଥିବା ପିଲାଙ୍କ ସହିତ ରଙ୍ଗ ଖେଳ କରା ଯାଇଥିଲା। ପିଲାଙ୍କୁ ହୋଲି ଖେଳିବା ପାଇଁ ରଙ୍ଗ ଓ ପିଚକାରୀ ଉପହାର ଦେବାସହ ସୁରକ୍ଷିତ ଓ ସୁନ୍ଦର ହୋଲି ପାଳନର…

[ଦେଖନ୍ତୁ ଭିଡିଓ] ପୌରପରିଷଦ ନିର୍ବାଚନ ପ୍ରଚାର ଜୋରଦାର

ଗୁଣୁପୁର : ଗୁଣୁପୁର ପୌରପରିଷଦ ନିର୍ବାଚନର ମଙ୍ଗ ଧରିଛନ୍ତି ଭାରତୀୟ ଜନତା ପାର୍ଟର ରାଜ୍ୟ ସଭାପତି ସମୀର ମହାନ୍ତି ।  ଏକ ବିରାଟ ପଟୁଆରରେ ଗୁଣୁପୁର ସହର ପରିକ୍ରମା କରି ଭାରତୀୟ ଜନତା ପାର୍ଟିର ଅଧକ୍ଷା ପ୍ରାଥୀ ଏବଂ କାଉନସିଲରଙ୍କୁ ଭୋଟ ଦେଇ ବିଜୟୀ କରିବା ପାଇଁ ପ୍ରଚାର କରିଛନ୍ତି  ।…

ଜୟପୁରରେ ଗୁଳିକାଣ୍ଡ: ଦୁଇ ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଥାନା ଘେରାଉ

ଜୟପୁର: କଂଗ୍ରେସ ପକ୍ଷରୁ ଥାନା ଘେରାଉ । ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଦୁଇ ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଥାନା ଘେରାଉ କରାଯାଇଛି । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ କରି ଜୟପୁର ବିଧାୟକ ତାରା ବାହିନୀପତିଙ୍କ ନେତୃତ୍ୱରେ ପ୍ରଥମେ ଜୟପୁର ଟାଉନ୍…

ନିଆଳିରେ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ

ନିଆଳି : ନିଆଳିରେ ବୋମାମାଡ ।  ବ୍ରାହ୍ମଣବାଟି ଗ୍ରାମପଞ୍ଚାୟତ ସରପଞ୍ଚ ସଞ୍ଜୟ କୁମାର ରାଉତରାୟଙ୍କ ଘର ଉପରକୁ ବୋମାମାଡ କରିଛନ୍ତି କିଛି ଦୁବୃର୍ତ୍ତ । ଗୋବିନ୍ଦପୁର ଥାନା ବ୍ରାହ୍ମଣ ବାଟି ପଞ୍ଚାୟତ ନବ ନିର୍ବାଚିତ ସରପଞ୍ଚଙ୍କ ଘର ସମ୍ମୁଖରେ ଏହି  ବୋମାମାଡ ହୋଇଛିି । ଶନିବାର ବିଳମ୍ବିତ…

ବାଣୀବିହାରରେ ଛାତ୍ର ଉତ୍ତେଜନା

ଭୁବନେଶ୍ୱର: ପୁଣି ଅଶାନ୍ତ ବାଣୀବିହାର କ୍ୟାମ୍ପସ । ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଏହାପରେ ବିଳମ୍ବିତ ରାତିରେ ହଷ୍ଟେଲରେ ଗାଡି ପୋଡ଼ିଦେଲେ ଦୁର୍ବୃତ୍ତ । ଏହି ଘଟଣାକୁ ନେଇ ବାଣୀବିହାର ଛାତ୍ର ନିବାସରେ ଚାପା ଉତ୍ତେଜନା ଦେଖାଦେଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ…

ବାଲୁକା କଳାରେ ପଖାଳ ଦିବସର ଶୁଭେଚ୍ଛା

ପୁରୀ: ଆଜି ବିଶ୍ୱ ପଖାଳ ଦିବସ । ପଖାଳକୁ ଭଲ ପାଉଥିବା ଲୋକଙ୍କ ପାଇଁ ଦିନଟିଏ । ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଏହାକୁ ବିଶ୍ୱର କୋଣ ଅନୁକୋଣରେ ପହଞ୍ଚାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି । ଏହି ଅବସରରେ ବାଲୁକା କଳାରେ ପଖାଳ ଦିବସର ଶୁଭେଚ୍ଛା…