Latest Odisha News
Browsing Category

ସହର

City

ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ୱର: ବିଜେପି ଫୋକସରେ ଓଡିଶା । ନିର୍ବାଚନ ପାଇଁ ଘନ ଘନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପିର ହେଭିଓ୍ବେଟ ନେତା । ଓଡିଶାରେ ଜନସାଧାରଣଙ୍କୁ ଭୋଟ ଭିକ୍ଷା କରିବେ କେନ୍ଦ୍ରୀୟ ନେତା । ଏହାରି ଭିତରେ ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ଵ ଶର୍ମା । ନିର୍ବାଚନ ପ୍ରଚାରକୁ…

ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ଏୟାର ଆମ୍ବୁଲାନ୍ସ ନିୟୋଜିତ

ଭୁବନେଶ୍ୱର: ନିର୍ବାଚନ ପରିଚାଳନାରେ ରହିଥିବା କର୍ମଚାରୀ ଓ ମତଦାତାଙ୍କ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟ ଜିଲ୍ଲାରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାଙ୍କ ପକ୍ଷରୁ ଏୟାର ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି । ଏହା ମଇ ୧୨ରୁ ମଇ ୨୦ ତାରିଖ ପର୍ଯ୍ୟନ୍ତ ନିୟୋଜିତ ରହିବ ବୋଲି ସୂଚନା…

ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଏମ.ଏସ୍ ଭିପୁଲ୍ ଲିମିଟେଡର ସମ୍ପତ୍ତି ସଂଲଗ୍ନ କର

ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ରିଏଲ୍ ଇଷ୍ଟେଟ୍ ଫାର୍ମର ସମ୍ପତ୍ତି ସଂଲଗ୍ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ  । ଓଡ଼ିଶା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏକ ଆବେଦନକୁ ଗ୍ରହଣ କରିବା ପରେ ରାଜ୍ୟ ସରକାରଙ୍କୁ ଏଭଳି କିଛି ନୋଟିସ୍ ଜାରି କରିଛନ୍ତି ସୁପ୍ରିମକୋର୍ଟ ।…

ଅଧା ରାତିରେ କାଳବୈଶାଖୀ ତାଣ୍ଡବ, ନିର୍ଧୂମ ବର୍ଷାରେ ବୁଡ଼ିଲା ଟ୍ୱିନ୍ ସିଟି

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଯୋଗୁ ତାତିରୁ ମିଳିଛି ଆଶ୍ୱସ୍ତି । ହେଲେ ଗତକାଲି ବିଳମ୍ବିତ ରାତିରେ ଏହି କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଛି। ହଠାତ ରାତି ଅଧରେ କିଛି ସମୟ ପାଇଁ ଘଡଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହୋଇଥିଲା। ପବନରେ ଜନଜୀବନ…

ମୋଦି ନା ନବୀନ…କାହା ସହ ଜନମତ ?

ଭୁବନେଶ୍ବର : ନବୀନଙ୍କ ନାଁ ନେଇ ସିଧା ଟାର୍ଗେଟ୍ । ଚବିଶ ମଇଦାନରେ ବିଜେଡି ସହ ମୋଦିଙ୍କ ଟାର୍ଗେଟରେ ନବୀନ । ପ୍ରଥମ ଥର ବିଜେଡି ସରକାରର ଏକ୍ସପାରୀ ଡେଟ୍ କହିଥିଲେ ମୋଦି । ଏଥର ରତ୍ନଭଣ୍ଡାରରୁ ସ୍ବାସ୍ଥ୍ୟ ବୀମା, ସିଧାସଳଖ ନବୀନଙ୍କୁ ନିଶାନା କରିଛନ୍ତି ମୋଦି। କହିଛନ୍ତି, ଓଡିଶାର ଜିଲ୍ଲା…

ବିଜେଡିରୁ ଇସ୍ତଫା ଦେଲେ ସାଧୁ ନେପାକ

ବରଗଡ଼: ବିଜେଡିରୁ ଇସ୍ତଫା ଦେଲେ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ତଥା ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ । ସେ ଆଜି ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋଙ୍କ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି । ଦଳ ତାଙ୍କୁ ଅଣଦେଖା କରିଥିବା ନେଇ ସେ କହିଛନ୍ତି । ଯାହାକୁ ନେଇ ସେ ରାଜ୍ୟ ଯୋଜନା…

ପ୍ରଦୀପ ମାଝୀ ଓ ତ୍ରିନାଥ ଭଟ୍ଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା…

ଭୁବନେଶ୍ୱର: ବିଜେଡିକୁ ଘାରିଛି ପରାଜୟର ଭୟ । ଅଭ୍ୟାସଗତ ଭାବେ ନିର୍ବାଚନରେ ଦଳୀୟ କାର୍ଯ୍ୟ ପାଇଁ ସରକାରୀ କର୍ମଚାରୀଙ୍କୁ ବ୍ୟବହାର କରୁଛି ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ୨ଦିନ ବାକି ଥିବାବେଳେ ଭୋଟ ବିକଳରେ ବିଜେଡି ଟଙ୍କା ବାଣ୍ଟିବା ଆରମ୍ଭ କରିଛି । ଗତ ଥରକ…

ମେ ୧୩ ରେ ଓଡିଶାରେ ହେବ ପ୍ରଥମ ପର୍ଯ୍ୟାୟ ମତଦାନ, ମତଦାନ କରିବେ ୬୨ ଲକ୍ଷରୁ ଅଧିକ ଭୋଟର

ଭୁବନେଶ୍ଵର: ଦେଶରେ ଚତୁର୍ଥ ଏବଂ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ସରିବ ପ୍ରଚାର । ମେ’ ୧୩ରେ ଓଡିଶାର ଚାରୋଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ। । ସେଥିପାଇଁ ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ ହୋଇଛି । ମୋଟ ୬୨ ଲକ୍ଷ ୮୭ ହଜାର…

ବିଜେଡିରେ ଯୋଗଦେଲେ ଅଭିନେତା ରୁଦ୍ର ଶ୍ୟାମ ପାଣିଗ୍ରାହୀ

ଭୁବନେଶ୍ବର: ବିଜେଡିରେ ଯୋଗଦେଲେ ଇଞ୍ଜିନିୟର ତଥା ଅଭିନେତା ରୁଦ୍ର ଶ୍ୟାମ ପାଣିଗ୍ରାହୀ । ଆଜି ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ଯୋଗଦେଇଛନ୍ତି ରୁଦ୍ର । ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ଦଳକୁ ସ୍ୱାଗତ…

ବିଜେପିରୁ ବିତାଡିତ ହେଲେ ୭ ନେତା

ଭୁବନେଶ୍ବର: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେପିରୁ ବିଦାହେଲେ ୭ ଜଣ ନେତା । ଏନେଇ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ସେମାନଙ୍କୁ ବହିଷ୍କାର କରାଯାଇଥିବା କୁହାଯାଇଛି । ତେବେ ଖୋର୍ଦ୍ଧାର କାଳୁ ଖଣ୍ଡାୟତରାୟଙ୍କୁ ଦଳ…