Latest Odisha News

BREAKING NEWS

Browsing Category

ସହର

City

ପ୍ରାଇଭେଟ୍ ପାର୍ଟ ଭିତରେ ଲୁଚାଇଥିଲେ ୨ କୋଟିରୁ ଉର୍ଦ୍ଧ୍ବ ମୂଲ୍ୟର ସୁନା, ୪ ଗିରଫ

ଭୁବନେଶ୍ବର: ଭୁବନେଶ୍ବର ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନ ବନ୍ଦରରୁ ସୁନା ଚୋରା ଚାଲାଣର ଏକ ଅଜବ ତରିକା ସାମ୍ନାକୁ ଆସିଛି । ବିଦେଶରୁ ଆସିଥିବା ଚାରି ଜଣ ତସ୍କର ନିଜର ମଳାଶୟରେ ୩ କେଜି ଉର୍ଦ୍ଧ୍ବ ମୂଲ୍ୟର ସୂନା ଲୁଚାଇ ଆଣିଥିଲେ । ଏୟାରପୋର୍ଟରେ ସ୍କ୍ରିନିଂ ବେଳେ ସେମାନଙ୍କ ମଳାଶୟରେ…

କାହାକୁ ବାଛିବ ସୋନପୁର ?

ଭୁବନେଶ୍ବର : ସରଗରମ ହେଲାଣି ସୋନପୁର ନିର୍ବାଚନୀ ମାହୋଲ । ବିଜେଡିର ହେଭିଓ୍ବେଟ୍ ନେତା ନିରଞ୍ଜନ ପୂଜାରୀଙ୍କ ଗଡ ରହିଛି ସୋନପୁର । ହେଲେ ବିଜେପି, କଂଗ୍ରେସ ସାଙ୍ଗକୁ ଏଥର ନିରଞ୍ଜନଙ୍କୁ ଚ୍ୟାଲେଞ୍ଜ ଦେଉଛନ୍ତି ସ୍ବାଧୀନ ପ୍ରାର୍ଥୀ ସୋନାଲି ବିଶି । ଚାରି ତରଫା ଲଢେଇରେ କାହାକୁ ବାଛିବ…

ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଅଭିନେତା ଅଖିଳ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ଖୋର୍ଦ୍ଧା ପର୍ଯ୍ୟବେକ୍ଷକ ରବୀନ୍ଦ୍ର ଜେନାଙ୍କ ପକ୍ଷରୁ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର । କିଛି ଦିନ…

ଆହୁରି ୫ଦିନ ବର୍ଷା, ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ଵର: ଲଗାତାର ୨୧ ଦିନର ହିଟ୍ ୱେବ୍ ପରେ କାଳବୈଶାଖୀ ବର୍ଷା ଆଣି ଦେଇଛି ଆସ୍ବସ୍ତି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିରୁ ତ୍ରାହି ପାଇଛନ୍ତି ରାଜ୍ୟବାସୀ । ପ୍ରାୟ ସମସ୍ତ ସହରରେ ପାରଦ ହ୍ରାସ ପାଇଛି । ତାତି କମିଛି ଆଉ ଗରମରୁ ମିଳିଛି ଆଶ୍ବସ୍ତି । ଆସନ୍ତା ୪ଦିନ ଯାଏଁ…

ରୁଦ୍ରଙ୍କ ବିରୋଧରେ ଲଢିବେ କି ତାଙ୍କ ସ୍ତ୍ରୀ ?

ଭୁବନେଶ୍ବର : ନିର୍ବାଚନ ମଇଦାନରେ ସ୍ବାମୀ ସ୍ତ୍ରୀ ମୁହାଁମୁହିଁ । ପିପିଲି ରାଜନୀତିରେ ବଡ ଟୁଇଷ୍ଟ । ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ପତ୍ନୀ ଜାଗୃତି ପଣ୍ଡା। ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ କରିଛନ୍ତି ଜାଗୃତି । ତେବେ ସ୍ବାମୀଙ୍କ ବିରୋଧରେ…

ତାତିରେ ଲାଗିଲା ବ୍ରେକ୍; ୩୫ ଡିଗ୍ରୀ ତଳେ ରାଜ୍ୟରେ ୨୦ ସହର

ଭୁବନେଶ୍ବର: ରାଜ୍ୟରେ ପ୍ରଚଣ୍ଡ ତାତିରେ ଲାଗିଛି ବ୍ରେକ୍ । ଅସହ୍ୟ ଗରମର ମିଳିଛି ଆଶ୍ବସ୍ତି । ଆଜି ରାଜ୍ୟରେ ୩୫ ଡ଼ିଗ୍ରୀ ତଳେ ରହିଛି ୨୦ ଟି ସହରର ତାପମାତ୍ରା । ବଲାଙ୍ଗୀର ଏବଂ ଟିଟିଲାଗଡ଼ରେ ଦିନତାପମାତ୍ର ସର୍ବାଧିକ ୧୦ ଡ଼ିଗ୍ରୀ ଯାଏଁ ହ୍ରାସ ଘଟିଥିବା ବେଳେ, ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ…

ସୌମ୍ୟ ବଦଳାଇବେ ଘସିପୁରା ଗେମ୍ !

ଭୁବନେଶ୍ବର: ସ୍ବାଧୀନ ଲଢିଲେ, ବିଗାଡ଼ିବେ ସମୀକରଣ ! ବଦ୍ରିଙ୍କ ବିଜୟ ରଥ ରୋକିବେ ସୌମ୍ୟ ! ତିନି ଦଳର ଅସନ୍ତୁଷ୍ଟ ହେବେ ସୌମ୍ୟଙ୍କ ବଳ ! ମତ ବଦଳାଇବେ କି ଘସିପୁରା ଭୋଟର ? ଘସିପୁରା ଲଢେଇରେ ସୌମ୍ୟଙ୍କ ଏଣ୍ଟ୍ରି ପରେ ବଦଳୁଛି ରାଜନୈତିକ ପାଣିପାଗ। ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ…

ଦୀର୍ଘ ୨୫ ବର୍ଷର ଟ୍ୟୁମରକୁ ୧୦ ଘଣ୍ଟାର ଜଟିଳ ଅପରେସନ୍‌ ପରେ ବାହାର କଲେ ଏମ୍‌ସ ଡାକ୍ତର

ଭୁବନେଶ୍ବର: ଦୀର୍ଘ ୨୫ ବର୍ଷର ଟ୍ୟୁମରକୁ ୧୦ ଘଣ୍ଟାର ଜଟିଳ ଅପରେସନ୍‌ ପରେ ବାହାର କଲେ ଭୁବନେଶ୍ୱର ଏମ୍‌ସ ଡାକ୍ତର ଟିମ୍‌ । ପଶ୍ଚିମବଙ୍ଗର ୫୧ ବର୍ଷୀୟ ରବୀନ୍ଦ୍ର ବିଶୁଇଙ୍କ ମୁଣ୍ଡ ଉପରେ ୨୫ ବର୍ଷ ହେଲା ଗୋଟିଏ ଟ୍ୟୁମର ହୋଇଥିଲା । କିନ୍ତୁ ଗତ ୭ ମାସ ହେବ ସେହି ଟ୍ୟୁମର ହଠାତ୍ ବଢିବା ଆରମ୍ଭ…

ବିଦ୍ରୋହ… ବିପଦରେ ବିଜେଡି ଗଡ !

ଭୁବନେଶ୍ବର : ଖେଳ ବିଗାଡିବେ କି ବିଦ୍ରୋହୀ ? କୁହୁଳୁଛି ଅସନ୍ତୋଷ, ଭୋଟ୍ ବେଳେ ପଡିବ କି ଭାରି ? ବିଜେଡି ଗଡ ଖଲ୍ଲିକୋଟରେ ଏଥର ଅଲ୍ ଇଜ ନଟ୍ ୱେଲ୍ । ରାଣୀଙ୍କ ପରେ ମୁରବିବିହୀନ ଖଲ୍ଲିକୋଟ୍ । ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ବିରୋଧରେ ପ୍ରବଳ ଅସନ୍ତୋଷ ପରେ ବି ତାଙ୍କୁ ରିପିଟ୍ କରିଛି…

ବିଜେପିର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ କହି ବର୍ଷିଲା ବିଜେଡି

ଭୁବନେଶ୍ଵର: ବିଜେପିର ସଙ୍କଳ୍ପପତ୍ର ଘୋଷଣାକୁ ‘ମିଛ ମାନିଫେଷ୍ଟୋ’ କହିଛି ବିଜେଡି । ଏଥି ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା । ‘ନା କାମ କରିବି, ନା କାମ କରେଇ ଦେବି’ ବୋଲି କହି ବର୍ଷିଛନ୍ତି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର…