Latest Odisha News

BREAKING NEWS

Browsing Category

ସହର

City

ସୁଜାତା କାର୍ତ୍ତିକେୟନ୍‌ଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱ ନେଲେ ଶାଳିନୀ ପଣ୍ଡିତ

ଭୁବନେଶ୍ବର: ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ । ୨୦୦୦ ବ୍ୟାଚ୍ ଆଇଏଏସ୍ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି । ଅନ୍ୟପଟେ ତାଙ୍କ ବଦଳରେସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ବାଜି ବଦଳାଇବେ ସ୍ବାଧୀନ !

ଭୁବନେଶ୍ବର : ମିଳିଲାନି ଦଳୀୟ ଟିକେଟ୍ । ନିରାଶ ହେବା ପରେ ବଡ ନିଷ୍ପତ୍ତି । ସ୍ବାଧୀନ ଭାବେ ଲଢିବାକୁ ନେତାଙ୍କ ସଜବାଜ । ଅସନ୍ତୁଷ୍ଟ ହେବେ କି ଦଳୀୟ ପ୍ରାର୍ଥୀଙ୍କ ବିଜୟରେ ବାଧା ? ଭୋଟ୍ ଭାଗ କରିବେ କି ସ୍ବାଧୀନ ? ବିଗିଡିଯିବ କି ଦଳର ବିଜୟ ଅଙ୍କକଷା ? ସ୍ବାଧୀନ ବଦଳାଇବେ କି ସମୀକରଣ ?…

ନେତାଙ୍କୁ ପସନ୍ଦ ଏମିତି ଡ୍ରେସ୍

ଭୁବନେଶ୍ବର: ଜନତାଙ୍କ ସାମନାକୁ କେମିତି ଆସନ୍ତି ନେତା ? କାହାକୁ ପସନ୍ଦ କେମିତି ଡ୍ରେସ୍ ? କାହାକୁ କୁର୍ତ୍ତା ପାଇଜାମା ପସନ୍ଦ ତ କିଏ ପିନ୍ଧନ୍ତି ଧୋତି ପଞ୍ଜାବୀ । ଦିନକୁ ଦିନ ଧୋତିପିନ୍ଧା ନେତାଙ୍କ ସଂଖ୍ୟା କମିଲାଣି। ଅନେକ ଯୁବ ନେତା ଏବେ ମଇଦାନରେ ପ୍ୟାଣ୍ଟ ସାର୍ଟ ପିନ୍ଧିଲେଣି ।…

ମାନିଲେନି ସୌମ୍ୟ? ସାବିତ୍ରୀଙ୍କୁ ଟିକେଟ୍

ଭୁବନେଶ୍ବର: ଖଣ୍ଡପଡାରେ ବିଜେଡିର ବଡ ସରପ୍ରାଇଜ୍ । ନା ସୌମ୍ୟ ଫେରିଲେ ନା ଅନୁଭବଙ୍କୁ ଭରସା କଲା ଦଳ । ସାବିତ୍ରୀ ପ୍ରଧାନଙ୍କୁ ଟିକେଟ୍ ଦେଇ ମହିଳା କାର୍ଡ ଖେଳିଛି ବିଜେଡି । ଖଣ୍ଡପଡାରେ ନୂଆ ଚେହେରାଙ୍କୁ ଓହ୍ଲାଇ ବିଜୟ ଅଙ୍କ କଷିଛି ଦଳ । ତେବେ ଟିକେଟ୍ ଘୋଷଣା ହେଉ ହେଉ ଦଳ ଛାଡିଛନ୍ତି…

‘ମତଦାନ ହାର ବୃଦ୍ଧି ଦିଗରେ ସଚେତନତା ସୃଷ୍ଟିରେ ଛାତ୍ରଛାତ୍ରୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ…

ଭୁବନେଶ୍ୱର: ଦେଶରେ ଏବେ ଚାଲିଛି ନିର୍ବାଚନର ପର୍ବ । ସାଧାରଣ ନିର୍ବାଚନ-୨୦୨୪ ଅବସରରେ ସରଗରମ ରହିଛି ଦେଶର ମାହୋଲ । ଏହାରିଭିତରେ ରାଜ୍ୟରେ ମତଦାନ ଭଳି ଗଣତନ୍ତ୍ରର ମହାନ ପର୍ବରେ ଏକକାଳୀନ ସମସ୍ତ ନାଗରିକ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ…

ଟାଟା ଷ୍ଟିଲ୍ ଏସଇଜେଡରେ ହାଇଜେନ୍‌କୋର ନୂତନ ପ୍ରକଳ୍ପ ଦ୍ୱାରା ଆହୁରି ସୁଦୃଢ ହେବ ଭାରତର ସବୁଜ ଇନ୍ଧନ କ୍ଷେତ୍ର

ଭୁବନେଶ୍ୱର: ଟାଟା ଷ୍ଟିଲ୍ ଏସଇଜେଡରେ ହାଇଜେନ୍‌କୋର ନୂତନ ପ୍ରକଳ୍ପ ଦ୍ୱାରା ଆହୁରି ସୁଦୃଢ ହେବ ଭାରତର ସବୁଜ ଇନ୍ଧନ କ୍ଷେତ୍ର । ଏନେଇ ଟାଟା ଷ୍ଟିଲ୍ ସ୍ପେଶାଲ ଇକୋନୋମିକ୍ ଜୋନ୍ ଲିମିଟେଡ୍ (ଟିଏସ୍‌ଏସ୍‌ଇଜେଡ୍‌ଏଲ୍‌) ଏବଂ ଏଚ୍‌ଏଚ୍‌ପି ଫାଇଭ୍ ପ୍ରାଇଭେଟ୍ ଲିମିଟେଡ୍ (ହାଇଜେନ୍‌କୋ) ମଧ୍ୟରେ…

ଆଦର୍ଶ ଆଚରଣବିଧି ଉଲ୍ଲଂଘନ ସଂକ୍ରାନ୍ତୀୟ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଦେଶରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁହୋଇଛି । ଏହି ବିଧି ଲାଗୁହେବା ପରଠାରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟକୁ ଏହାର ଉଲ୍ଲଂଘନ ସଂକ୍ରାନ୍ତୀୟ ଅନେକ ଆପତ୍ତି ଅଭିଯୋଗ ଆସିବା ଜାରି ରହିଛି । ଏହି ସମସ୍ତ ଅଭିଯୋଗଗୁଡ଼ିକ ଉପରେ ମୁଖ୍ୟ…

୨୬ ସହର ରେ ୪୦ ଡ଼ିଗ୍ରୀ ଅତିକ୍ରମ କଲା ପାରଦ, ୪୪.୬ ଡ଼ିଗ୍ରୀ ସହ ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପ୍ରଚଣ୍ଡ ତାତିରେ ଆଉଟୁ ପାଉଟୁ ପୁରା ପଶ୍ଚିମ ଓଡ଼ିଶା । ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ । ଜିଲ୍ଲାରେ ଆଜି ତାପମାତ୍ରା ୪୪.୬ ଡ଼ିଗ୍ରୀ ରେକର୍ଡ ହୋଇଛି । ସେହିପରି ୪୦ ଡିଗ୍ରୀ ଉପରେ ରହିଛି ୨୬ଟି ସହରର ତାପମାତ୍ରା । ୭…

୨୪ ଘଣ୍ଟାର ବ୍ରେକ୍ ପରେ ବଢିଲା ତାପମାତ୍ରା, ପୁଣି ୪୦ ଡିଗ୍ରୀ ଡେଇଁଲା ରାଜଧାନୀ ତାତି

ଭୁବନେଶ୍ଵର: ଗୋଟିଏ ଦିନର ବ୍ରେକ ପରେ ପୁଣି ବଢିଛି ତାତି । ଗତ ୨୪ ଘଣ୍ଟା ପରେ ୪୦ ଡିଗ୍ରୀ ଟପିଛି ଭୁବନେଶ୍ଵର ତାତି । ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି । ଏଥିସହ ସମ୍ବଲପୁର ପାଲଟିଛି…

ଖାରବେଳ ସ୍ୱାଇଁଙ୍କ ଘୋଷଣା; ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ

ଭୁବନେଶ୍ୱର: ବାଲେଶ୍ୱର ଲୋକସଭା ଆସନରୁ ସ୍ୱାଧୀନ ଭାବେ ଲଢିବେ ଖାରବେଳ ସ୍ୱାଇଁ । ଏନେଇ ଆଜି ଘୋଷଣା କରିଛନ୍ତି ଖାରବେଳ । ଚଳିତ ନିର୍ବାଚନରେ ସେ ବାଲେଶ୍ବର ଆସନରୁ ବିଜେପି ଟିକେଟ୍ ପାଇଁ ଆଶାୟୀ ଥିବାବେଳେ, ହେଲେ ଦଳ ତାଙ୍କ ବଦଳରେ ପୁଣି ଥରେ ପ୍ରତାପ ଷଡଙ୍ଗୀଙ୍କୁ ପ୍ରାର୍ଥୀ କରିଛି । ଯାହାକୁ…