Latest Odisha News

BREAKING NEWS

Browsing Category

ସହର

City

ଚିକିଟିରେ ଭାଇ ଭାଇ ମୁହାଁମୁହିଁ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲାର ଚିକିଟି ନିର୍ବାଚନ ମଣ୍ଡଳୀ ବିଜେଡିର ଗଡ ରହିଛି । ଚିକିଟିରୁ ଛଅ ଛଅ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ଉଷା ଦେବୀ । କେବଳ ୧୯୯୫କୁ ଛାଡିଦେଲେ ୧୯୯୦ରୁ ଏପର୍ଯ୍ୟନ୍ତ ହୋଇଥିବା ସବୁ ନିର୍ବାଚନ ଜିତିଛନ୍ତି ଉଷା ଦେବୀ । ହେଲେ ଏଥର ମଇଦାନରେ ଉଷାଙ୍କ ବଦଳରେ…

ବିଷମକଟକରେ ଜଗନ୍ନାଥ ବନାମ ଜଗନ୍ନାଥ

ଭୁବନେଶ୍ବର: ରାୟଗଡା ଜିଲ୍ଲା ବିଷମକଟକ ନିର୍ବାଚନମଣ୍ଡଳୀରେ ଏଥର ଦେଖିବାକୁ ମିଳିବ ଦୁଇ ଜଗନ୍ନାଥଙ୍କ ଲଢେଇ । ବିଜେଡିରୁ ଜଗନ୍ନାଥ ସାରକା ପ୍ରାର୍ଥୀ ହୋଇଛନ୍ତି ତ ବିଜେପିରୁ ଜଗନ୍ନାଥ ନୁଣ୍ଡରୁକା ଓ କଂଗ୍ରେସରୁ ନୀଳମାଧବ ହିକ୍କାଙ୍କୁ ମିଳିଛି ଟିକେଟ । ଗତ ଦୁଇଟି ନିର୍ବାଚନରେ ବିଷମକଟକରୁ…

ବିଜେପି ଛାଡିବା ପରେ ଅପରାଜିତାଙ୍କୁ ଟାର୍ଗେଟ କଲେ କାଳୁଚରଣ; ‘ସ୍ବାଧୀନ ଭାବେ ଲଢି ତାଙ୍କୁ ଖୋର୍ଦ୍ଧାରୁ ବିଦାୟ…

ଭୁବନେଶ୍ବର: ବିଜେପି ରୁ ଇସ୍ତଫା ଦେଲେ କାଳୁଚରଣ ଖଣ୍ଡାୟତରାୟ । ସେ ଆଜି ତାଙ୍କ ଶହ ଶହ ସମର୍ଥକଙ୍କ ସହ ବିଜେପି ଛାଡିଛନ୍ତି । ଖୋର୍ଦ୍ଧା ବିଧାନସଭା ବିଜେପି ଆଶାୟୀ ପ୍ରାର୍ଥୀ ଥିଲେ କାଳୁଚରଣ । ହେଲେ ଦଳ ତାଙ୍କୁ ଟିକେଟ୍ ନଦେଇ ତାଙ୍କ ସ୍ଥାନରେ ବିଜେଡିରୁ ସଦ୍ୟ ଆସି ବିଜେପିରେ ମିଶିଥିବା…

ଅପରାଜିତା ଷଡଙ୍ଗୀ ଜଣେ ମିଛେଇ ରାଣୀ: ଅଭିନେତା ଅଖିଳ ପଟ୍ଟନାୟକ

ଭୁବନେଶ୍ୱର: ନିର୍ବାଚନ ଯେତିକି ପାଖେଇ ଆସୁଛି ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ମତା ସେତେ ବଢ଼ିବାରେ ଲାଗିଛି। ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀରେ ବିଜେପି ଟିକେଟ୍ ଆଶାୟୀମାନଙ୍କ ନାଁ କଟିବାରୁ ଅପରାଜିତାଙ୍କ ଉପରେ ବର୍ଷିଛନ୍ତି ନେତା। ଯୁଗାଂଶୁ ପଣ୍ଡା ଏବଂ କାଳୁ…

ରେକର୍ଡ ଭାଙ୍ଗିଲା ଓଡିଶା ତାତି, ୪୬ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାଲେଶ୍ଵର

ଭୁବନେଶ୍ଵର: ରେକର୍ଡ ଭାଙ୍ଗିଲା ଓଡିଶା ତାତି । ୪୬ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାଲେଶ୍ଵର । ଚଳିତବର୍ଷର ରେକର୍ଡ ଭାଙ୍ଗିଛି ତାପମାତ୍ରା । ନିଆଁ ବର୍ଷାରେ ଭିଜିଛି ବାଲେଶ୍ଵର ଜିଲ୍ଲା । ସେପଟେ ଚଳିତବର୍ଷ ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ମଧ୍ୟ ୪୫ ଡିଗ୍ରୀ ଅତିକ୍ରମ କରି ରେକର୍ଡ…

ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗଞ୍ଜାମ: ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛତ୍ରପୁର ଉପଜିଲ୍ଲାପାଳଙ୍କ ଠାରେ ନିଜର ନାମାଙ୍କନ ପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ । ପାର୍ଥୀପତ୍ର ଦାଖଲ ପୂର୍ବରୁ ସେ…

ଅବସର ନେବେ ଡାକ୍ତର ନିରଞ୍ଜନ ମିଶ୍ର, ଏବେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଭାବେ ଦାୟିତ୍ଵ ତୁଲାଇବେ ଡାକ୍ତର ବିଜୟ କୁମାର

ଭୁବନେଶ୍ଵର: ଅବସର ନେବେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ତାଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିବେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି…

ସାଢେ ୧୧ଟା ସୁଦ୍ଧା ୪୪ ଡିଗ୍ରୀ ପାର, ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମ ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି…

ତାତିରୁ ନିସ୍ତାର ନାହିଁ, ସକାଳ ସାଢ଼େ ୮ ସୁଦ୍ଧା ଟପିଲା ୩୮ ଡିଗ୍ରୀ ତାପମାତ୍ରା

ଭୁବନେଶ୍ୱର: ତାତିରୁ ନିସ୍ତାର ନାହିଁ। ସକାଳ ସାଢ଼େ ୮ ସୁଦ୍ଧା ତାପମାତ୍ରା ୩୮ ଡିଗ୍ରୀ ଟପିଲା । ୩୮.୪ ଡିଗ୍ରୀ ତାପମାତ୍ରା ସହ ବାରିପଦା ସବୁଠୁ ଉତ୍ତପ୍ତ । ତାଳଚେର ୩୭.୮, ବାଲେଶ୍ବର ୩୬.୬, କେନ୍ଦୁଝର ୩୬.୪ ଡିଗ୍ରୀ ରହିଛି। ଅସହ୍ୟ ଗରମ ଓ ଗୁଳୁଗୁଳି ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ…

ଆଜିଠୁ ଆହୁରି ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ, ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଗତ କିଛି ଦିନ ହେବ ରାଜ୍ୟରେ ପାରଦ ଉପରମୁହାଁ। ଆହୁରି ୩ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ବିଭିନ୍ନ…