Latest Odisha News

BREAKING NEWS

Browsing Category

ସହର

City

କାଲି ଶଙ୍ଖ ଛାଡି ଆଜି ପଦ୍ମ ଧରିଲେ ବିଧାୟିକା ସୀମାରାଣୀ ନାୟକ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ନେତାମାନଙ୍କର ଦଳ ଡିଆଁ ପର୍ବ ଜାରି ରହିଛି । ଏହି ଅବସରରେ ଆଜି ବିଜେପିରେ ଯୋଗଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ । ସେ ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ।…

ଏମ୍‌ସ ଭୁବନେଶ୍ୱରରେ ‘ଲୋ ଭିଜନ୍‌ କ୍ଲିନିକ୍‌’ ଉଦ୍‌ଘାଟିତ, ରୋଗୀଙ୍କ ପାଇଁ ହେବ ଆଶାର କିରଣ

ଭୁବନେଶ୍ୱର: ଅତ୍ୟନ୍ତ କ୍ଷୀଣ ଦୃଷ୍ଟିଶକ୍ତି କାରଣରୁ ନିରାଶ ହୋଇପଡ଼ିଥିବା ରୋଗୀଙ୍କ ପାଇଁ ଆଶାର କିରଣ ଆଣିଦେଇଛି ଭୁବନେଶ୍ୱର ଏମ୍‌ସ । ଦୃଷ୍ଟି ଶକ୍ତି ଦୁର୍ବଳ ହେତୁ ପ୍ରାୟ ଆଶା ହରାଇଥିବା ରୋଗୀଙ୍କ ଜୀବନକୁ ଆଲୋକିତ କରିବା ଉଦ୍ଦେଶ୍ୟରେ ଏମ୍‌ସ ଭୁବନେଶ୍ୱର ଚକ୍ଷୁ ବିଭାଗରେ ଉଦ୍‌ଘାଟିତ ହୋଇଛି…

ଆଜି ବି ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସମ୍ଭାଳ ତାତି । ଅଗ୍ନିବର୍ଷୀ ଖରାରେ ସମଗ୍ର ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଆଜି ସାରା ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି। ଆଜି ବି ରାଜଧାନୀ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର । ଦିନ ସାଢେ ୧୧ଟା ସୁଦ୍ଧା ୩୯.୪ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା…

ବିଜେପିରେ ମିଶିଲେ ବିଜେଡି ନେତ୍ରୀ ଗୀତାଞ୍ଜଳି, କେନ୍ଦ୍ରପଡ଼ା ବିଧାନସଭା ଆସନରୁ ଦଳ ପ୍ରାର୍ଥୀ କରିବା ନେଇ ଚର୍ଚ୍ଚା

ଭୁବନେଶ୍ୱର: ୨୦୨୪ ବିଧାନସଭା ନିର୍ବାଚନ ନେଇ ଚାଲିଛି ନେତା ମାନଙ୍କର ଦଳଡିଆଁ । ଏହି କ୍ରମରେ ଆଜି ବିଜେପିରେ ଯୋଗଦେଲେ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ । ନିଜର ଶତାଧିକ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ଯୋଗଦେଇଛନ୍ତି ।…

ଗୋଟିଏ ଲୋକ ସଭା, ୧୧ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ସିପିଆଇ

ଭୁବନେଶ୍ୱର: ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ସିପିଆଇ । ଗୋଟିଏ ଲୋକସଭା ଆସନ ଓ ୧୧ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି ସିପିଆଇ । ଜଗତସିଂହପୁର ଲୋକସଭା ଆସନରେ ରମେଶ ଚନ୍ଦ୍ର ସେଠୀଙ୍କୁ ପ୍ରାର୍ଥୀ କରାଯାଇଛି । ସେହିପରି ୧୧ଟିବିଧାନସଭା ନିର୍ବାଚନମଣ୍ଡଳୀ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ୬ଟି ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ । ଏହି ସମୀକ୍ଷା ବୈଠକରେ ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଇତ୍ୟାଦି ୬ଟି ଜିଲ୍ଲା…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର

ବନେଶ୍ବର: ବିଜେଡି ଛାଡ଼ି ବିଜେପିରେ ମିଶିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର । ଆଜି ବିଜେପି କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ ହେବା ପରେ ବିମ୍ବାଧର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ…

ରେକର୍ଡ ଭାଙ୍ଗିଲା ଭୁବନେଶ୍ଵର, ୪୩ ଡିଗ୍ରୀ ତାପମାତ୍ରା ସହ ପାଲଟିଲା ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ଵର: ତତଲା କଡେଇରେ ଭାଜି ହେଉଛି ସାରା ରାଜ୍ୟ । ରାଜ୍ୟରେ ଜାରି ରହିଛି ଅସମ୍ଭାଳ ତାତି । ଅଗ୍ନିବର୍ଷୀ ଖରାରେ ସମଗ୍ର ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ସକାଳ ୮ଟାରୁ ଆରମ୍ଭ ହୋଇଯାଉଛି ଖରାର କର୍ଫ୍ୟୁ। ଦିନ ୧୧ରୁ ତାପମାତ୍ରା ୪୦ ଡିଗ୍ରୀ ଡେଉଁଛି। ତେବେ ସବୁଦିନ ଠାରୁ ଆଜି ରେକର୍ଡ…

ବିଜେଡିର ସପ୍ତମ ପ୍ରାର୍ଥୀ ତାଲିକା, କଟିଲା ୫ବିଧାୟକଙ୍କ ଟିକେଟ୍

ଭୁବନେଶ୍ଵର; ଆସିଛି ବିଜେଡିର ସପ୍ତମ ପ୍ରାର୍ଥୀ ତାଲିକା । ୬ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତୁଷାରକାନ୍ତି ବେହେରାଙ୍କୁ ଛାଡି ବାକି ୫ଆସନରେ ନୂଆ ପ୍ରାର୍ଥୀ ଦେଇଛି ବିଜେଡି । କେଉଁଠି ବିଧାୟକଙ୍କ ଟିକେଟ୍ କଟିଛି ତ କେଉଁଠି ପତ୍ନୀଙ୍କୁ…

ଓଡିଶା ଆସିବେ ରାହୁଲ ଗାନ୍ଧୀ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ଵର: ଓଡିଶା ଆସିବେ ରାହୁଲ ଗାନ୍ଧୀ । କରିବେ ନିର୍ବାଚନୀ ପ୍ରଚାର । ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଚାର କାର୍ଯ୍ୟକ୍ରମକୁ ଜୋରଦାର କରିଛି କଂଗ୍ରେସ। ଭୋଟର ମାନଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ଯୋଜନା ଚଲାଇଛି କଂଗ୍ରେସ । ଏହାରି ଭିତରେ ରାହୁଲ ଗାନ୍ଧୀଙ୍କ ଗସ୍ତ…