Latest Odisha News

BREAKING NEWS

Browsing Category

ସହର

City

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ନିମାପଡାର ଦିଲ୍ଲୀପ ନାୟକ

ଭୁବନେଶ୍ଵର: ବିଜେପି ଛାଡି ବିଜେଡିରେ ସାମିଲ ହେଲେ ନିମାପଡାର ଦିଲ୍ଲୀପ ନାୟକ । ଦିଲ୍ଲୀପଙ୍କ ସହ ନିରଞ୍ଜନ ମହାପାତ୍ର, ମାନସ ପ୍ରଧାନଙ୍କ ସମେତ ଶତାଧିକ ନେତା ବି ସାମିଲ ହୋଇଛନ୍ତି । ବିଧିବିଦ୍ଧ ଭାବେ ତାଙ୍କୁ ଦଳକୁ ସ୍ଵାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର । ଆଜି ଅନୁଷ୍ଠାନିକ ଭାବେ…

ବିଜେଡିରେ ମିଶିଲେ ଶତାଧୀକ ବିଜେପି ନେତା ଓ କର୍ମୀ

ଭୁବନେଶ୍ଵର: ଆସନ୍ତା ଲୋକସଭା ନିର୍ବାଚନ ପାଇଁ ଚାଲିଛି ରାଜନେତା ମାନଙ୍କର ଦଳଡିଆଁ କାର୍ଯ୍ୟକ୍ରମ । ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ବିଜେଡିର ମିଶ୍ରଣ ପର୍ବ । ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ କୋଟିଆ ବ୍ଲକର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର…

ଅମର ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ଅମର ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ନିର୍ବାଚନ ଆଚରଣ ବିଧି ପାଳନ ପୂର୍ବକ ସୂଚନା ଓ ଲୋକ ସମ୍ପର୍କ ବିଭାଗ, ରାଜ୍ୟସ୍ତରୀୟ ଶହୀଦ ରଘୁ-ଦିବାକର ସ୍ମୃତି କମିଟି ଏବଂ…

କଂଗ୍ରେସ ଛାଡିଲେ ବାପି ସର୍ଖେଲ

ଭୁବନେଶ୍ଵର: କଂଗ୍ରେସ ଛାଡିଲେ ବାପି ସର୍ଖେଲ । କଂଗ୍ରେସର ସମସ୍ତ ପଦବୀ ଓ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବାପି ସର୍ଖେଲ । ନିଜର ଇସ୍ତଫା ପତ୍ର ସେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଏଥିସହ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ସେ କଂଗ୍ରେସକୁ…

ବିଜେଡି ଛାଡିଲେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା

ଭୁବନେଶ୍ଵର: ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡିକୁ ଝଟକା । ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ରାମଚନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ…

ଓଡିଆ ଭାଷା, ଅସ୍ମିତା ଓ ସ୍ୱାଭିମାନ ଆଜି ସଂକଟରେ: ବିଜେପି

ଭୁବନେଶ୍ୱର: ମା', ମାଟି ଓ ମାତୃଭାଷା ନେଇ ପ୍ରତ୍ୟେକ ବ୍ୟକ୍ତି ଗର୍ବ କରେ । ‘ମା’ ଯିଏ ମୋତେ ଜନ୍ମ ଦେଇଛି, ‘ମାଟି’ ଯାହା ଉପରେ ପାଦ ଦେଇ ମୁଁ ବଡ ହୋଇଛି ଓ ‘ମାତୃଭାଷା’ ଯିଏ ମୋତେ ପ୍ରଥମ ପରିଚୟ ଦେଇଛି । ମୁଁ ମୋ ଭାଷାରେ କଥା ନହେଲେ ମୋର ପରିଚୟ କେହି ଜାଣିପାରିବେ ନାହିଁ । ତେଣୁ ମା’,…

ଉଠା ଦୋକାନୀଙ୍କୁ ତୁରନ୍ତ ଥଇଥାନ ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଗୁଁ ଶ୍ରୀମନ୍ଦିର ଚାରିପାଖରେ ବିସ୍ଥାପିତ ଉଠା ଦୋକାନୀଙ୍କୁ ରାଜ୍ୟ ସରକାର ପ୍ରତାରଣା କରିଥିବା ଅଭିଯୋଗ ନେଇ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଉଠା ଦୋକାନୀ ସଂଘ। ତୁରନ୍ତ ଥଇଥାନ ଦାବି ନେଇ ଧାରଣା ଦେଇଛନ୍ତି ଉଠା ଦୋକାନୀ ସଂଘ।…

ଟିକେଟ୍‌ ନ ମିଳିବା ଆମ ପରିବାରକୁ ଆଘାତ ଦେଇଛି: ଶିଶିର ଗମାଙ୍ଗ

ଭୁବନେଶ୍ୱର: ମଙ୍ଗଳବାର କଂଗ୍ରେସ ଉଭୟ ଲୋକ ସଭା ଓ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି । କଂଗ୍ରେସ ୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳ ତାର ପ୍ରାର୍ଥୀ ତାଲିକାରେ କିଛି ପୁରୁଣା ଓ ନୂଆ ନେତାଙ୍କୁ ସୁଯୋଗ ଦେଇଥିବା ବେଳେ ଆଶାୟୀ ପ୍ରାର୍ଥୀଙ୍କୁ ଏଥିରୁ…

ବିଜେଡିରେ ସାମିଲ ହେଲେ କୁଚିଣ୍ଡାର ଭବାନୀ ଶଙ୍କର କାଲୋ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ କୁଚିଣ୍ଡାର ଭବାନୀ ଶଙ୍କର କାଲୋ । ସେ ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା । ୮.୯୩ ଲକ୍ଷ ଗଣ୍ଡଙ୍କ ଉପଦେଷ୍ଟା । ଗଣ୍ଡ ସମାଜକୁ ଆଗେଇବା ପାଇଁ ସେ ବହୁ ଆଗରୁ କାମ କରି ଆସିଛନ୍ତି । ତାଙ୍କ ଅବଦାନ ଓଡ଼ିଶା ଓ ଗଣ୍ଡ ସମାଜ ପାଇଁ ଗର୍ବର ବିଷୟ । ଦଳକୁ…

ବିଜେଡିରେ ମିଶିଲେ ରୋହିତ ଜୋଶେଫ ତୀର୍କି

ଭୁବନେଶ୍ଵର: ବିଜେଡିରେ ମିଶିଲେ ରୋହିତ ଜୋଶେଫ ତୀର୍କି । ତୀର୍କିଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର । ରୋହିତଙ୍କ ବାପା ଜର୍ଜ ତୀରକି ଜଣେ ଆଦିବାସୀ ନେତା । ସେ ୨୦୧୯ରେ ବିରମିତ୍ରପୁରରୁ କଂଗ୍ରେସ ଟିକେଟରୁ ଲଢ଼ିଥିଲେ । ତାଙ୍କର ଯୋଗଦାନ ଦଳକୁ ଆହୁରି ଶକ୍ତିଶାଳୀ କରିବ ବୋଲି…