Latest Odisha News

BREAKING NEWS

Browsing Category

ସହର

City

ବିଜେଡିରେ ମିଶିଲେ ଭୃଗୁ, ବ୍ରହ୍ମପୁରରୁ ସାଂସଦ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ଭୁବନେଶ୍ୱର: ପଦ୍ମ ଛାଡି ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର । ଶହ ଶହ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗଦେଲେ ଭୃଗୁ । ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ । ଆଜି ସକାଳେ…

ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବରେ ବିଜେଡିରେ ସାମିଲ ହୋଇଛନ୍ତି । ୨ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ । ପୂର୍ବତନ ବିଧାୟକ ପ୍ରକାଶ ବେହେରା କଟକ ସଦର ବିଜେପି ସଭାପତି…

ଅଂଶୁଘାତରୁ ରକ୍ଷା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର:ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଉପକୂଳରୁ ପଶ୍ଚିମ ଏବଂ ଦକ୍ଷିଣରୁ ଉତ୍ତର ଓଡ଼ିଶା ସବୁଠି ଡହଡହ ଖରା ଅନୁଭୂତ ହୋଇଛି । ସକାଳ ୮ ପରଠାରୁ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି । ମଣିଷ ମାନଙ୍କ ଅବସ୍ଥା ଖରାପ ହୋଇପଡୁଥିବାବେଳେ ଜୀବଜନ୍ତୁଙ୍କ କଥା ନ କହିବା ଭଲ ।…

ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ

ଭୁବନେଶ୍ଵର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂତନ ଦାୟିତ୍ଵ । ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ । ବିଜେଡି ଉପସଭାପତି ଭାବେ ମଧ୍ୟ ଚନ୍ଦ୍ରଶେଖରଙ୍କୁ ନିଯୁକ୍ତି । ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବର୍ତମାନ…

ବିଜେପିରୁ ଇସ୍ତଫା ଦେଲେ ଭୃଗୁବକ୍ସି ପାତ୍ର

ଭୁବନେଶ୍ଵର: ବିଜେପିରୁ ଇସ୍ତଫା ଦେଲେ ଭୃଗୁବକ୍ସି ପାତ୍ର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ବିଜେପି ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର । ୨୦୧୯ରେ ବ୍ରହ୍ମପୁର ଲୋକସଭା ଆସନରୁ ଲଢିଥିଲେ ଭୃଗୁ । ଦୀର୍ଘ ୨୩ ବର୍ଷ ଧରି ଦଳର ଉନ୍ନତି ପାଇଁ ପ୍ରୟାସ ଜାରି…

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ମିଳିବ ଗୋଟିଏ ଦିନ ସ୍ୱତନ୍ତ୍ର ଛୁଟି

ଭୁବନେଶ୍ୱର: ରାଜ୍ୟରେ ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ଏହାସହିତ ନିଜ ହେଡକ୍ୱାର୍ଟର ଠାରୁ ଦୂର ସ୍ଥାନରେ ଭୋଟ୍ ଦେବାକୁ ଯାଉଥିବା ସରକାରୀ କର୍ମଚାରୀଙ୍କୁ ୨ ଦିନ…

ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: ଚର୍ଚ୍ଚାର ଘଟିଲା ଅନ୍ତ । ୨୦୨୪ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୪୯ ବିଧାନସଭା ଓ ୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି ଶରତ ପଟ୍ଟନାୟକ । ସେହିପରି, ପୂର୍ବତନ…

କାହାକୁ ବିଜେପି ଟିକେଟ୍ ?

ଭୁବନେଶ୍ବର: ଚବିଶ ପାଇଁ ବିଜେପି ଯୋଦ୍ଧା । ଅଧିକାଂଶ ବିଧାୟକ ରିପିଟ୍, ନୂଆମୁହଁକୁ ବି ସୁଯୋଗ । ସୁରେଶ ପୂଜାରୀ ଲଢିବେ ବିଧାନସଭା ବାଜି । ବିଜେପି ତାଲିକାରେ ଷ୍ଟାର ସରପ୍ରାଇଜ୍ ଆକାଶଙ୍କୁ କୋରେଇ, ସିଦ୍ଧାନ୍ତଙ୍କୁ ଦିଗପହଣ୍ଡି ଟିକେଟ୍ ।... ୧୧୨ ବିଧାନସଭା ଆସନ ପାଇଁ ମଙ୍ଗଳବାର ପ୍ରାର୍ଥୀ…

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ବର: ପ୍ରକାଶ ପାଇଲା ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା । ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ଚାନ୍ଦବାଲିରୁ ଲଢିବେ ରାଜ୍ୟ ସଭାପତି ମନମୋହନ ସାମଲ । ସମ୍ବଲପୁରରୁ ପୁଣି ଲଢ଼ିବେ ଜୟନାରାୟଣ ମିଶ୍ର । ପାଟଣାଗଡ଼ରୁ ପ୍ରାର୍ଥୀ ହେଲେ କନକ ବର୍ଦ୍ଧନ ସିଂହଦେଓ ।…

ଶଙ୍ଖ ଧରିଲେ ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀର ନୂଆଗଡ଼ର ପଞ୍ଚାୟତ ପ୍ରତିନିଧି

ଭୁବନେଶ୍ବର: ବିଜେଡିରେ ମିଶିଲେ ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀର ନୂଆଗଡ଼ର ପଞ୍ଚାୟତ ପ୍ରତିନିଧି । ସେମାନେ ବିଜେପି ଓ କଂଗ୍ରେସ ଛାଡି ଆଜି ବିଜେପିରେ ମିଶିଲେ । ଶଙ୍ଖ ଭବନରେ ସମସ୍ତଙ୍କୁ ସ୍ୱାଗତ କଲେ ସାଂସଦ ସସ୍ମିତ ପାତ୍ର ଓ ଗଜପତି ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଅତନୁ…