Latest Odisha News

BREAKING NEWS

Browsing Category

ସହର

City

କଂଗ୍ରେସକୁ ଶକ୍ତ ଧକ୍କା, ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ବର: କଂଗ୍ରେସକୁ ଶକ୍ତ ଝଟକା । ଦଳରୁ ଇସ୍ତଫା ଦେଲେ କଂଗ୍ରେସର ବରିଷ୍ଠ ନେତା ତଥା ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ସେ ଆଜି ପିସିସି ସଭାପତିଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି । ଚିରଞ୍ଜୀବ ହେଉଛନ୍ତି ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ । ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ବିଜେଡି ଛାଡ଼ିବା ପରେ ପ୍ରତିକ୍ରିୟା ରଖିଛନ୍ତି ଆକାଶ । ସେ…

ହୋଲିରେ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆକ୍ରମଣ ଘଟଣା: ୮ ଜଣଙ୍କୁ ଗିରଫ

ଭୁବନେଶ୍ବର: ହୋଲି ଦିନ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆତଙ୍କ ଖେଳାଇଥିବା କେବିଏନ୍ ଗ୍ୟାଙ୍ଗର ୮ ଜଣଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ କୁଶ ମୁଣ୍ଡା, ସୁଦର୍ଶନ, ରକି ନାୟକ, ରାଜକିଶୋର ଦିଗାଲ, ସୁମନ ପାତ୍ର, ସଞ୍ଜୟ କୁମାର ସାହୁ, ବିଭୁ ନାୟକ ଏମାନଙ୍କ…

ବିଜେଡି ଛାଡିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଜେପିରେ ମିଶିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ବିଜେଡି ଛାଡିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି । ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା ଜଣାପଡିଛି । ପ୍ରିୟଦର୍ଶୀ ମିଶ୍ର ହେଉଛନ୍ତି ପୂର୍ବତନ…

ଚଳିତବର୍ଷ ରାଜ୍ୟରେ ପ୍ରଥମଥର ୪୦ ଡିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର: ଅସହ୍ୟ ତାତିରେ ଛଟପଟ ରାଜ୍ୟବାସୀ । ଚଳିତବର୍ଷ ପ୍ରଥମଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା । ଗତକାଲି ୫ଟି ସହର ଟିଟଲାଗଡ, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି । ତାତି ସାଙ୍ଗକୁ…

ଏପ୍ରିଲ ୨ରୁ ନୂଆ ଶିକ୍ଷା ବର୍ଷ ଆରମ୍ଭ, ବାହାରିବ ପ୍ରଥମ ରୁ ନବମ ଶ୍ରେଣୀ ପିଲାଙ୍କ ପରୀକ୍ଷା ଫଳ

ଭୁବନେଶ୍ଵର: ଏପ୍ରିଲ ୨ରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ । ନୂଆା ଶିକ୍ଷାବର୍ଷ ଏପ୍ରିଲର ଆାରମ୍ଭ ହୋଇ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଚାଲିବ । ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍‌ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଓଡ଼ିଶା ବିଦ୍ୟାଳୟ…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ଦେବେଶ; କହିଲେ,’ସାଧାରଣ ନିର୍ବାଚନରେ ହ୍ୟାଟ୍ରିକ ବିଜୟ ହାସଲ କରିବି’

ଭୁବନେଶ୍ବର: ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେବେଶ ଆଚାର୍ଯ୍ୟଙ୍କ ନାଁ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି । ଏହାକୁ ମିଶାଇ କ୍ରମାଗତ ତିନି ଥର ହେବ ଦେବେଶ ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଲଢିବେ । ଏନେଇ ବରଗଡ଼ ନିର୍ବାଚନ ମଣ୍ଡଳୀର…

‘ପୁଣି କ୍ଷମତାକୁ ଆସିଲେ ଯୁବକଙ୍କ ପାଇଁ ସ୍ୱତନ୍ତ୍ର ବଜେଟ୍ ଆଣିବ ବିଜେଡି ସରକାର’

ଭୁବନେଶ୍ବର: ଆଗକୁ ନିର୍ବାଚନ, ଏଥିପାଇଁ ପ୍ରସ୍ତୁତି ଜୋରଦାର କରିଛି ବିଜୁ ଜନତା ଦଳ । ଏନେଇ ଆଜି ଶଙ୍ଖ ଭବନରେ ଦଳ ପକ୍ଷରୁ ବିସ୍ତୃତ ଆଲୋଚନା ଚାଲିଛି । ଏନେଇ ଏକ ସାମ୍ବାଦିକ ସମ୍ମଳନୀରେ କହିଛନ୍ତି ବିଧାୟକ ବ୍ୟୋମକେଶ ରାୟ । ଚଳିତ ନିର୍ବାଚନରେ ଯୁବ ଗୋଷ୍ଠୀର ଭୋଟ ହାତେଇବାକୁ ରଣନୀତି କଣ…

ସର୍ବାଧିକ ସ୍ତରରେ ପହଞ୍ଚିଲା ସୁନା ଦର, ୭୦ ହଜାର ଛୁଇଁଲା

ଭୁବନେଶ୍ଵର: ସୁନା ପିନ୍ଧିବାକୁ କାହାକୁ ବା ଭଲ ନ ଲାଗେ । ଖାସ କରି ମହିଳାଙ୍କ କ୍ଷେତ୍ରରେ । ସୁନା ଯେତେ ମହଙ୍ଗା ହେଲେ ମଧ୍ୟ ଲୋକମାନେ କିଣି ଥାଆନ୍ତି । ବିବାହ ଋତୁ ଆସିଲେ ସାଧାରଣତଃ ବଢିଯାଏ ସୁନା ଦର । ଯାହା ଯୋଗୁଁ ଚିନ୍ତିତ ହୋଇଯାନ୍ତି ଗ୍ରାହକ । ସୁନା ଦର ବୃଦ୍ଧିର କାରଣ ହେଉଛି…

ଏତିକି ବେଳୁ ଜଳିଲାଣି ପୁରା ଓଡିଶା, ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ମୁହାଁ

ଭୁବନେଶ୍ଵର: ଏବେଠୁ ଜଳିଲାଣି ପୁରା ଓଡିଶା । ଆଗକୁ କେତେ? ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ବରର ପାରଦ ୩୬ ଡିଗ୍ରୀ ଟପିଛି । ଯାହା ସ୍ବାଭାବିକରୁ ଅଧିକ । ତେଣୁ ରାଜ୍ୟରେ ଏବେଠାରୁ ଯେଉଁଭଳି ଗ୍ରୀଷ୍ମ ଅନୁଭୂତ ହେଲାଣି ହୁଏତ ଏହା ପୂର୍ବବର୍ଷ ଗୁଡିକର ରେକର୍ଡ ଭାଙ୍ଗିବ ବୋଲି ଆଶା କରାଯାଉଛି ।…