Latest Odisha News

BREAKING NEWS

Browsing Category

ସହର

City

ଆଜି ଆର୍ଥ ଆୱାର, ପୃଥିବୀ ପାଇଁ ଏକ ଘଣ୍ଟା ବିଦ୍ୟୁତ୍ ବନ୍ଦ

ପୁରୀ: ଆଜି ୱାର୍ଲ୍ଡ ଆର୍ଥ ଆୱାର । ପୃଥିବୀର ସୁରକ୍ଷା ପାଇଁ ପ୍ରତି ବର୍ଷ ମାର୍ଚ୍ଚ ମାସର ଶେଷ ଶନିବାର ୱାର୍ଲ୍ଡ ଆର୍ଥ ଆୱାର ଭାବେ ପାଳନ କରାଯାଏ । ଏହି ଦିନ ପୃଥିବୀବାସୀ ୧ ଘଣ୍ଟା ପର୍ଯ୍ୟନ୍ତ ନିଜର ଅନାବଶ୍ୟକ ଲାଇଟର ସୁଇଚ୍ ଅଫ୍ କରିଥାନ୍ତି । ନିଜ ଘରେ, ଅଫିସରେ ଜଳୁଥିବା ଅନାବଶ୍ୟକ…

କିସ୍ ବିଶ୍ବବିଦ୍ୟାଳୟକୁ ‘ଏ’ ଗ୍ରେଡ୍ ମାନ୍ୟତା ଦେଲା ନାକ୍

ଭୁବନେଶ୍ଵର: କିସ୍ ବିଶ୍ଵବିଦ୍ୟାଳୟକୁ ‘ଏ’ ଗ୍ରେଡ ମାନ୍ୟତା ଦେଲା ନ୍ୟାସନାଲ୍‍ ଆସେସ୍‍ମେଣ୍ଟ ଆଣ୍ଡ ଆକ୍ରିଡିଟେସନ୍‍ କାଉନ୍‍ସିଲ୍‍ (ନାକ୍) । କିଟ୍ ତରଫରୁ ଜାରି ହୋଇଥିବା ପ୍ରେସ ବିବୃତି ଅନୁସାରେ, ଦେଶର କୌଣସି ମହାବିଦ୍ୟାଳୟ ଅଥବା ବିଶ୍ୱବିଦ୍ୟାଳୟ ପ୍ରଥମ ଥରରେ ନାକ୍‍ର ‘ଏ’ ଗ୍ରେଡ୍‌…

ବିଜେଡି ଛାଡିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ

କଟକ: ବିଜେଡିରୁ ଇସ୍ତଫା ଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଭର୍ତ୍ତୃହରି । କଟକ ସାଂସଦ ଭର୍ତ୍ତୃହରି ମହତାବ ଏଥରକୁ ମିଶାଇ କଟକରୁ ୬ ଥର ସାଂସଦ ରହିଛନ୍ତି । ଇସ୍ତଫା ନେଇ ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ସାଂସଦ ଭର୍ତ୍ତୃହରି ।…

କେନ୍ଦ୍ରୀୟ ସମବାୟ ବିଭାଗର ସମସ୍ତ ଯୋଜନାକୁ ରାଜ୍ୟରେ ଅଣଦେଖା: ବିଜେପି

ଭୁବନେଶ୍ୱର: କେନ୍ଦ୍ରୀୟ ସମବାୟ ବିଭାଗର ସମସ୍ତ ଯୋଜନାକୁ ରାଜ୍ୟରେ ଅଣଦେଖା କରାଯାଉଛି ବୋଲି ଅଭିଯୋଗ କରିଛି ବିଜେପି । ପୂର୍ବତନ ସମବାୟ ମନ୍ତ୍ରୀ ଶ୍ରୀମତୀ ସୁରମା ପାଢ଼ୀ କହିଛନ୍ତି ରାଜ୍ୟ ସରକାରଙ୍କ ବିରୋଧରେ ଅଭିଯୋଗ କରି କହିଛନ୍ତି ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ…

ମେଣ୍ଟ ଚର୍ଚ୍ଚା ଭିତରେ ମନମୋହନଙ୍କ ବଡ ବୟାନ, ଏକାକୀ ଲଢିବ ବିଜେପି

ଭୁବନେଶ୍ଵର: ଲୋକସଭା ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଏକ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବୁ ବୋଲି ସ୍ପଷ୍ଟ କରିଛନ୍ତି ମନମୋହନ । ଏନେଇ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ସୂଚନା…

ଅଞ୍ଜନ ବେହେରା ହତ୍ୟାକାଣ୍ଡ ଘଟଣା, ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ବହୁଚର୍ଚ୍ଚିତ ଲକ୍ଷ୍ମୀସାଗର ଚମ୍ପାପୋଖରୀ ଅଞ୍ଜନ ବେହେରା ହତ୍ୟା ଘଟଣା । ଆଉ ୪ଜଣଙ୍କୁ ଗିରଫ କଲା ଲକ୍ଷ୍ମୀସାଗର ପୋଲିସ । ପୂର୍ବରୁ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ପିଙ୍କୁ ଓ ନିହାରିକାଙ୍କୁ ଗିରଫ କରିଥିଲା ପୋଲିସ । ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିଲା…

ଝାରପଡା ଗ୍ୟାଙ୍ଗୱାର ଘଟଣା: ୨ଜଣ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର; ଝାରପଡା ଜେଲ୍ ଭିତରେ ଗୋଷ୍ଠୀ ସଂଘର୍ଷ ଘଟଣା । ଜଣଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଭାଗ । କାର୍ଯ୍ୟରେ ଅବହେଳା କାରଣ ଦର୍ଶାଇ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଭାଗ । ଦୁଇ କର୍ମଚାରୀ ହେଉଛନ୍ତି ଜେଲର…

ନିର୍ବାଚନ ସମ୍ବନ୍ଧୀୟ ଖବର ଉପରେ ନଜର ରଖିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍

ଭୁବନେଶ୍ୱର: ଏବେ ନିର୍ବାଚନୀ ଖବର ଉପରେ ପୋଲିସର ରହିବ କଡା ନଜର । ମିଥ୍ୟା ଖବର ପ୍ରଚାର କରୁଥିବା ଅଭିଯୁକ୍ତଙ୍କୁ ଆଉ ମିଳିବନି ତ୍ରାହି । ଏଥର ସୋସିଆଲ ମିଡିଆ ମନିଟର କରିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍ । ଏନେଇ କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ କେଙ୍କୁ ଦାୟିତ୍ବ ମିଳିଛି ।…

ଆଜିଠୁ ଯୁକ୍ତ ୨ ଖାତା ଦେଖା, ଉଭୟ ଅନଲାଇନ ଓ ଅଫଲାଇନରେ ହେବ ମୂଲ୍ୟାୟନ

ଭୁବନେଶ୍ୱର: ଆଜିଠୁ ଯୁକ୍ତ ୨ ଖାତାଦେଖା ଆରମ୍ଭ । ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ । ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ଉଭୟ ଅଫ୍‌ ଲାଇନ୍‌ ଓ ଅନଲାଇନରେ ମୂଲ୍ୟାୟନ ହେବ । ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆଜିଠୁ ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏଁ ଚାଲିବ ।…

କେଜ୍ରିୱାଲଙ୍କ ଗିରଫକୁ ବିରୋଧ କରି ମାଷ୍ଟରକ୍ୟାଣ୍ଟିନ ଠାରେ ଆପ୍ କର୍ମୀଙ୍କ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ଵର: ଗତକାଲି (ଗୁରୁବାର) ରାତି ୯ଟା ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀର ମୁଖ୍ୟମନ୍ତ୍ରୀ ତଥା ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି । ଯାହାକୁ ବିରୋଧ କରି ରାଜଧାନୀ ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକ ଠାରେ ରାତି ସାରା ଆପ୍ କର୍ମୀଙ୍କ ବିକ୍ଷୋଭ ପ୍ରତିବାଦ ଜାରି…