Latest Odisha News

BREAKING NEWS

Browsing Category

ସହର

City

ଦିଲ୍ଲୀରୁ ଫେରିଲେ ମନମୋହନ ସାମଲ; କହିଲେ, ଖୁବ ଶୀଘ୍ର ଘୋଷଣା ହେବ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଦିଲ୍ଲୀରୁ ଫେରିଲେ ମନମୋହନ । ଗୁରୁବାର ରାତିରେ ଦିଲ୍ଲୀରୁ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ବିମାନବନ୍ଦରରେ ପହଞ୍ଚିବା ପରେ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟରେ ମେଣ୍ଟ ନେଇ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ଦେଲେନି…

ପରଲୋକରେ ବିଜେଡିର ବରିଷ୍ଠ ନେତା ଦାମୋଦର ରାଉତ

ଭୁବନେଶ୍ବର: ପରଲୋକରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଦାମୋଦର ରାଉତଙ୍କ ଦେହାନ୍ତ…

ଝାରପଡ଼ା ଜେଲରୁ ଅନ୍ୟ ଜେଲକୁ ସ୍ଥାନାନ୍ତର ହେବେ ୨୦ କଏଦୀ

ଭୁବନେଶ୍ୱର: ଝାରପଡ଼ା ଜେଲରୁ ଅନ୍ୟ ଜେଲକୁ ସ୍ଥାନାନ୍ତର ହେବେ ୨୦ କଏଦୀ। ଚକରା ଓ ଶମ୍ଭୁ ସହ ୨୦ କଏଦୀଙ୍କୁ ସ୍ଥାନାନ୍ତର କରିବା ପାଇଁ କୋର୍ଟକୁ ଅନୁମତି ମଗାଯାଇଥିଲା। ଏହାର ସୂଚନା ଦେଲେ ଜେଲ୍‌ ଡିଜି। ଜେଲ୍‌ରେ ପିଟାପିଟି ଘଟଣାରେ ତଦନ୍ତ ରିପୋର୍ଟ ହସ୍ତଗତ ହୋଇଛି। ଗୃହ ବିଭାଗକୁ ତଦନ୍ତ…

ନିର୍ବାଚନ କମିଶନଙ୍କ ବଦଳି ନିର୍ଦ୍ଦେଶ, ବଦଳିବେ ୪ ରାଜ୍ୟର ଜିଲ୍ଲାପାଳ ଓ ଏସପି

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନଙ୍କ ବଦଳି ନିର୍ଦ୍ଦେଶ । ୪ ରାଜ୍ୟର ଜିଲ୍ଲାପାଳ ଓ ଏସପିଙ୍କ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ । ଓଡ଼ିଶା ସମେତ ଗୁଜରାଟ, ପଞ୍ଜାବ ଓ ପଶ୍ଚିମବଙ୍ଗର ଅଣକ୍ୟାଡର ଏସପି ଓ କଲେକ୍ଟରଙ୍କ ବଦଳି ନିର୍ଦ୍ଦେଶ ରହିଛି । ସୂଚନା…

ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ବରିଷ୍ଠ ବିଜେଡି ନେତା ଦାମ ରାଉତ

ଭୁବନେଶ୍ଵର: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଦାମୋଦର ରାଉତ ଗୁରୁତର ଥିବା ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ । ହୃଦଘାତର ଶିକାର ହୋଇ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଏବଂ ପରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ…

ଟ୍ୱିନ୍ ସିଟିରେ ଘନ କୁହୁଡ଼ି; ଆଜିଠୁ ବଦଳିବ ପାଗ, ଦିନର ତାପମାତ୍ରା ୮ ରୁ ୧୦ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ

ଭୁବନେଶ୍ବର: ଲଗାତାର ବର୍ଷା ପରେ ଟ୍ୱିନ ସିଟିରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଘନ କୁହୁଡ଼ି ଯୋଗୁଁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି । ରାଜଧାନୀ ସମେତ କଟକର ସବୁ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ । ଫଳରେ ଲୋକେ ଗାଡ଼ି ଲାଇଟ୍ ଲଗାଇ…

ଗୁଣ୍ଡୁଚି ମୂଷା ହୋଇ ବିକଶିତ ଓଡ଼ିଶା ଦିଗରେ କାମ କରିବି: ଅଧିରାଜ ପ୍ରାଣିଗ୍ରାହୀ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେଡିରେ ଯୋଗ ଦେଇଛନ୍ତି ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଅଧିରାଜ । ଶତାଧିକ ସମର୍ଥକଙ୍କ ସହ ଆସି ସେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।…

ଓଡ଼ିଶାରେ ବିଜେଡି, ବିଜେପି ମେଣ୍ଟ ନେଇ ଏଯାଏଁ ହୋଇନି ନିଷ୍ପତ୍ତି: ଅମିତ୍ ଶାହ

ଭୁବନେଶ୍ୱର:  ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ନେଇ ଏଯାଏଁ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ । ଏବେ ବି ଏହି ପ୍ରସଙ୍ଗରେ ପୂର୍ଣ୍ଣଚ୍ଛେଦ ପଡ଼ିନି ।  ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ  ଆଜି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହ ଏମିତି…

କୋରାପୁଟ ସଂସଦୀୟ କ୍ଷେତ୍ରକୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

ଭୁବନେଶ୍ୱର: ପ୍ରଥମେ ପୁରୀ, କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ର ପରେ ଏବେ କୋରାପୁଟ ଲୋକସଭା ସଂସଦୀୟ କ୍ଷେତ୍ର ଲାଗି ବିଜେଡିର ସମୀକ୍ଷା ବୈଠକ । ନବୀନ ନିବାସରେ କୋରାପୁଟ ନେତାଙ୍କୁ ନେଇ ଆରମ୍ଭ ହୋଇଛି ଆଲୋଚନା । ପର୍ଯ୍ୟବେକ୍ଷକଙ୍କ ସହ ବିଧାୟକ ଓ ଆଶାୟୀ ନେତାଙ୍କୁ ନେଇ ଆଲୋଚନା କରୁଛନ୍ତି…

ରାଜ୍ୟରେ ପ୍ରବଳ ବର୍ଷା ଜାରି, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ଟ୍ବିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ରାଜ୍ୟ ତମାମ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି । ଫଳରେ ଜନଜୀବନ ପ୍ରଭାବିତ ହୋଇଛି । କଟକ ସହରର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି । ଗଞ୍ଜାମ, ଗଜପତି, ରାୟଗଡା,…