Latest Odisha News

BREAKING NEWS

Browsing Category

ସହର

City

ଝାରପଡ଼ା ଜେଲରେ ରେଡ୍, ୬ ଜଣ ଏସିପି ସାମିଲ

ଭୁବନେଶ୍ବର: ଗତକାଲି ଝାରପଡ଼ା ଜେଲରେ ଗ୍ୟାଙ୍ଗୱାର ପରେ ଆଜି କମିଶନରେଟ୍ ପୁଲିସ ପକ୍ଷରୁ ରେଡ୍ କରାଯାଇଛି । ଡିସିପି ପ୍ରତୀକ ସିଂହଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଜେଲରେ ପହଞ୍ଚି ଏହି ରେଡ୍ କରିଛନ୍ତି । ଜେଲର ପ୍ରତ୍ୟେକ ସେଲ୍ ଓ ଓ୍ବାର୍ଡରେ ଛାନଭିନ କରାଯାଉଛି । ଡିସିପିଙ୍କ ସମେତ…

ପାଣ୍ଡରାରୁ ହଟିଲା ଜବରଦଖଲ, ପୋଲିସ ହାଉସିଂ କର୍ପୋରେସନ ନିର୍ମାଣ କରିବ ବିଲ୍ଡିଂ

ଭୁବନେଶ୍ୱର: ପାଣ୍ଡରା ମୌଜା ଅନ୍ତର୍ଗତ ଖାତା ନମ୍ବର-1352 ପ୍ଲଟ ନଂ-3724, 3725ରେ ହୋଇଥିବା ଜବରଦଖଲକୁ ଉଚ୍ଛେଦ କଲା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)। ଏହି ସ୍ଥାନରେ ପୋଲିସ ହାଉସିଂ କର୍ପୋରେସନ ନିର୍ମାଣ କରିବ ବିଲ୍ଡିଂ । ବିଡିଏ ଏନଫୋର୍ସମେଣ୍ଟ ଟିମ୍ ପୂର୍ବାହ୍ଣରେ ପାଣ୍ଡରା…

ବାଲିପାଟଣା ଅକ୍ଷୟ ମାଝୀ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ବାଲିପାଟଣା ଥାନା ନୂଆସାହି ବଜାର ନିକଟରେ ଅକ୍ଷୟ ମାଝୀ ହତ୍ୟାକାଣ୍ଡ ଘଟଣା । ପୂର୍ବ ଶତୃତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା । ମୁଖ୍ୟ ଅଭିଯୁକ୍ତ ଦିଲୁ ଭୋଇକୁ ବାନ୍ଧିଲା ବାଲିପାଟଣା ପୋଲିସ । ଗତକାଲି ଘଟଣାସ୍ଥଳ ପରିଦର୍ଶନ କରିଥିଲେ ଭୁବନେଶ୍ଵର ଡିସିପି ପ୍ରତୀକ ସିଂ ।…

ବଢୁଛି ଖରାର ପ୍ରକୋପ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ଆଗାମୀ ଦିନ ମାନଙ୍କରେ ଗ୍ରୀଷ୍ମ ପ୍ରବାହରେ ବୃଦ୍ଧି ଘଟିବ । ଏନେଇ ସତର୍କ କରିଛି ପାଣିପାଗ ବିଭାଗ । ତେଣୁ ଏବେଠୁ ପ୍ରସ୍ତୁତ ରହିବା ସହ ସ୍କୁଲ ସମୟ ସାରଣୀରେ ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଏହାସହ ସାଧାରଣ ନିର୍ବାଚନକୁ ଆଖିରେ ରଖି…

ସାବାଡ ହେବେ ଅମାନିଆ; ଟ୍ରାଫିକ୍‌ ସିଗନାଲ୍‌ ଭାଙ୍ଗିଲେ ଗାଡ଼ି ଜବତ ସହ ଡିଏଲ ରଦ୍ଦ ହେବ

ଭୁବନେଶ୍ବର: ଏଣିକି ଆଉ ଟ୍ରାଫିକ୍‌ ସିଗନାଲ୍ ଡେଇଁ ଯାଇପରିବେନି ଅମାନିଆ ଡ୍ରାଇଭର । କଡ଼ା କଡ଼ି ହେଲା ଟ୍ରାଫିକ ବ୍ୟବସ୍ଥା । ଟ୍ରାଫିକ୍ ପୋଷ୍ଟରେ ରେଡ୍ ଲାଇଟ୍ ଜଳିବା ପରେ ନିୟମ ଭାଙ୍ଗି ଗଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଫାଇନ ଗଣିବା ସହ ଡ୍ରାଇଭିଂ ଲାଇସେନ୍ସ ବାତିଲ ମଧ୍ୟ କରାଯିବ ।…

ଭାରତ ନିର୍ବାଚନ କମିଶନଙ୍କ ବିଏଲଓ ପତ୍ରିକାରେ ସ୍ଥାନ ପାଇଲା ଓଡ଼ିଶାର ବିଏଲଓ ମାସ୍କଟ ‘ମିତା ଦିଦି’

ଭୁବନେଶ୍ୱର: ଓଡ଼ିଶାର ନିର୍ବାଚନ ସମ୍ବନ୍ଧୀୟ ବିଏଲଓ ମାସ୍କଟ୍ (ବିଏଲଓ ଆଇକନ ଦିଦି) ‘ମିତା ଦିଦି’କୁ ଭାରତ ନିର୍ବାଚନ କମିଶନ ନିଜର ବିଏଲଓ ପତ୍ରିକାରେ ମାସ୍କଟ୍ ରୂପେ ସ୍ଥାନିତ କରିଛନ୍ତି । ଓଡ଼ିଶାର ବିଏଲଓ ମାସ୍କଟ ‘ମିତା ଦିଦି’ ବର୍ତ୍ତମାନ ସମଗ୍ର ଦେଶରେ ବିଏଲଓ ମାସ୍କଟ ପାଲଟିଛି । ଏହି…

ଦୁଇ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ । ବିଭିନ୍ନ ସ୍ଥାନରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି । ସେହିପରି ଆଜି (ମଙ୍ଗଳବାର) ଓ ଆସନ୍ତାକାଲି ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ସେଥିପାଇଁ ସତର୍କ ସୂଚନା…

ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସିଏପିଏଫ୍ ଓ ଏସ୍ଏପିଏଫ୍ ମୁତୟନ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ (ସିଏପିଏଫ୍) ଏବଂ ରାଜ୍ୟ ସଶସ୍ତ୍ର ବାହିନୀ(ଏସ୍ଏପିଏଫ୍) ମୁତୟନ ସଂପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ…

ଆସନ୍ତାକାଲି ଓଡିଶା ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା

ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା । ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଶର୍ମା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ୧୦ ବର୍ଷର ଉପଲବ୍ଧିକୁ…

ଇଞ୍ଜିନିୟର ଛାତ୍ରଙ୍କୁ ମାଡ ମାରି ଜଣେ ଗିରଫ

ଭୁବନେଶ୍ବର: ଏକ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରଙ୍କୁ ମାଡ ମାରିବା ଅଭିଯୋଗରେ ଜଣଙ୍କୁ ଗିରଫ । ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଧୀନ ଡିଏନ ରେଗାଲିଆ ମଲ୍ ନିକଟରେ । ଗିରଫ ଅଭିଯିକ୍ତ ଜଣକ ହେଲା ବିଜୟ ପାଟଶାଣୀ (୧୯) । ସୂଚନାଯୋଗ୍ୟ, ଅଭିଯୋଗକାରୀ ଭବାନୀ ଶଙ୍କର ସାହୁ ଏକ ଘରୋଇ…