Latest Odisha News

BREAKING NEWS

Browsing Category

ସହର

City

ଶଙ୍ଖ ଭବନରେ ମିଶ୍ରଣ ପର୍ବ, ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ…

ଏସଟିଏଫ ହାତରେ ନକଲି ଇଡି, ୨ ଠକ ଗିରଫ

ଭୁବନେଶ୍ଵର; ମହଙ୍ଗା ପଡିଲା ନିଜକୁ ଇଡି କହି ଲୋକଙ୍କୁ ଠକିବା । ୨ ନକଲି ଇଡି ଅଫିସରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ ୨ ଅଭିଯୁକ୍ତ ହେଲେ ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର । ୩୦୦ ସରକାରୀ କର୍ମଚାରୀଙ୍କୁ ଇଡି ଅଫିସର କହି…

ତାତିରୁ ମିଳିବ ତ୍ରାହି: ୩ ଦିନ ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: କାଳବୈଶାଖୀ ବର୍ଷା ଯୋଗୁଁ ଆଶିଂକ ଭାବେ ତାତିରୁ ମିଳିଛି ମୁକ୍ତି । ତେବେ ଆଜି ରାଜ୍ୟର ୧୪ ଜିଲ୍ଲାକୁ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର…

ଲାଗୁ ହେଲା ନିର୍ବାଚନ ଆଚରଣ ବିଧି, ରାତାରାତି ହଟିଲା ହୋର୍ଡିଂ ଓ ପୋଷ୍ଟର

ଭୁବନେଶ୍ବର: ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ କାର୍ଯ୍ୟାଳୟ ପରିସରରୁ ହୋର୍ଡିଂ, ପୋଷ୍ଟର, ବ୍ୟାନର ଓ ସରକାରୀ ଯୋଜନାର ବାର୍ତ୍ତା…

ଉଦଘାଟିତ ହେଲା ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪ ଭୁବନେଶ୍ୱର ସ୍ଥିତ ଏକାମ୍ର ହାଟ ଠାରେ ଆୟୋଜନ କରାଯାଇଅଛି । ରାଜ୍ୟର ବିଭିନ୍ନ…

‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେସନ ଟେକନୋଲୋଜି, ନାଲକୋ ରିସର୍ଚ୍ଚ  ଆଣ୍ଡ ଟେକନୋଲୋଜି, ବିର୍ଲା ଗ୍ଲୋବାଲ ୟୁନିଭରସିଟି, ଜିଆଇଇଟି…

ପଞ୍ଚମ ପାଳିର ଶେଷ କ୍ୟାବିନେଟ, ୧୪ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ଵର: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ନବୀନ ସରକାରଙ୍କ ପଞ୍ଚମ ପାଳିର ଏହା ଶେଷ କ୍ୟାବିନେଟ । କ୍ୟାବିନେଟରେ ମୋଟ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।…

ତ୍ରିକୋଣୀୟ ପ୍ରେମ, ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ଭୁବନେଶ୍ବର: ତ୍ରିକୋଣୀୟ ପ୍ରେମ ପରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା । ରାଜଧାନୀରେ ଘଟିଛି ଏହି ହତ୍ୟାକାଣ୍ଡ । ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ବର ଅଞ୍ଚଳରେ ପୁରୁଣା ପ୍ରେମିକ ସହ ମିଶି ଯୁବକଙ୍କୁ ପ୍ରେମିକା ହତ୍ୟା କରିଥିବା ସୂଚନା ରହିଛି । ମୃତକ ଯୁବକ ହେଲେ ଅଞ୍ଜନ । ଦେଖା କରିବା…

ଆଜି ବିଜେପି ରାଜ୍ୟ ନିର୍ବାଚନ କମିଟି ବୈଠକ

ଭୁବନେଶ୍ବର: ଆଜି ଓଡ଼ିଶା ବିଜେପି ନିର୍ବାଚନ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଅପରାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ଏହି ବୈଠକ ।ବୈଠକରେ ନିର୍ବାଚନରେ ସମସ୍ତ ସିଟ୍ ନେଇ ଆଲୋଚନା ହେବ । ଏଥିରେ ଦଳ ସମସ୍ତ ସିଟ୍ ପାଇଁ ପରୀକ୍ଷା ନିରୀକ୍ଷା କରିବ । ମିଟିଂ ମିଟିଂର ସବିଶେଷ…

ବିଜେଡି-ବିଜେପି ମେଂଟ : ସସପେନ୍ସ ବଢାଇଲେ ଶାହା!

ଭୁବନେଶ୍ବର: ଏକାଠି ନା ଏକା ଏକା ଲଢିବେ ବିଜେଡି-ବିଜେପି ! ଶଙ୍ଖ-ପଦ୍ମ ପୁନର୍ବିବାହ ଚର୍ଚ୍ଚାରେ ପଡିଲା କି ପୂର୍ଣ୍ଣଚ୍ଛେଦ! ଫେଲ୍ ମାରିଲା କି ଆଲୋଚନା ! ଅନ୍ଦର ମହଲରେ ଚର୍ଚ୍ଚା, ଆଗାମୀ ନିର୍ବାଚନରେ ଏକାଠି ଲଢିବେନି ବିଜେଡି ଓ ବିଜେପି! ହେଲେ ଇଣ୍ଡିଆ ଟୁଡେ କନକ୍ଲେଭରେ ଅମିତ ଶାହାଙ୍କ…