Latest Odisha News

BREAKING NEWS

Browsing Category

ସହର

City

ବନ୍ୟପ୍ରାଣୀଙ୍କ ସହ ସେଲ୍ଫି ମନା

ଭୁବନେଶ୍ବର: ଆଉ ଉଠାଇ ପାରିବେନି ବନ୍ୟପ୍ରାଣୀଙ୍କ ସହ ଫଟୋଗ୍ରାଫ କିମ୍ବା ସେଲ୍ଫି । ନିୟମ ଜାରି କଲେ ବନ୍ୟପ୍ରାଣୀ ପିସିସିଏଫ୍ । ସୋସିଆଲ ମିଡିଆରେ ଏଭଳି ଫଟୋଗ୍ରାଫ ଓ ସେଲଫି ଛାଡ଼ିବା ବ୍ୟକ୍ତିଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିଦ୍ଦେର୍ଶ ଦେଇଛନ୍ତି ବନ୍ୟପ୍ରାଣୀ…

ଶଙ୍ଖ ଛାଡ଼ିଲେ ପଦ୍ମ ଧରିଲେ ଅଭିନେତା ଅରିନ୍ଦମ

ଭୁବନେଶ୍ବର: କିଛି ସମୟ ପୂର୍ବରୁ ବିଜେଡିରୁ ଇସ୍ତଫା ଦେଲେ ଏବେ ବିଜେପିରେ ମିଶିଲେ ଅରିନ୍ଦମ ରାୟ । ଭୁବନେଶ୍ୱର ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଛନ୍ତି ଅରିନ୍ଦମ । ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ହୋଇଛନ୍ତି ସାମିଲ । ପୂର୍ବରୁ ଯେଉଁ ଚର୍ଚ୍ଚା ହେଉଥିଲା ଆଜି ତାକୁ ସତ ପ୍ରମାଣିତ…

୧୦୬୧ ଗୋଟି ସ୍ନାତକୋତ୍ତର ଶିକ୍ଷକ ପଦବୀ ପୂରଣ ନିମନ୍ତେ ଆବେଦନ ପତ୍ର ଆହ୍ୱାନ

ଭୁବନେଶ୍ୱର: ୧୦୬୧ ଗୋଟି ସ୍ନାତକୋତ୍ତର ଶିକ୍ଷକ ପଦବୀ ପୂରଣ ନିମନ୍ତେ ଆବେଦନ ପତ୍ର ଆହ୍ୱାନ କରାଯାଉଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ପୂର୍ଣ୍ଣ ଅନୁଦାନପ୍ରାପ୍ତ ୪୮୮ ବର୍ଗ (୨) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକ ପାଇଁ ୨୩ ଗୋଟି ବିଭିନ୍ନ ବିଷୟରେ ୧୦୬୧ ଗୋଟି…

ମିଲେଟ୍ ଖାଦ୍ୟ ବିକ୍ରୟ ନିମନ୍ତେ ମିଲ୍କମନ୍ତ୍ର ସହ ଏସଏଚଜି ଗ୍ରୁପର ରାଜିନାମା ସ୍ୱାକ୍ଷରିତ

ଭୁବନେଶ୍ଵର: ମିଶନ ଶକ୍ତିର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ପଦାର୍ଥର ବିକ୍ରିବଟା ନିମନ୍ତେ ମିଲ୍କମନ୍ତ୍ର ଡାଏରୀ ପ୍ରାଇଭେଟ୍‌ ଲିମିଟେଡ୍‌ ସହ ଭୁବନେଶ୍ୱରର ରାଧାରାଣୀ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ରାଉରକେଲାର ଦିବ୍ୟଜ୍ୟୋତି ମହିଳା…

ସୁନ୍ଦରଗଡ ସମରସଜ୍ଜା : ପୁଣି ମଇଦାନକୁ ଓହ୍ଲାଇବେ କି ଜୁଏଲ୍!

ଭୁବନେଶ୍ଵର: ଚବିଶ ସମର ପାଇଁ ସୁନ୍ଦରଗଡ ପ୍ରସ୍ତୁତ । ଗତ ୫ବର୍ଷ ଧରି ଗ୍ରାଉଣ୍ଡରେ ହୋମୱାର୍କ କରିଛନ୍ତି ତିନି ଦଳ । ବିଜୟ ରେକର୍ଡ ଦେଖିଲେ, ଆଦିବାସୀ ବହୁଳ ସୁନ୍ଦରଗଡ ଲୋକସଭା ଆସନରେ ଆଜି ଯାଏଁ ଜିତିନାହିଁ ବିଜେଡି । ୭ଥର ବାଜି ମାରିଛି କଂଗ୍ରେସ ତ ୫ଥର ବିଜେପିରୁ ଜିତିଛନ୍ତି ଜୁଏଲ ଓରାମ ।…

ପଦ୍ମ ଧରିଲେ ପୂର୍ବତନ ଗୁଣୁପୁର ବିଧାୟକ ତ୍ରୀନାଥ ଗମାଙ୍ଗୋ

ଭୁବନେଶ୍ବର: ପଦ୍ମ ଧରିଲେ ତ୍ରୀନାଥ ଗମାଙ୍ଗୋ । ଆଜି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେଲେ ପୂର୍ବତନ ଗୁଣୁପୁରୁ ବିଧାୟକ ତ୍ରୀନାଥ ଗମାଙ୍ଗୋ । ସେ ଆଜି ଦଳୀୟ ପାର୍ଟି ଅଫିସରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତା ପ୍ରଦୀପ ପାଣିଗ୍ରାହୀଙ୍କ ଉପସ୍ଥିତିରେ ଯୋଗଦେଇଛନ୍ତି…

ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ପ୍ରଫୁଲ୍ଲ ମଲ୍ଲିକଙ୍କ ପରଲୋକ

ଭୁବନେଶ୍ଵର: ପରଲୋକରେ ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ପ୍ରଫୁଲ୍ଲ ମଲ୍ଲିକ । ୫୬ବର୍ଷ ବୟସରେ ହୃଦଘାତରେ ଚାଲିଗଲା ପ୍ରଫୁଲ୍ଲ ମଲ୍ଲିକଙ୍କ ଜୀବନ । ସେ ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ସହ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯାଳୟରେ ମୁଖ୍ୟ ଲୋକସମ୍ପର୍କ ଅଧିକାରୀ…

୨୦୨୪ ନିର୍ବାଚନ ପାଇଁ କଂଗ୍ରେସର ୯ ଗ୍ୟାରେଣ୍ଟି

ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି । ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ଦେଇଛି ୯ ଗ୍ୟାରେଣ୍ଟି । ୨୦୧୪ରେ କ୍ଷମତାକୁ ଆସିଲେ କଂଗ୍ରେସ ଏହି ୯ ଗ୍ୟାରେଣ୍ଟି ଉପରେ କାମ କରିବ ବୋଲି ଲୋକଙ୍କୁ ଜଣାଇଛି କଂଗ୍ରେସ । ୨୪ ବର୍ଷ ବିଜେଡି ଶାସନ ଏବଂ ୯ ବର୍ଷ ବିଜେପି…

ଦରମା ବୃଦ୍ଧି ପାଇଁ ରାଜଧାନୀ ରାଜରାସ୍ତାରେ ସମିତି ସଭ୍ୟଙ୍କ ଆନ୍ଦୋଳନ

ଭୁବନେଶ୍ବର: ରାଜଧାନୀରେ ଗର୍ଜିଲେ ରାଜ୍ୟ ତମାମରୁ ଆସିଥିବା ସମିତି ସଭ୍ୟ । ସରପଞ୍ଚଙ୍କ ଭଳି ସମାନ ଦରମା ଓ ଅଧିକାର ଦାବିରେ ଆନ୍ଦୋଳନ । ସରପଞ୍ଚଙ୍କୁ ୧୦ ହଜାର, ଆମକୁ କାହିଁକି ୭୫୦୦ ବୋଲି ସରକାରଙ୍କୁ କଲେ ପ୍ରଶ୍ନ । ୩୦ ଜିଲ୍ଲାର ୬ ହଜାର ୭ଶହ ୯୮ ଜଣ ସମିତିସଭ୍ୟ ଆଜି ରାଜଧାନୀରେ ଏକାଠି ହୋଇ…

ତାତିରୁ ମିଳିବ ଆଶ୍ୱସ୍ତି; ୩ ଦିନ ଏହି ସବୁ ଜିଲାରେ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି । କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ।…