Latest Odisha News

BREAKING NEWS

Browsing Category

ସହର

City

ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ଦେଖା, ୫୫ କେନ୍ଦ୍ରରେ ହେବ ମୂଲ୍ୟାୟନ

ଭୁବନେଶ୍ବର: ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ । ଏହା ସହିତ ମଧ୍ୟମା ଓ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ଦେଖା ମଧ୍ୟ ଆରମ୍ଭ ହେବ । ରାଜ୍ୟର ମୋଟ ୫୫ ଟି କେନ୍ଦ୍ରରେ ଖାତା ଦେଖା ହେବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି…

ବିଜେଡି-ବିଜେପି ମେଣ୍ଟରେ ରହିଛି ଏଇ ୬ଟି ବାଧା !

ଭୁବନେଶ୍ଵର: ଗତ ସପ୍ତାହରୁ ମେଣ୍ଟ ଚର୍ଚ୍ଚାକୁ ନେଇ ଉଠୁଛି ପଡୁଛି ଓଡିଶା ରାଜନୀତି । ବିଜେଡି-ବିଜେପି ଏକାଠି ହେବେ, ନା ଧରିବେ ଅଲଗା ରାସ୍ତା । ଶୀର୍ଷ ନେତୃତ୍ୱ ରାଜି ହେବା ପରେ ବି କାହିଁକି ସରୁନି ମେଣ୍ଟ ସସପେନ୍ସ । କୁହାଯାଉଛି, ମେଣ୍ଟ ରାସ୍ତାରେ ରହିଛି ଏଇ ୬ଟି ବାଧା । ରାଜ୍ୟ…

ପାକ୍ସ ଏବଂ ଲାମ୍ପ୍ସ କର୍ମଚାରୀମାନଙ୍କ ପାଇଁ ଖୁସି ଖବର, ବଢିଲା ୬୬ ପ୍ରତିଶତ ମହଙ୍ଗାଭତ୍ତା

ଭୁବନେଶ୍ବର: ରାଜ୍ୟ ସମବାୟ ବିଭାଗ ଅଧିନସ୍ଥ ସମସ୍ତ ପ୍ରାଥମିକ କୃଷି ସମବାୟ ସମିତି ଓ ବୃହଦାକାର ବହୁମୁଖୀ ସମବାୟ ସମିତି( ଲାମ୍ପ୍ସ )ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ନିମନ୍ତେ ଖୁସି ଖବର । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏହି କର୍ମଚାରୀ ମାନଙ୍କର ମହଙ୍ଗାଭତ୍ତାରେ ୬୬ …

ଡକାୟତି ଯୋଜନା ପଣ୍ଡ, ୫ ଜଣିଆ ଗ୍ୟାଙ୍ଗକୁ ଗିରଫ କଲା ପୋଲିସ

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ମାଡିବସିଲା ପୋଲିସ । ଘଟଣାସ୍ଥଳରୁ ୫ ଜଣିଆ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି ଇନଫୋସିଟି ଥାନା ପୋଲିସ । ସେମାନଙ୍କୁ ଠାରୁ ବିପୁଳ ପରିମାଣର ମାରଣାସ୍ତ୍ର ଜବତ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଇନଫୋସିଟି ଥାନା…

ମଦ ନିଶାରେ ପିଟିପିଟି ସ୍ତ୍ରୀକୁ ମାରିଦେଲା ସ୍ଵାମୀ

ଭୁବନେଶ୍ଵର: ଭୁବନେଶ୍ଵର ମୈତ୍ରୀ ବିହାରରେ ଜଘନ୍ୟ ହତ୍ୟାକାଣ୍ଡ । ନୃଶଂସ ସ୍ବାମୀର ବର୍ବର କାଣ୍ଡ । କାଠ ଫାଳିଆ ରେ ସ୍ତ୍ରୀ ପିଟି ପିଟି ହତ୍ୟା କରିଥିଲା ସ୍ବାମୀ । ହତ୍ୟାକାଣ୍ଡ ଘଟାଇବା ପରେ ୩ଦିନ ଯାଏଁ ବନ୍ଦ ଘର ଭିତରେ ମୃତ ଶରୀରକୁ ଜଗି ରହିଲା ସ୍ଵାମୀ । ଦୁର୍ଗନ୍ଧ ହେବାରୁ ପୋଲିସକୁ ଖବର…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ । ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା…

ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ଟିପିଏସ୍ଓଡିଏଲର ବଡ ନିଷ୍ପତି, ଲାଗୁ ହେଲା ଡ୍ରୋନ୍ ନିରୀକ୍ଷଣ ବ୍ୟବସ୍ଥା

ବ୍ରହ୍ମପୁର: ଚଳିତ ଗ୍ରୀଷ୍ମ କାଳରେ ଭରସାଯୋଗ୍ୟ ବିଜୁଳି ଯୋଗାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛି ଟିପିଏସଓଡିଏଲ୍ । ସୁରକ୍ଷା ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ପାଳନପୂର୍ବକ ବିଜୁଳି ଯୋଗାଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗକୁ ପ୍ରାଥମିକତା ଦେଇ କମ୍ପାନୀ ନିଜର…

ମୁଖ୍ୟମନ୍ତ୍ରୀଙ୍କ ହୋଲି ଭେଟି, ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ଵର: ହୋଲି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି । କେନ୍ଦ୍ର ସରକାରଙ୍କ ପରେ ବର୍ତ୍ତମାନ ରାଜ୍ୟ ସରକାର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଜାନୁୟାରୀ ପହିଲା ୨୦୨୪ରୁ ପିଛିଲା ଭାବରେ ଲାଗୁ…

୫ ଘଣ୍ଟାର ଜେରା ପରେ ଇଡିରୁ ବାହାରିଲେ ସାଗର ରାଏ ଏବଂ ବିନୀତ ଲଲାନୀ

ଭୁବନେଶ୍ବର: ଚିଟଫଣ୍ଡ କେଳେଙ୍କାରୀ ନେଇ ଚାଲିଛି ଇଡି ର ତନାଘନା । ୫ ଘଣ୍ଟାର ମାରାଥାନ ଜେରା ପରେ ଇଡିରୁ ବାହାରିଲେ ବିନୀତ ଲଲାନୀ ଏବଂ ସାଗର ରାଏ । ଅର୍ଥ ତତ୍ତ୍ଵ ଚିଟଫଣ୍ଡ ମାମଲାରେ ବିନୀତ ଲଲାନି ଏବଂ ସାଗର ରାଏଙ୍କୁ ଦ୍ବିତୀୟ ପର୍ଯ୍ୟାୟରେ ଜେରା କରିବାକୁ ଇଡି ଡାକିଥିଲା । ବିଲ୍ଡର…

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  କନିଷ୍ଠ ଶିକ୍ଷକଙ୍କୁ (Junior Teacher)ଙ୍କ ବଢ଼ିଲା ଦରମା । ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ ପାଇବେ । ଜାନୁଆରୀ ମାସରୁ ପିଛିଲା ଭାବେ ଲାଗୁ ହେବା ନେଇ ନିଷ୍ପତି ନେଇଛନ୍ତି ସରକାର । ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ…