Latest Odisha News

BREAKING NEWS

Browsing Category

ସହର

City

ବିଜେଡ଼ି ସରକାର ଦୁର୍ନିତୀର ପ୍ରତୀକ ରାଜେନ୍ଦ୍ର ଢ଼ୋଲକିଆ, ଇସ୍ତଫା ଦାବି କଲା କଂଗ୍ରେସ

ଭୁବନେଶ୍ବର: ଦୁର୍ନିତୀ ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆଜି ନୂଆପଡ଼ା ଜିଲ୍ଲା ବନ୍ଦ ହୋଇଛି । ଓଡ଼ିଶାର ବିଜେଡ଼ି ସରକାରର ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢ଼ୋଲକିଆ ସଂଗୀନ ଦୁର୍ନିତୀ ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଦିଆଯାଇଛି ଏହି ବନ୍ଦ ଡାକରା । ଏହି ବନ୍ଦ ଡାକରା ପଛରେ ଜିଲ୍ଲାବାସୀଙ୍କ ସମର୍ଥନ ରହିଛି…

ବଢିଲା ସରପଞ୍ଚଙ୍କ ଦରମା, ମାସିକ ପାଇବେ ୧୦ହଜାର ଟଙ୍କା

ଭୁବନେଶ୍ବର: ରାଜ୍ୟର ସମସ୍ତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ…

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି, ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ଖୁସିଖବର । ମହିଳା କର୍ମଚାରୀଙ୍କ ପାଇଁ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ…

ଓଡିଶାରେ ଗଡିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ, ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ଵର: ଆଉ ଗୋଟିଏ ପାଦ ଆଗେଇଲା ଓଡ଼ିଶାର ରେଳ ଭିତ୍ତିଭୂମି । ରାଜ୍ୟକୁ ମିଳିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶାଖାପାଟଣା-ଭୁବନେଶ୍ଵର ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କରିଛନ୍ତି। ଗୁଜୁରାଟର ଅହମ୍ମଦାବାଦ ଗସ୍ତରେ ଥିବା ବେଳେ…

ବିଜେଡି-ବିଜେପି ବାହାଘର ପରେ ଅନ୍ନପ୍ରାସନ୍ନ କଲା କଂଗ୍ରେସ

ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେଡି ଓ ବିଜେପି ସଂପର୍କକୁ ବଡ ପ୍ରସଙ୍ଗ କରିଛି କଂଗ୍ରେସ । ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସର ଅଭିନବ ପ୍ରତିବାଦ । ପ୍ରଥମେ ବିଜେଡି-ବିଜେପି ବିବାହ ଆଜି ସେମାନଙ୍କ ୧୦ଟି ପିଲାଙ୍କ ଅନ୍ନ ପ୍ରାସନ୍ନ କାର୍ଯ୍ୟକ୍ରମ କରିଛି କଂଗ୍ରେସ ।…

କଂଗ୍ରେସରେ ମିଶିଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ଭୁବନେଶ୍ବର: ଶଙ୍ଖ ଛାଡ଼ିଲେ, ହାତ ଧରିଲେ । ୩ ଦିନ ତଳେ ବିଜେଡି ଛାଡ଼ିଥିଲେ, ଆଜି କଂଗ୍ରେସରେ ମିଶିଲେ ବାଲେଶ୍ବର ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା । ଭୁବନେଶ୍ବର କଂଗ୍ରେସ କାର୍ଯ୍ୟାଳୟରେ ହାତ ଧରିଛନ୍ତି ସୁଦର୍ଶନ ଜେନା ।  ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି…

୫ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟର ବଲାଙ୍ଗୀର, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟିତ ହୋଇଥିବା ପ୍ରକଳ୍ପଗୁଡିକ ହେଲା – ବଲାଙ୍ଗିର ଜିଲ୍ଲାର ରୂପାନ୍ତରିତ ହରିଶଙ୍କର ମନ୍ଦିର,…

ରାଜ୍ୟରେ ଗଡ଼ିଲା ସଂକଳ୍ପ ରଥ: ଓଡ଼ିଶାବାସୀଙ୍କ ହେବ ଅଭିମତ ସଂଗ୍ରହ

ଭୁବନେଶ୍ବର: ପୁଣି ଥରେ ଦେଶରେ ମୋଦୀ ଶାସନ ଆଣିବାକୁ ବିଜେପିର କସରତ । ତୃତୀୟଥର ପାଇଁ ଶାସନ ଗାଦିରେ ବସାଇବା ଲକ୍ଷ୍ୟରେ ବିଜେପି ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡିବାକୁ ପ୍ରୟାସ ଆରମ୍ଭ କରିଛି । ‘ବିକଶିତ ଓଡ଼ିଶା ଓ ବିକଶିତ ଭାରତ’ ସଂକଳ୍ପ ପତ୍ର ପାଇଁ ଆଜି ଅଭିମତ ସଂଗ୍ରହ…

ବିଭିନ୍ନ ଦାବି ନେଇ ସରପଞ୍ଚ ମହାସଂଘର ଧାରଣା, ଅଧାବାଟରେ ଅଟକାଇଲା ପୋଲିସ

ଭୁବନେଶ୍ବର: ରାଜରାସ୍ତାରେ ସରପଞ୍ଚ ମହାସଂଘ । ନାରା ଆମର ଦାବି ପୁରଣ ହେଉ ଚଳିବ ନାହିଁ, ଅଫିସରଙ୍କ ରାଜ । ହାତରେ ଦାବି ସମ୍ପର୍କିତ ଫ୍ଲାକାଡ ଧରି ଆନ୍ଦୋଳନକୁ ଓହ୍ଲାଇଲେ ସରପଞ୍ଚ ମହାସଂଘ । ଗ୍ରାମ ପଞ୍ଚାୟତକୁ କ୍ଷମତା ପୂର୍ଣ୍ଣ ଅନୁଦାନ, ଦରମା ବୃଦ୍ଧି, ଅବସରକାଳୀନ ମାସିକ ଭତ୍ତା ୫ ହଜାର…

ଦରମା ବୃଦ୍ଧି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ସଫେଇ କର୍ମଚାରୀ, ସଫେଇ କାମ ଠପ୍

ଭୁବନେଶ୍ବର: ରାଜଧାନୀରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ । ୧୫ ହଜାର ଟଙ୍କା ଦରମା ବୃଦ୍ଧି ସହ ବିଭିନ୍ନ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ସଫେଇ କର୍ମଚାରୀ । ଏନେଇ ରାଜମହଲ ଛକରେ ଧାରଣାରେ ବସିଛନ୍ତି ସଫେଇ କର୍ମଚାରୀ । ଏହି ଆନ୍ଦୋଳନ ଯୋଗୁଁ ଉଠିପାରୁନି ଅଳିଆ । ରାଜଧାନୀର ପ୍ରାୟ ୫୩ଟି…