Latest Odisha News

BREAKING NEWS

Browsing Category

ସହର

City

‘ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା’

ଭୁବନେଶ୍ୱର: ଆଜି ଆନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ପବ୍ଲିକ ରିଲେସନ ସୋସାଇଟି ଅଫ୍ ଇଣ୍ଡିଆର ଭୁବନେଶ୍ୱର ଶାଖା ପକ୍ଷରୁ ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷର ଆନ୍ତର୍ଜାତୀୟ ମହିଳା ଦିବସ ଥିମ୍ ସହିତ ସମତାଳରେ ଏହା ଆୟୋଜିତ…

ମହାଶିବରାତ୍ରୀ; କମିଶନରେଟ ପୋଲିସର ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ଵର: ରାତି ପାହିଲେ ଦେବ ଦେବ ମହାଦେବଙ୍କ ମହାଶିବରାତ୍ରୀ । ସେଥିପାଇଁ ଚଳଚଞ୍ଚଳ ପୁରା ଭୁବେନଶ୍ଵର । ସେଥିପାଇଁ ପ୍ରସିଦ୍ଧ ଲିଙ୍ଗରାଜ ମନ୍ଦିରରେ ହୋଇଛି ବ୍ୟାପକ ବ୍ୟବସ୍ଥା । ଭକ୍ତମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ଅନେକ ନିଷ୍ପତି ନେଇଛି । ଏପଟେ ଆକ୍ସନ ମୋଡରେ…

ଜବତକାରୀ ସଂସ୍ଥାମାନଙ୍କ ଦ୍ୱାରା ବିଭିନ୍ନ ସ୍ଥାନରେ ରେଡ୍; ମାଦକ ଦ୍ରବ୍ୟ, ମଦ ଓ ଟଙ୍କା ସହ ଅନ୍ୟାନ୍ୟ ମୂଲ୍ୟବାନ…

ଭୁବନେଶ୍ୱର: ଆଗାମୀ ଦିନରେ ରାଜ୍ୟରେ ଏକକାଳୀନ ଲୋକସଭା ଓ ବିଧନାସଭା ନିର୍ବାଚନ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ସାରା ରାଜ୍ୟରେ ବିଭିନ୍ନ ବିଭାଗର ଜବତକାରୀ ସଂସ୍ଥାମାନଙ୍କ ଦ୍ୱାରା ଜାନୁଆରୀ ପହିଲା ରୁ ରାଜ୍ୟର ବିଭିନ୍ନ ସ୍ଥାନରେ କଡ଼ାକଡ଼ି ଭାବେ…

ବଢିଲା ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା, ୨୫ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର: ସର୍ଭିସ ପ୍ରୋଭାଇଡର ଏଜେନ୍ସି ଦ୍ଵାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି…

‘ଭାରତୀୟ କୃଷକ ଏବେ ସାରା ବିଶ୍ୱକୁ ଖାଦ୍ୟ ଯୋଗାଇବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି’

ଭୁବନେଶ୍ୱର: ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରରେ 'ଅନନ୍ୟା' ଓ ଓୟୁଏଟିର ମିଳିତ ସହଭାଗୀତାରେ 'ଜଳବାୟୁ ଉପଯୋଗୀ କୃଷି' ଉପରେ ଏକ ଜାତୀୟସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟର ଡ଼ଃ ଏମ୍.ଏସ୍. ସ୍ୱାମୀନାଥନ କକ୍ଷରେ ଏହି କର୍ମଶାଳା ଅନୁଷ୍ଠିତ ହୋଇଛି ।…

ନିଜ ସ୍ବାର୍ଥ ପାଇଁ ବିଜେପି ସହ ମେଣ୍ଟ କରୁଛି ବିଜେଡି : ଶରତ ପଟ୍ଟନାୟକ

ଭୁବନେଶ୍ବର:- ସବୁଠି ରାଜନୀତି ଚର୍ଚ୍ଚା । ଏକାଠି ହେବେ ବିଜେଡି-ବିଜେପି । ଗତକାଲି ଠାରୁ ଏପର୍ଯ୍ୟନ୍ତ ଚାଲିଛି ଗୁରୁର୍ତ୍ବପୂ୍ର୍ଣ୍ଣ ବୈଠକ । ଗତକାଲି ନବୀନ ନିବାସରେ ତୁଙ୍ଗନେତାଙ୍କୁ ନେଇ ଦୁଇ ଦୁଇ ଥର ବୈଠକ ବସିଥିଲା । ସେହିପରି ଗତକାଲି ଦିଲ୍ଲୀରେ ମଧ୍ୟ ଅପରାହ୍ଣର ୫ଟାରେ ବସିଥିଲା…

୪ ଦିନ ପରେ ବଢ଼ିବ ତାତି, ଉପରମୁହାଁ ହେବ ପାରଦ

ଭୁବନେଶ୍ବର:-  ଆଗାମୀ ୪ ଦିନ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ନାହିଁ । ହେଲେ ୪ ଦିନ ପରେ ୩ରୁ ୪ ଡିଗ୍ରୀ ବଢ଼ିବ ତାପମାତ୍ରା । ଉପରମୁହାଁ ହେବ ପାରଦ । ସଝିବ ଓଡ଼ିଶା,ବଢ଼ିବ ଖରା । ଘରୁ ବାହାରିବା ଅସମ୍ଭବ ହୋଇପଡ଼ିବ, ଖରା ପ୍ରକୋପରେ ଡହଳବିକଳ ହୋଇପଡ଼ିବେ ଲୋକମାନେ । ଏଭଳି କିଛି…

ଅର୍ଥତତ୍ତ୍ଵ ଚିଟଫଣ୍ଡ ମାମଲରେ ପୁଣି ଇଡି ରେଡ୍, ଭୁବନେଶ୍ଵରର ୩ଟି ସ୍ଥାନରେ ଚଢାଉ

ଭୁବନେଶ୍ଵର; ଅର୍ଥତତ୍ତ୍ଵ ଚିଟ ଫଣ୍ଡ ମାମଲା। ଆକ୍ସନ ମୋଡରେ ଇଡି । ଭୁବନେଶ୍ଵରର ୩ଟି ସ୍ଥାନ ସହ ରାଜ୍ୟର ମୋଟ ୫ଟି ସ୍ଥାନରେ ଚଢାଉ କରିଛି ଇଡି । ଭୁବନେଶ୍ଵରର ଏକ ଖବରକାଗଜ ମାଲିକଙ୍କ କାର୍ଯ୍ୟାଳୟ ସମେତ ବାସଭନରେ ଚଢାଉ କରିଛି ଇଡି । ସୂଚନା ଅନୁସାରେ, କିଛି ଦିନର ବ୍ୟବଧାନ ପରେ ପୁଣି…

ଦଳ ସପକ୍ଷରେ ଯାହା ନିଷ୍ପତି ହେବ ମାନିବୁ: କେଭି ସିଂହଦେଓ

ଭୁବନେଶ୍ବର: ଗତକାଲି ଠାରୁ ରାଜ୍ୟ ରାଜନୀତି ସରଗରମ ହେବାରେ ଲାଗିଛି । ବିଜେଡି ବିଜେପି ମହାମେଣ୍ଟ ନେଇ ଚର୍ଚ୍ଚା ହେଉଥିବା ବେଳେ ରାଜ୍ୟ ରାଜନୀତି ବେଶ ଉଷ୍ମ ହେବାରେ ଲାଗିଛି । ଗତକାଲି ଦୁଇ ଦଳର ଘନ ଘନ ବୈଠକ । ରାଜ୍ୟ ରାଜଧାନୀରୁ ଦିଲ୍ଲୀ ପର୍ଯ୍ୟନ୍ତ ମହାମେଣ୍ଟକୁ ନେଇ ଚାଲିଛି…

ବିଜେଡିରେ ମିଶିଲେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର

ଭୁବନେଶ୍ଵର; ଯେତିକି ଭାଙ୍ଗୁଛି ସେତିକି ଯୋଡୁଛି । ଦିନକୁ ଦିନ ଯେତିକି ବିଜେଡି ନେତା ଦଳ ଛାଡୁଛନ୍ତି ସେତିକି ଦଳରେ ମିଶୁଛନ୍ତି ମଧ୍ୟ । ଏହାରି ଭିତରେ ଆଜି ବିଜେଡିରେ ମିଶିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର । ଶତାଧିକ ସମର୍ଥକଙ୍କ ସହ ନବୀନ ନିବାସକୁ…