Latest Odisha News

BREAKING NEWS

Browsing Category

ସହର

City

ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ୱାସନ ମଧ୍ୟରେ ସ୍ୱାକ୍ଷର ହେଲା ମିଳିତ ରାଜିନାମା

ଭୁବନେଶ୍ୱର: ଆଜି ମହିଳା ଶିଶୁ ବିକାଶ ବିଭାଗ ଓ ୱାଟରସେଡ୍‌ ସପୋର୍ଟ ସର୍ଭିସେସ୍‌ ଆଣ୍ଡ୍‌ ଆକଫିଭିଟିଜ୍‌ ନେଟୱାର୍କ (ୱାସନ) ମଧ୍ୟରେ ଏକ ରାଜିନାମା ସ୍ୱାକ୍ଷରିତ ହେଇଛି । ମହିଳା ଶିଶୁ ବିକାଶ ବିଭାଗ, ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଓ ମହିଳା ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ…

‘ନୂଆ-ଓ’ ଆଳରେ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତକୁ ଅନ୍ଧକାର କରିବାର ସରକାରୀ ଧମକ ଦିଆଯାଉଛି: ଅନିଲ ବିଶ୍ୱାଳ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଏ ଅଧିକାର କିଏ ଦେଲା ଯେ, ସରକାର ନିଜର ପ୍ରଚାର ପ୍ରସାର ପାଇଁ ସମଗ୍ର ଓଡିଶାର କଲେଜର ପାଠପଢା ଓ ପରୀକ୍ଷାକୁ ବନ୍ଦ କରିବା ପାଇଁ ନିଷ୍ପତି ନେଇପାରିବେ? ଓଡିଶାର ଶିକ୍ଷିତ ଯୁବଗୋଷ୍ଠୀଙ୍କ ବିରୁଦ୍ଧରେ ରାଜ୍ୟ ସରକାର ଏକ ସୁଚିନ୍ତିତ ଷଡଯନ୍ତ୍ର ରଚିଛନ୍ତି । ଗୋଟିଏ…

ଲାଞ୍ଚ ନେଉଥିଲେ କେନ୍ଦ୍ରୀୟ ଜିଏସ୍‌ଟି ଅଧିକାରୀ, ମାଡି ବସିଲା ସିବିଆଇ

ରାଉରକେଲା: ଲାଞ୍ଚ ନେଉଥିବାବେଳେ ସିବିଆଇ ହାତରେ ଧରାପଡିଲେ ଜିଏସଟି ଅଧିକାରୀ । ଜଣେ ଠିକାଦାର ଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ କେନ୍ଦ୍ରୀୟ ଜିଏସଟି ବରିଷ୍ଠ ଅଧିକାରୀ ଅମର କାନ୍ତ କୁମାର । ସିଭିଲ ଟାଉନ କାର୍ଯ୍ୟାଳୟରେ ଜିଏସଟି ସୁପରିଟେଣ୍ଡେଣ୍ଟଙ୍କୁ ଜେରା କରୁଛି ସିବିଆଇ ।…

୩ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ବିଜେପି ରାଜ୍ୟ ସଭାପତି ମନମୋହନଙ୍କ ସୂଚନା

ଭୁବନେଶ୍ଵର: ଆସନ୍ତା ଫେବୃଆରି ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ଆଇଆଇଏମ୍‌ ସମ୍ବଲପୁର ସମାବର୍ତ୍ତନ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବେ । ଏତଦବ୍ୟତୀତ ଏକ ସାଧାରଣ ସଭାରେ ଯୋଗଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।…

ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା: ମେ’ ୬ରୁ ଓଜେଇଇ ପରୀକ୍ଷା, ମୋଟ ୩୩ କେନ୍ଦ୍ରରେ ହେବ ପରୀକ୍ଷା

ଭୁବନେଶ୍ୱର: ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ମେ' ୬ ତାରିଖରୁ ୧୦ ତାରିଖ ଯାଏଁ ହେବ ପରୀକ୍ଷା । ରାଜ୍ୟ ମଧ୍ୟରେ ୩୦ ଓ ରାଜ୍ୟ ବାହାରେ ୩ ଟି କେନ୍ଦ୍ରରେ ହେବ ପରୀକ୍ଷା । ଓଜେଇଇ ପରୀକ୍ଷା ପାଇଁ ଆଜିଠାରୁ ରେଜିଷ୍ଟ୍ରେସନ ଆରମ୍ଭ ହୋଇଥିବା ବେଳେ…

ସାଧାରଣ ନିର୍ବାଚନ ପାଇଁ ନୂଆ ବ୍ୟବସ୍ଥା: ଯେଉଁଠି ଡ୍ୟୁଟି ସେଇଠି ଭୋଟ୍ ଦେବେ ପୋଲିଂ କର୍ମଚାରୀ

ଭୁବନେଶ୍ବର: ପାଖେଇ ଆସିଲାଣି ସାଧାରଣ ନିର୍ବାଚନ । ଏଥର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନୂଆ ବ୍ୟବସ୍ଥା କରାଯାଇଛି । ପୁଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ଭୋଟ୍ ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ…

ଆଜିଠୁ ଭୁବନେଶ୍ୱର ଏମ୍ସରେ ଆରମ୍ଭ ଆନୁଷ୍ଠାନିକ ଭାବେ ଆରମ୍ଭ ହେବ ଡ୍ରୋନ୍ ସ୍ୱାସ୍ଥ୍ୟସେବା

ଭୁବନେଶ୍ବର: ଆଜିଠୁ ଭୁବନେଶ୍ୱର ଏମ୍ସରେ ଆରମ୍ଭ ହେବ ଡ୍ରୋନ୍ ଯୋଗେ ସ୍ୱାସ୍ଥ୍ୟସେବା । ରୋଗୀଙ୍କ ପାଖରେ ପହଞ୍ଚିବ ମେଡିକାଲ ସୁବିଧା । ଗତ ମଙ୍ଗଳବାର ଏମ୍ସ ଠାରୁ ପ୍ରାୟ ୮୦ କିଲୋମିଟର ଦୂର ଟାଙ୍ଗୀ ଆଉଟରିଚ୍ ସେଣ୍ଟରକୁ ମାତ୍ର ୩୭ ମିନିଟ୍ ରେ ବ୍ଲଡ ସାମ୍ପଲ ପହଞ୍ଚାଇ ସଫଳତାର ସହ ଏହାର ଟ୍ରାଏଲ…

ରାଜଧାନୀରେ ବିଜେପି-ବିଜେଡି ବାହାଘର, ଲୋକଦେଖାଣିଆ କହିଲେ ଭୂପିନ୍ଦର

ଭୁବନେଶ୍ୱର: ରାଜନୀତିରେ ବାହାଘର। ଇଏ କୌଣସି ବର କନ୍ୟା ନୁହନ୍ତି ଯାହାଙ୍କର ବିବାହ ହୋଇଛି ବରଂ ବିଜେଡି ସହ ବିଜେପିର ବାହାଘର ହୋଇଛି ହାତ। ଆଉ ଏ ବାହାଘର କରାଇଛି କଂଗ୍ରେସ । ରାଜଧାନୀ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଏହି ବାହାଘର ହୋଇଛି । ହିନ୍ଦୁ ପରମ୍ପରା ଅନୁଯାୟୀ ଯେଉଁଭଳି ବିବାହ ହୁଏ…

ସାଧାରଣତନ୍ତ୍ର ଦିବସରେ ଦୁଇ ଓଡିଆଙ୍କୁ ମିଳିବ ରାଷ୍ଟ୍ରପତି ପୁରଷ୍କାର

ଭୁବନେଶ୍ଵର: ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଠତା ଏବଂ ସାହସିକତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଛି । ଗତକାଲି ୭୫ତମ ସାଧାରଣତନ୍ତ୍ର ଦିବସରେ ସେମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ପୋଲିସ, ଅଗ୍ନିଶମ,…

ସମଲେଇ ପ୍ରକଳ୍ପ ଲୋକାର୍ପଣ: ୨୭ରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର: ଆସନ୍ତା ୨୭ତାରିଖରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସେଦିନ ଚତୁର୍ଥ ଶନିବାର ଥିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ଥିବା ବେଳେ ସମସ୍ତ ଶିକ୍ଷାନୁଷ୍ଠାକୁ ବନ୍ଦ ଘୋଷାଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀ…