Latest Odisha News

BREAKING NEWS

Browsing Category

ସହର

City

ଆପ୍ ର ମିଶ୍ରଣ ପର୍ବ: କଂଗ୍ରେସ ଛାଡି ଦଳରେ ଯୋଗଦେଲେ ବିଶିଷ୍ଟ ସମାଜସେବୀ ଡ. ଅରୁନ ନାୟକଙ୍କ ସହ ବହୁ ନେତା ଓ କର୍ମୀ

ଭୁବନେଶ୍ବର: କଂଗ୍ରେସ ଛାଡି ଆମ୍ ଆଦମୀ ପାର୍ଟିରେ ଯୋଗ ଦେଲେ ବିଶିଷ୍ଟ ସମାଜସେବୀ ଡ. ଅରୁନ କୁମାର ନାୟକଙ୍କ ସହ ବହୁ ନେତା ଓ କର୍ମୀ । ଆଜି ରାଜ୍ୟ ସଭାପତି ନିଶାକାନ୍ତ ମହାପାତ୍ର, ଖୋର୍ଦ୍ଧା ଜିଲ୍ଲା ସଭାପତି ସୁବାଶିଷ ସ୍ବାଇଁ, କଟକ ଜିଲ୍ଲା ସଭାପତି ଦୁର୍ଗାଦାସ, ଭୁବନେଶ୍ବର ସଭାପତି…

ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀଙ୍କ ପାଇଁ ଗ୍ରାମୀଣ-ସହରାଞ୍ଚଳ ମଧ୍ୟରେ ଶିକ୍ଷାଗତ ବିଭାଜିକାକୁ ଦୂର କରିଛି…

ଭୁବନେଶ୍ବର: ଆଦିବାସୀ ଛାତ୍ରଛାତ୍ରୀଙ୍କ ବୃତ୍ତିଗତ ବିକାଶ ଏବଂ ବିଶ୍ୱର ଆହ୍ୱାନର ମୁକାବିଲା କରିବା ପାଇଁ ମାଗଣା ଇଂରାଜୀ ମାଧ୍ୟମରେ ଶିକ୍ଷା ନିଶ୍ଚିତ କରିବା ପାଇଁ ହଷ୍ଟେଲ ସୁବିଧା ସହ ଶୈକ୍ଷିକ ଗୁଣାତ୍ମକ ମାନ ଯୋଡିଛି ସହରାଞ୍ଚଳ ଶିକ୍ଷା କାର୍ଯ୍ୟକ୍ରମ - "ଅନ୍ୱେଷା"।  ଅନନ୍ୟ ପୃଷ୍ଠଭୂମିରେ…

ସୁରଙ୍କ ଗଡରେ ମହାସମର

ଭୁବନେଶ୍ବର : ସୁରଙ୍କ ଗଡରେ ନୂଆ ସମୀକରଣ। କାହା ହାତକୁ ଯିବ ଜଟଣୀ ବିଧାନସଭା? ଅଭିଜ୍ଞଙ୍କୁ ଭରସା ନା ନୂଆ ମୁହଁକୁ ସୁଯୋଗ ? ବିଜେଡିରୁ ବିଭୂତି ବଳବନ୍ତରାୟ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ବିଶ୍ବରଞ୍ଜନ ବଡଜେନା ଓ କଂଗ୍ରେସରୁ ସନ୍ତୋଷ ଜେନାଙ୍କୁ ଟିକେଟ ମିଳିଛି। ଭେଟେରାନ ସୁରଙ୍କ ପୁଅ…

ବଲାଙ୍ଗୀର ଲଢେଇ : ବାପାଙ୍କ ଜାଗାରେ ପୁଅ

ଭୁବନେଶ୍ବର: କିଏ ମାରିବ ବଲାଙ୍ଗୀର ବାଜି ? ବାପାଙ୍କ ସିଟରେ ପୁଅଙ୍କ ବଡ ଲଢେଇ। ଲୋକସଭା ଲଢେଇ ପରେ ଏବେ ବିଧାନସଭାରେ ଆରପାର୍ । ବଲାଙ୍ଗୀର ବିଧାନସଭାରେ ପ୍ରାର୍ଥୀ ଘୋଷଣା ପରେ ବଢିଛି ତାତି । ବିଜେଡିରୁ କଳିକେଶ ନାରାୟଣ ସିଂହଦେଓ ପ୍ରାର୍ଥୀ ହୋଇଛନ୍ତି ତ କଂଗ୍ରେସରୁ ସମରେନ୍ଦ୍ର ମିଶ୍ର ଓ…

କାହାକୁ ନେତା ବାଛିବ ନୂଆପଡା ?

ଭୁବନେଶ୍ବର: ନୂଆପଡା ଦେଖିବ ବଡ ଲଢେଇ । ବସନ୍ତଙ୍କ ବିଦାୟ, ଶରତଙ୍କ ଏଣ୍ଟ୍ରି । ଭେଟେରାନ୍ ବନାମ ଯୁବ ଚେହେରା। ପିସିସି ସଭାପତି ଶରତ ପଟ୍ଟନାୟକ କଂଗ୍ରେସକୁ ଦେବେ କି ବିଜୟ ଉପହାର ? ବସନ୍ତ ପଣ୍ଡାଙ୍କ ଗଡ ଦଖଲ କରିବେ କି ପୁଅ ଅଭିନନ୍ଦନ ? ବିଜେଡିର ଭେଟେରାନ ରାଜେନ୍ଦ୍ର ଢୋଲକିଆ ପୁଣି କରିବେ…

ବଢୁଛି ତାତି: ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତ୍ତପ୍ତ

ଭୁବନେଶ୍ଵର: ପୁଣି ରାଜଧାନୀ ଭୁବନେଶ୍ୱରରେ ୪୩ଡିଗ୍ରୀ ଟପିଲା ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୩.୨ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଦିନ ୨ଟା ୩୦ ସୁଦ୍ଧା ୪୩.୨ ଡିଗ୍ରୀ ତାପମାତ୍ରା ସହ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ସେହିପରି…

ଓଃ କି ଗରମ: ଦିନ ସାଢେ ୧୧ ଟା ସୁଦ୍ଧା ୪୧ ଡିଗ୍ରୀ ପାର୍

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ସାଙ୍ଗକୁ ଗୁଳୁଗୁଳି ରେ ଆଉଟୁ ପାଉଟୁ ହେଉଛି ସାରା ରାଜ୍ୟ । ଆଜି ବି ଜାରି ରହିଛି ତାତି । ଆଜି ଦିନ ସାଢେ ୧୧ଟା ସୁଦ୍ଧା ଅସହ୍ୟ ହେଲାଣି ଖରାର ପ୍ରକୋପ । ଆଜି ଦିନ ସାଢେ ୧୧ଟା ସୁଦ୍ଧା ବାଲେଶ୍ଵର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିବା…

ରାଜ୍ୟ ସରକାରଙ୍କ ବିରୋଧରେ ଲୋକାର୍ପିତ ହେଲା ବିଜେପିର ଚାର୍ଜସିଟ୍

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବିରୋଧରେ ବିଜେପିର ଚାର୍ଜସିଟ୍ ଲୋକାର୍ପିତ । ଚାର୍ଜସିଟ୍‌ ଲୋକାର୍ପିତ କଲେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ ।  କେତେଦିନ ସହିବା, ପରିବର୍ତ୍ତନ ଆଣିବା' ନାଁରେ ତିଆରି ହୋଇଛି ଚାର୍ଜସିଟ୍ । ଓଡିଶା ଅସ୍ମିତା ପାଇଁ ଲଢେଇ ଡାକରା ଦେଇଥିବା ବିଜେପି ୨୫ ବର୍ଷ…

ନବୀନଙ୍କ ନାରୀଶକ୍ତି: କଥାରେ ନା କାମରେ ?

ଭୁବନେଶ୍ବର: ମାଆଙ୍କୁ ସମ୍ମାନର ନାରା ଦେଉଥିବା ବିଜେଡି ମହିଳାଙ୍କୁ ଟିକେଟ୍ ଦେବାରେ ଆଗରେ । ଲୋକସଭା ହେଉ କି ବିଧାନସଭା, ମଇଦାନକୁ ଅଧିକ ସଂଖ୍ୟାରେ ମହିଳା ଯୋଦ୍ଧା ଓହ୍ଲାଇଛି ବିଜେଡି । ମହିଳା ଭୋଟ୍ ହାତେଇବା ସହ ମହିଳା ସଶକ୍ତିକରଣର ନାରା ଦେଉଛି ଦଳ । ଲୋକସଭାରେ ୩୩ପ୍ରତିଶତ ସଂରକ୍ଷଣର…

୪ ନେତାଙ୍କୁ ନୂଆ ଦାୟିତ୍ବ ଦେଲା ବିଜୁ ଜନତା ଦଳ; ଅମର ଶତପଥୀ ହେଲେ ବରିଷ୍ଠ ଉପ-ସଭାପତି

ଭୁବନେଶ୍ବର: ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ପ୍ରଦାନ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦେଇଥିବାବେଳେ, ଶ୍ରୀମୟୀ ମିଶ୍ର ଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯକାରୀ ସଭାପତି ଭାବେ ନିଯୁକ୍ତ କରିଛନ୍ତି ନବୀନ ।…