Latest Odisha News

BREAKING NEWS

Browsing Category

ସହର

City

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଭୁବନେଶ୍ଵର: ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ଘଟଣା । ଆଖିବୁଜିଲେ ଜଣେ ଆହତ । ୪ଜଣ ଆହତଙ୍କ ମଧ୍ୟରୁ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆହତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନି। ଏନେଇ ସୂଚନା ଦେଇଛନ୍ତି ଜୋନ୍‌-୨ ଏସିପି ଗୌତମ କିଶାନ । ସୂଚନା…

ଓଡ଼ିଶା ମଧ୍ୟ ଦେଇ ଗଡ଼ିଲା ଅମୃତ ଭାରତ ଏକ୍ସପ୍ରେସ୍, ପଶ୍ଚିମବଙ୍ଗ ମାଲଦାରୁ ବେଙ୍ଗାଲୁରୁ ଯାଏ ଗଡ଼ିବ ଟ୍ରେନ

ଭୁବନେଶ୍ଵର: ଓଡ଼ିଶାରେ ପହଞ୍ଚିଲା ଅମୃତ ଭାରତ ଏକ୍ସପ୍ରେସ୍‌। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କରିବା ପରେ ଆଜି ଓଡ଼ିଶା ମଧ୍ୟ ଦେଇ ଗଡ଼ିଛି ଅମୃତ ଭାରତ ଏକ୍ସପ୍ରେସ୍‌ । ପ୍ରଧାନମନ୍ତ୍ରୀ ଗତକାଲି ୨ଟି ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ।…

ରାଜ୍ୟରେ କମିବ ଶୀତର ପରିମାଣ, ନୂଆବର୍ଷର ପ୍ରଥମ ସପ୍ତାହରେ ବର୍ଷା ସମ୍ଭାବନା

ଭୁବନେଶ୍ଵର: ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ବର୍ଷା ସମ୍ଭାବନା । ଜାନୁଆରୀ ପ୍ରଥମ ସପ୍ତାହର ଶେଷ ଆଡ଼କୁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ୪ ଓ ୫ ତାରିଖରେ ବର୍ଷା…

ଓଡିଶା ଆସୁଛନ୍ତି ଆରଏସ୍ଏସ୍ ର ପରମ ପୂଜନୀୟ ସରସଂଘଚାଳକ ଡା.ମୋହନରାଓ ଭାଗବତ

ଭୁବନେଶ୍ବର: ଓଡିଶା ଆସୁଛନ୍ତି ଆରଏସ୍ଏସ୍ ର ପରମ ପୂଜନୀୟ ସରସଂଘଚାଳକ ଡା.ମୋହନରାଓ ଭାଗବତ । ଆସନ୍ତା ୨୦୨୪ ଜାନୁଆରୀ ୧ ରୁ ୫ରାତିଖ ପର୍ଯ୍ୟନ୍ତ ରାଉରକେଲା ଅଗ୍ରେସନ ଭବନରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଏକ ଚିନ୍ତନ ବୈଠକରେ ଯୋଗ ଦେବେ ଡା.ମୋହନରାଓ ଭାଗବତ ।…

ବଢୁଛି କୋରୋନା, ସତର୍କ ରହିବାକୁ ସ୍ଵାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ଵର: ଦେଶରେ ଲଗାତାର ଭାବେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ମଧ୍ଯ ଧୀରେ ଧୀରେ ଉପରମୁହାଁ ହେଉଛି ସଂକ୍ରମିତଙ୍କ ଗ୍ରାଫ । ଏହାକୁ ନେଇ ଟେଷ୍ଟିଂ, ସର୍ଭେଲାନ୍ସ ସହ ମେଡିକାଲରେ ଚିକିତ୍ସା ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଜାରି କରିଛି ରାଜ୍ୟ ସ୍ବାସ୍ଥ୍ୟ…

ପଦ୍ମପୁରର ପ୍ରଥମ ଅତିରିକ୍ତ ଜିଲ୍ଲାପାଳ ହେଲେ ଚଭନ କୁନାଲ ମୋତିରାମ

ଭୁବନେଶ୍ବର: ପଦ୍ମପୁର ପାଇଁ ଏକ ନୂତନ ଅତିରିକ୍ତ ଜିଲ୍ଲାପାଳ (ADM) ପଦବୀ ସୃଷ୍ଟି କୁ ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ପଦ୍ମପୁର ର ପ୍ରଥମ ଅତିରିକ୍ତ ଜିଲ୍ଲାପାଳ ହୋଇଛନ୍ତି ୨୦୨୦ ବ୍ୟାଚ୍‌ ର IAS ଅଫିସର ଚଭନ କୁନାଲ ମୋତିରାମ । ତେବେ ଏଡିଏମଙ୍କ…

ମାଲଦା-ବେଙ୍ଗାଲୁରୁ ଅମୃତ ଭାରତ ଏକ୍ସପ୍ରେସ: ଆସନ୍ତାକାଲି ଭିଡିଓ କନଫରେନ୍ସିଂ ଦ୍ବାରା ଶୁଭାରମ୍ଭ କରିବେ…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଡିସେମ୍ବର 30 ରେ ଅଯୋଧ୍ୟା ଧାମ ରେଳ ଷ୍ଟେସନରୁ ଭିଡିଓ କନଫରେନ୍ସିଂ ଜରିଆରେ ମାଲଦା ଟାଉନ-ବେଙ୍ଗାଲୁରୁ ଅମୃତ ଭାରତ ଏକ୍ସପ୍ରେସ ସମେତ ଛଅଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଏବଂ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ ଟ୍ରେନକୁ ସବୁଜ…

ଲକ୍ଷ୍ମୀ ମାଝୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଯାଉ: ବିଜେପି

ଭୁବନେଶ୍ୱର: ଓଡ଼ିଶାରେ ମହିଳା ଅସୁରକ୍ଷିତ । ଓଡ଼ିଶାରେ ମା’ମାନେ ଯଦି ସୁରକ୍ଷିତ ନାହାନ୍ତି, ତାହାଲେ ସରକାରଙ୍କ ମାଙ୍କୁ ‘ସମ୍ମାନ’ ସ୍ଲୋଗାନ ଏକ ଧୂଆଁବାଣ । ଭାରତୀୟ ଜନତା ପାର୍ଟି ସର୍ବଦା ମହିଳାଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ମଧ୍ୟ ରାଜ୍ୟ ସରକାର ନୀରବ କାହିଁକି?…

ଅସୁରକ୍ଷିତ ରାଜଧାନୀ: ଓଲା ଡ୍ରାଇଭରଙ୍କୁ ଅପହରଣ, ମୁଣ୍ଡଜାମିନ ରଖି ୧୦ଲକ୍ଷ ଟଙ୍କା ଦାବି

ଭୁବନେଶ୍ଵର: ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି ରାଜଧାନୀ । ବିଗିଡିବାରେ ଲାଗୁଛି ଆଇନଶୃଙ୍ଖଳା ପରିସ୍ଥିତି । ଲୋକାରଣ୍ୟ ରାଜଧାନୀରେ ଫିଲ୍ମ ଷ୍ଟାଇଲରେ ଓଲା’ ଡ୍ରାଇଭରକୁ ଅପହରଣ । ଅପହରଣ ପରେ ୧୦ ଲକ୍ଷ ଟଙ୍କା ମୁଣ୍ଡଜାମିନ ଦାବୀ କରିଛନ୍ତି ଅପହରଣକାରୀ । ଭିଡିଓ କଲ୍ ମାଧ୍ୟମରେ ସ୍ୱାମୀଙ୍କୁ…

‘BSKY ନବୀନ କାର୍ଡ’ ଶୁଭାରମ୍ଭ : ଉପକୃତ ହେବେ ୯୦ ପ୍ରତିଶତ ଲୋକ

ଭୁବନେଶ୍ବର : ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା –ନବୀନ କାର୍ଡର ଶୁଭାରମ୍ଭ   କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟର ପ୍ରାୟ ୯୦ ପ୍ରତିଶତ ଲୋକ ଉପକୃତ ହେବେ । ପଇସା  ଅଭାବରୁ  ମୋ  ରାଜ୍ୟର  କେହି  କେବେ  ଉତ୍ତମ  ଚିକିତ୍ସା ରୁ…