Latest Odisha News

BREAKING NEWS

Browsing Category

ସହର

City

ବିଜେଡି @ ୨୭: ରାଜ୍ୟବ୍ୟାପୀ ଗଣଦୌଡ, ରକ୍ତଦାନ, ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ବର : ୨୭ ବର୍ଷରେ ପାଦ ଥାପିଲା ବିଜେଡି  । ଆଜି ଦଳ ତାର ୨୭ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଏଥିଲାଗି ପୁରା ସଜେଇ ହୋଇଛି ଶଙ୍ଖ ଭବନ  । ସବୁ ପ୍ରସ୍ତୁତି ପ୍ରାୟ ସରିଛି  । ପ୍ରତି ନିର୍ବାଚନମଣ୍ଡଳୀ ସହ ଶଙ୍ଖ ଭବନରେ ମଧ୍ୟ ପାଳନ ହେବ ବିଜେଡି ପ୍ରତିଷ୍ଠା ଦିବସ। ୧୯୯୭ ଡିସେମ୍ବର…

ଆସନ୍ତାକାଲି ୨୭ ବର୍ଷରେ ପଦାର୍ପଣ କରିବ ବିଜେଡି, ସେବା ଓ ବିକାଶକୁ ଅଧିକ ତ୍ୱରାନ୍ୱିତ କରିବାକୁ ଶପଥ ନେବ ଦଳ

ଭୁବନେଶ୍ବର: ଆସନ୍ତାକାଲି ୨୭ ବର୍ଷରେ ପଦାର୍ପଣ କରିବ ବିଜୁ ଜନତା ଦଳ । ବିଜେଡି ତାର ୨୭ ତମ ପ୍ରତିଷ୍ଠା ଦିବସକୁ ରାଜ୍ୟବ୍ୟାପି ପାଳନ କରିବାକୁ ବଡ଼ ଯୋଜନା କରିଛି । ଏହି ଅବସରରେ ଗଣଦୌଡ଼, ସାଧାରଣ ସଭା ସହ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏହା ସହିତ କଟକ ଆନନ୍ଦ…

ମହିଳାଙ୍କୁ ସମ୍ମାନ ଦେବା ଶିଖି ନାହିଁ ବିଜେଡି: ବିଜେପି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାରତୀୟ ଜନତା ପାର୍ଟିର ଲୋକପ୍ରିୟତାରେ ଅସହିଷ୍ଣୁ ଓ ଭୟଭୀତ ହୋଇପଡିଛି ଶାସକ ବିଜେଡି । ବିଜେପି ଲୋକପ୍ରତିନିଧିମାନଙ୍କୁ ଅଯଥାରେ ବିରୋଧ କରିବା ସହ ରାଜ୍ୟରେ ଅଶାନ୍ତିର ବାତାବରଣ ସୃଷ୍ଟି କରୁଛି ବିଜେଡି । ଭୁବନେଶ୍ୱର ସାଂସଦ ଅପରାଜିତା…

ରାଜଧାନୀରେ ୨ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ଘଟଣାରେ ୮ ଗିରଫ, ଅନ୍ୟମାନଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର: ଗତକାଲି (ରବିବାର) ଏୟାରପୋର୍ଟ ଛକ ନିକଟରେ ଧାରୁଆ ଅସ୍ତ୍ରରେ ଦୁଇ ଜଣ ଯୁବକଙ୍କୁ ଆକ୍ରମଣ ଘଟଣା । ଏଥିରେ ୮ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ । ବର୍ତ୍ତମାନ ୮ ଅଭିଯୁକ୍ତଙ୍କୁ ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିରୁ ଗିରଫ କରାଯାଇଥିବା ବେଳେ, ଏଥିରେ ସମ୍ପୃକ୍ତ…

ମାନସ ସାହୁ ଙ୍କ ସ୍ୟାଣ୍ଡ୍ ଆନିମେସନ ଯାଦୁରେ ମନ୍ତ୍ର ମୁଗ୍ଧ ହେଲେ ଦର୍ଶକ

ନୂଆଦିଲ୍ଲୀ/ଭୁବନେଶ୍ବର: ଦିଲ୍ଲୀ ର ପ୍ରସିଦ୍ଧ ଭାରତ ମଣ୍ଡପମ ରେ ୨୦ ମିନିଟ୍ ରେ ମୁଠାଏ ବାଲିର ଯାଦୁ ଦେଖାଇଲେ ସ୍ୟାଣ୍ଡ ଆନିମେଟର ମାନସ କୁମାର ସାହୁ । ତାଙ୍କର ଏହି କଳା ଯାଦୁଗରୀ କୁ ଦେଖିଥିଲେ ଶହ ଶହ ଦର୍ଶକ । ଗଭରମେଣ୍ଟ ଅଫ ଇଣ୍ଡିଆ, ଦିଲ୍ଲୀ ଗଭରମେଣ୍ଟ, ଗେଲ (GAIL), ବିପିସିଏଲ (BPCL),…

ବାହାରୁ ଆସୁଥିବା ଧାନ ବେପାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ଚିନ୍ତା ବଢାଇଲେ ବାହାର ବେପାରୀ । ବାହାରୁ ଆସୁଥିବା ଧାନ ବେପାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ରହିଛି । ବେପାରୀ ଏବଂ ଦଲାଲଙ୍କ ଉପରେ ଦୃଷ୍ଟି ଦେବାକୁ ସମବାୟ ବିଭାଗ ନିର୍ଦ୍ଦେଶ ଦେଇଛି । ଚେକ ପଏଣ୍ଟ ଗୁଡିକରେ ଚେକିଂ କୁ କଡାକଡି କରିବାକୁ ପରାମର୍ଶ ରହିଛି ।…

ବ୍ୟାପକ ସୁରକ୍ଷା ବଳୟ ମଧ୍ୟରେ ଖ୍ରୀଷ୍ଟମାସ ଓ ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ପ୍ରସ୍ତୁତ ଭୁବନେଶ୍ବର

ଭୁବନେଶ୍ୱର: ଖ୍ରୀଷ୍ଟମାସ ଓ ଜିରୋ ନାଇଟ୍ ସେଲିବ୍ରେସନକୁ ଦୃଷ୍ଟିରେ ରଖି ଭୁବନେଶ୍ୱର କମିଶନରେଟ୍ ପୁଲିସ ପକ୍ଷରୁ ସହରବାସୀଙ୍କ ସୁରକ୍ଷା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇ…

ଢେଙ୍କାନାଳ-ଅନୁଗୋଳ ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ ରାଜ୍ୟପାଳଙ୍କ ଚିଠିର ଉତ୍ତର କେବେ ଦେବେ ମୁଖ୍ୟମନ୍ତ୍ରୀ?: ବିଜେପି

ଭୁବନେଶ୍ୱର: ରାଜ୍ୟ ସରକାର ଧର୍ମକୁ ଆଖିଠାର ଭଳି ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ସମେତ ଓଡ଼ିଶାର ବିକାଶକୁ ଅଣଦେଖା କରୁଛନ୍ତି । ଖଣି ସମୃଦ୍ଧ ଅଞ୍ଚଳ ଅନୁଗୋଳରୁ ୬୦ ହଜାର କୋଟି ଟଙ୍କା ରାଜସ୍ୱ ଆଦାୟ କରୁଥିଲେ ମଧ୍ୟ ରାଜ୍ୟ ସରକାର ଅନୁଗୋଳକୁ କ'ଣ ଦେଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ରାଜ୍ୟ…

୧୦ ଡିଗ୍ରୀ ତଳେ ୮ ସହର : ୬.୬ ଡିଗ୍ରୀ ସହ କୋରାପୁଟ ସବୁଠୁ ଥଣ୍ଡା ସହର

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ରାତିର ତାପମାତ୍ରା ରେ ସାମାନ୍ୟ ବୃଦ୍ଧି ଘଟିଛି । ଆଜି ୧୦ ଡିଗ୍ରୀ ତଳେ ରହିଛି ୮ ସହରର ତାପମାତ୍ରା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୬.୬ ଡିଗ୍ରୀ ସହ କୋରାପୁଟ ସବୁଠୁ ଥଣ୍ଡା ସହର ପାଲଟିଛି ।…

ଆରମ୍ଭ ହେଲା ପଥୋତ୍ସବ : ଦୁଲୁକିଲା ରାଜଧାନୀ ରାଜରାସ୍ତା , ସାମିଲ ହେଲେ ସ୍କୁଲ, କଲେଜ ଛାତ୍ରଛାତ୍ରୀ ଓ କଳାକାର

ଭୁବନେଶ୍ବର : ପୁଣି ଫେରିଲା ପଥୋତ୍ସବ । ଆଜିଠୁ ରାଜଧାନୀର ରାଜରାସ୍ତାରେ ପାଳିତ ହେଉଛି ପଥୋତ୍ସବ । ଏହି କାର୍ଯ୍ୟକ୍ରମ ପାଇଁ ଆଜି ସକାଳୁ ସକାଳୁ ଦୁଲୁକି ଉଠିଛି ରାଜଧାନୀର ରାଜରାସ୍ତା। ଚଳିତ ବର୍ଷ ନୂଆ ଢଙ୍ଗରେ ଏବଂ ନୂଆ ରୂପରେ ପଥ ଉତ୍ସବ ପାଳନ କରାଯାଇଛି  । ମାଷ୍ଟର କ୍ୟାଣ୍ଟିନ ଛକଠାରୁ…