Latest Odisha News

BREAKING NEWS

Browsing Category

ସହର

City

ଓଡିଶାରେ ବଲିଉଡ ଷ୍ଟାର ସୁନୀଲ ଶେଟ୍ଟୀ, ପ୍ରଥମଥର ଲିଙ୍ଗରାଜଙ୍କୁ ଦର୍ଶନ ସହ ଡାଲମାର କଲେ ପ୍ରଶଂସା

ଭୁବନେଶ୍ବର: ବାଲିଅନ୍ତାରେ ଚାଲିଥିବା ତିନିଦିନିଆ ଜୟଦେବ ଗୌରବ ସମ୍ମାନରେ ଯୋଗଦେବାକୁ ଓଡିଶାରେ ପହଞ୍ଚିଛନ୍ତି ବଲିଉଡ ଲୋକପ୍ରିୟ ଅଭିନେତା ସୁନୀଲ ଶେଟ୍ଟୀ । ଏହି ସମୟରେ ସେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଥମେ ‘ଜୟ ଜଗନ୍ନାଥ’ କହି ଓଡିଶାବାସୀଙ୍କୁ ସମ୍ବୋଧନ କରିଥିଲେ । ଏହାପରେ ସେ…

ମୁଖ୍ୟମନ୍ତ୍ରୀ ଡାହାଣି ହୋଇ ଲାଗୁଛନ୍ତି ଓ ଗୁଣିଆ ହୋଇ ଝାଡୁଛନ୍ତି: ବିଜେପି

ଭୁବନେଶ୍ୱର: ସାଧାରଣ ଲୋକକଥା ଅଛି ‘ବ୍ରହ୍ମା ବିଳିବିଳି ହେଲେ ବେଦ’ କିନ୍ତୁ ବିଜୁ ଜନତା ଦଳର ମୁଖିଆ ନବୀନ ବାବୁ ଯାହା ବିଳିବିଳି ହୋଇ କୁହନ୍ତି ତାହା ସିଦ୍ଧ ବୋଲି ବିଜେଡି ବିଶ୍ୱାସ କରେ । ବାସ୍ତବତା ହେଉଛି କୌଣସିଥିରେ ବି ସିଦ୍ଧାନ୍ତରେ ପହଁଚିପାରନ୍ତି ନାହିଁ । ଏଥିପାଇଁ ସାରା ଦେଶରେ…

ସୁଶାସନ ଦିବସରେ ‘ଅଟଳ ସମ୍ମାନ-୨୦୨୩’ରେ ସମ୍ମାନୀତ ହେବେ ବରିଷ୍ଠ ରାଜନେତା ଶ୍ରୀଯୁକ୍ତ କ୍ଷୀରୋଦ ପ୍ରସାଦ ସ୍ୱାଇଁ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୫ ତାରିଖରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ତିଥି । କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଆଦି ଅନେକ କ୍ଷେତ୍ରରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ । ସେଥିଲାଗି…

ଭବାନୀପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ ବିଶାଖାପାଟନମ୍-ରାୟଗଡା-ବିଶାଖାପାଟନମ୍ ପାସେଞ୍ଜର ସ୍ପେଶାଲ

ଭୁବନେଶ୍ଵର: ଭବାନୀପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ ବିଶାଖାପାଟନମ୍-ରାୟଗଡା-ବିଶାଖାପାଟନମ୍ ପାସେଞ୍ଜର ସ୍ପେଶାଲ ଟ୍ରେନ । ୦୮୫୦୪/୦୮୫୦୩ ବିଶାଖାପାଟନମ୍-ରାୟଗଡା-ବିଶାଖାପାଟନମ୍ ପାସେଞ୍ଜର ସ୍ପେଶାଲକୁ ଭବାନୀପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ ରେଳ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କମୁଛି ପାରଦ , ବଢୁଛି ଶୀତ : ୧୦ଡିଗ୍ରୀ ତଳେ ୧୬ ସହର, ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ  ।  ପ୍ରବଳ ଜାଡ଼ରେ ଥରୁଛନ୍ତି ଓଡିଶାବାସୀ  । ଶୀତରୁ ରକ୍ଷା ପାଇବା ପାଇଁ କିଏ  ଚା ଖଟିରେ ଭିଡ ଜମାଉଛି ତ ଆଉ କିଏ ନିଆଁ ପୋଇଁ ହେଉଛି  । ଏହାରି ମଧ୍ୟରେ ଆଜି ଜି. ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି  । ୧୬ ସହରର ତାପମାତ୍ରା…

ଲୋକାର୍ପିତ ହୋଇଛି ବାଲୁକାଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା ପାର୍କ

ପୁରୀ: ଚାଲିଛି ପର୍ଯ୍ୟଟନ ଋତୁ । ପୁରୀ ବେଳାଭୂମିରେ ଲାଗି ରହୁଛି ପର୍ଯ୍ୟଟକଙ୍କ ଭିଡ଼ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ନିଆରା ପ୍ରୟାସ । ସବୁବର୍ଷ ଭଳି ଚଳିତବର୍ଷ ମଧ୍ୟ ଖ୍ରୀଷ୍ଟମାସ ଉପଲକ୍ଷେ ପୁରୀ ଲାଇଟ୍ ହାଉସ ନିକଟସ୍ଥ ମାନସ ସାହୁ ସ୍ୟାଣ୍ଡ ଆର୍ଟ…

ଡକାୟତି ଯୋଜନା ଚାଲିଥିବାବେଳେ କାବୁ କଲା ପୋଲିସ, ୫ ଗିରଫ

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ଏହାକୁ ପଣ୍ଡ କଲା ପୋଲିସ । ଘଟଣାରେ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମଞ୍ଚେଶ୍ଵର ଥାନା ପୋଲିସ । ଗିରଫ ଅଭିଯୁକ୍ତ ମାନଙ୍କ ଭିତରୁ ୪ ଜଣ ହେଲେ ଅମରନାଥ ସଫେରା(୨୪), ଗୋବିନ୍ଦା ସଫେରା(୨୧), ଦେବେନ୍ଦ୍ର ସଫେରା(୨୦), ଗୋପାଳ…

ଶ୍ରୀମନ୍ଦିରରେ ପାଣ୍ଡିଆନ ଓ କାମିଆ ଜାନିଙ୍କ ପ୍ରବେଶ ପ୍ରସଙ୍ଗ, ଉଭୟଙ୍କ ଗିରଫଦାରୀ ଦାବି କଲା ବିଜେପି

ଭୁବନେଶ୍ୱର: 5-T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ସୋସିଆଲ ମିଡ଼ିଆ ଇନଫ୍ଲୁଏନ୍ସର କାମିଆ ଜାନିଙ୍କ ଶ୍ରୀମନ୍ଦିର ଭିତରେ ପ୍ରବେଶ କୁ ନେଇ ଏବେ ବିବାଦ ବଢିବାରେ ଲାଗିଛି । ଯାହାକୁ ନେଇ ଉଭୟଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଦାବି କରିଛି ରାଜ୍ୟ ବିଜେପି । ଗୋମାଂସ ଭକ୍ଷଣ କରିଥିବା କାମିଆ…

ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦କୋଟି ଠକେଇ : ଦମ୍ପତ୍ତି ଅଟକ

ଭୁବନେଶ୍ବର : ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦ କୋଟି ଠକେଇ । ଗଞ୍ଜାମ ଆସିକାର ଦମ୍ପତ୍ତିଙ୍କୁ ଅଟକ ରଖିଛି କମିଶନରେଟ୍ ପୋଲିସ । ନୟାପଲ୍ଲୀ ଥାନାରେ ଅକ୍ଷୟ ଗୌଡ ଓ ତାଙ୍କ ପତ୍ନୀଙ୍କୁ  ପଚରାଉଚରା କରାଯାଉଛି । ଭୁବନେଶ୍ବରରେ ସମ୍ପୃକ୍ତ ଦମ୍ପତ୍ତିଙ୍କ ନାଁରେ ୬ରୁ ଉର୍ଦ୍ଧ୍ବ ମାମଲା…

୪ ଡିଗ୍ରୀରେ ଥରୁଛି ଜି.ଉଦୟଗିରି : ୧୦ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ  । ପ୍ରବଳ ଶୀତ ପ୍ରକୋପରୁ ରକ୍ଷା ପାଇବା ପାଇଁ କିଏ ସକାଳୁ ବ୍ୟାୟାମ କରୁଛି ତ କିଏ ନିଆଁ ପୁଇଁ ହେଉଛି  । ଚା ଖଟିରେ ମଧ୍ୟ ପ୍ରବଳ ଭିଡ ଦେଖିବାକୁ ମିଳୁଛି ।  ଆଜି ୧୦ ଡିଗ୍ରୀ ତଳେ ରହିଛି ୧୬ ସହର  । ୪ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ…