Latest Odisha News

BREAKING NEWS

Browsing Category

ସହର

City

୮୧ ବର୍ଷରେ ଉତ୍କଳ ବିଶ୍ବବିଦ୍ୟାଳୟ;ଭବିଷ୍ୟତର ନେତୃତ୍ୱ ନେଉଥିବା ବିଦ୍ୟାର୍ଥୀ ସୃଷ୍ଟି କରୁଛି ଉତ୍କଳ: କୁଳପତି

ଭୁବନେଶ୍ବର: ଆଜି ୮୧ ବର୍ଷରେ ପଦାର୍ପଣ କଲା ଉତ୍କଳ ବିଶ୍ବବିଦ୍ୟାଳୟ । ଆଗାମୀ ୧୯ ବର୍ଷରେ ଅଧିକ ସଫଳତା ପାଇବ ଓ ପରିବର୍ତ୍ତନ ଧାରାରେ ସାମିଲ ହେବ । ଏହା ସହ ୧୦୦ ବର୍ଷ ପୂରଣ ଲାଗି ନିରନ୍ତର ପ୍ରତିବଦ୍ଧତା ଜାରି ରଖି ବିଶ୍ବସ୍ତରରେ ନିଜର ସ୍ବତନ୍ତ୍ରତା ବଜାୟ ରଖିବ । ଏହି ପ୍ରତିବଦ୍ଧତା…

୪୨ ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡ଼ିଶା ପାଭିଲିୟନ୍ କୁ ସ୍ଵର୍ଣ୍ଣ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ବର: ନୂଆଦିଲ୍ଲୀରେ ଚାଲିଛି ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଂଗଠନ ଦ୍ଵାରା ୪୨ତମ ଭାରତ ଆନ୍ତର୍ଜାତୀୟ ବାଣିଜ୍ୟ ମେଳା । ଏଥିରେ ଅଂଶଗ୍ରହଣକାରୀ ରାଜ୍ୟମାନଙ୍କର ପାଭିଲିୟନ ମଧ୍ୟରୁ ଶ୍ରେଷ୍ଠ ପାଭିଲିୟନ ଭାବେ ଓଡିଶା ପାଭିଲିୟନକୁ ସ୍ଵର୍ଣ୍ଣ ପୁରସ୍କାରରେ ପୁରସ୍କୃତ କରାଯାଇଛି ।…

ପଣ୍ଡିଆନଙ୍କ ଶ୍ରୀମନ୍ଦିର ପରିଦର୍ଶନ, ଡିସେମ୍ବର ୧୫ ସୁଦ୍ଧା ପରିକ୍ରମା ପ୍ରକଳ୍ପ କାମ ସମ୍ପୂର୍ଣ୍ଣ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିଛନ୍ତି। ଏହାସହ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।…

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳିତ

ନୂଆଦିଲ୍ଲୀ/ଭୁବନେଶ୍ବର: ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପର୍ବ ଓ ବୋଇତ ବନ୍ଦାଣ ଉତ୍ସବ ମହାସମାରୋହରେ ପାଳିତ ହୋଇଛି । ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘ ଦ୍ୱାରା ଆୟୋଜିତ ଏହି ମହୋତ୍ସବରେ ଦିଲ୍ଲୀ ଏବଂ ଜାତୀୟ…

କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ : ବୋଇତ ବନ୍ଦାଣ ସମୟରେ ପାଣିରେ ବୁଡିଗଲେ ଯୁବକ

ତାଳଚେର: କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ  । ବୋଇତ ବନ୍ଦାଣ ସମୟରେ ପାଣିରେ ବୁଡିଲେ ଯୁବକ । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଗୁରୁଜାଙ୍ଗ ଗାଁରେ । ମୃତ ଯୁବକ ହେଉଛନ୍ତି ଆଶିଷ କୁମାର ସାହୁ ବୋଲି ଜଣାପଡିଛି  । ଆଶିଷ ଛୋଟ ବେଳୁ ତାଙ୍କ ମାମୁଁ ଙ୍କ…

“ଆ କା ମା ବୈ, ପାନ ଗୁଆ ଥୋଇ….” ଗୀତ ଗାଇ ଡଙ୍ଗା ଭସାଇଲେ ଲୋକ

ଭୁବନେଶ୍ବର/ କଟକ : ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପଞ୍ଚୁକର ଶେଷ ଦିନ। ଆଜିର ଦିନରେ ଡଙ୍ଗା ଭସାଇବାର ପରମ୍ପରା ରହିଛି । ତେଣୁ ବଡି ଭୋରରୁ ବିଭିନ୍ନ ପୁଷ୍କରଣୀ ଓ ନଦୀ କୂଳରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଭୁବନେଶ୍ବର ବିନ୍ଦୁ ସାଗରଠୁ ଆରମ୍ଭ କରି କଟକର ଗଡଗଡିଆ ଘାଟ ସବୁଠି ଡଙ୍ଗା…

ଆଜି ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ମହାମହିମ

ପାରାଦୀପ : ଚଳିତବର୍ଷ ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମ୍ମୁ। ଏଥିପାଇଁ ଆଜି ପାରାଦୀପ ଗସ୍ତ କରିବେ ମହାମହିମ ରାଷ୍ଟ୍ରପତି  । ଚଳଚଞ୍ଚଳ ହୋଇ ଉଠିଛି ପୁରା ବନ୍ଦରନଗରୀ । ରାସ୍ତାଘାଟ , ଗଳିକନ୍ଦି ସବୁ ପୁରା ଚକଚକ  ।  ଆଉ ମାତ୍ର କିଛି…

ତଥ୍ୟ ପ୍ରମାଣ ଆଧାରରେ ଓଡ଼ିଶାର ଲୁକ୍କାୟିତ ତଥ୍ୟକୁ ଲୋକଲୋଚନକୁ ଆଣିବ ଓଡ଼ିଶା ଗବେଷଣା କେନ୍ଦ୍ର

ଭୁବନେଶ୍ଵର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ସମ୍ବିଧାନ ପ୍ରତିଷ୍ଠା ଦିବସ ଅବସରରେ ଆଜି ଭୁବନେଶ୍ୱରରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସ ଓ ଛତିଶଗଡ଼ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ କରକମଳରେ ଉଦଘାଟନ ହୋଇଛି ‘ଓଡ଼ିଶା ଗବେଷଣା କେନ୍ଦ୍ର’ । ଭୁବନେଶ୍ୱରର ସିଏସ୍ଆଇଆର…

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ସ୍ୱତନ୍ତ୍ର ଜନସାଧାରଣ ଟ୍ରେନ, ଜାଣନ୍ତୁ କେଉଁ ଠାରୁ କେଉଁଠିକି ଗଡିବ ଏହି ଟ୍ରେନ

ଭୁବନେଶ୍ଵର: ରାତି ପାହିଲେ କାର୍ତ୍ତିକ ପୁର୍ଣ୍ଣିମା । ସେଥିପାଇଁ ଚଳଚଞ୍ଚଳ ଗାଁ ଠୁ ସହର । ଧର୍ମ ମାସ କାର୍ତ୍ତିକ ମାସ ପାଇଁ ମାସ ସାରା ଜଗନ୍ନାଥ ଧାମରେ ଭକ୍ତଙ୍କ ଗହଳି ଲାଗିଛି । ସେପଟେ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ହୋଇଥିବାରୁ ପୁରୀରେ ଭକ୍ତଙ୍କ ନାହିଁ ନଥିବା ଗହଳି ଦେଖିବାକୁ…

କାର୍ତ୍ତିକ ପୂର୍ଣ୍ଣମୀ ପ୍ରସ୍ତୁତି: ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି

ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ । ଏଥିପାଇଁ ଆଜିଠାରୁ ଶ୍ରୀମନ୍ଦିରରେ ନାହିଁନଥିବା ଭିଡ଼ ଦେଖିବାକୁ ମିଳିଛି । ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଏବଂ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ।…