Latest Odisha News

BREAKING NEWS

Browsing Category

ସହର

City

କାର୍ତ୍ତିକ ମାସ ପାଇଁ ଶ୍ରୀକ୍ଷେତ୍ରରେ ଅସମ୍ଭବ ଭିଡ, ୫ ଦିନ ବଡ଼ଦାଣ୍ଡରେ ଥିବା ସମସ୍ତ ଉଠାଦୋକାନ ବନ୍ଦ ରଖିବାକୁ…

ପୁରୀ: ପବିତ୍ର କାର୍ତ୍ତିକ ମାସ ଯୋଗୁଁ ଶ୍ରୀକ୍ଷେତ୍ରରେ ଅସମ୍ଭବ ଭିଡ ପରିଲକ୍ଷିତ ହେଇଛି। ଆସନ୍ତାକାଲିଠୁ ପଞ୍ଚୁକ ଆରମ୍ଭ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପଞ୍ଚୁକ ୫ ଦିନ ବଡ଼ଦାଣ୍ଡରେ ଥିବା ସମସ୍ତ ଉଠାଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ପ୍ରଶାସନ ।…

ଓଡ଼ିଶାରେ ହେଲା ଜିଓ ଏୟାରଫାଇବର୍ ସେବାର ଶୁଭାରମ୍ଭ, ଭୁବନେଶ୍ୱର ଓ କଟକରେ ହେଲା ଲାଇଭ୍

ଭୁବନେଶ୍ୱର: ବିଶ୍ୱର ସର୍ବବୃହତ ଘରୋଇ ମୋବାଇଲ ଡାଟା ନେଟୱର୍କ ରିଲାଏନ୍ସ ଜିଓ ଆଜି ଓଡ଼ିଶାରେ ବିଶ୍ୱ ମାନର ସର୍ବାଧୁନିକ ହୋମ୍‌‍ ଏଣ୍ଟରଟେନ୍‌‍ମେଣ୍ଟ, ସ୍ମାର୍ଟ ହୋମ୍‌‍ ସେବା ଏବଂ ହାଇ-ସ୍ପିଡ ବ୍ରଡ୍‌‍ବ୍ୟାଣ୍ଡ୍‌‍ ସମନ୍ୱିତ ଏଣ୍ଡ୍‌‍-ଟୁ-ଏଣ୍ଡ୍‌‍ ସମାଧାନ ଜିଓଏୟାରଫାଇବ‍ର୍ ସେବା ଶୁଭାରମ୍ଭ…

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଚର, ୨ମୃତ, ୧୨ ଆହତ

ବ୍ରହ୍ମପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଚର । ଟ୍ରାକ୍ଟର ଓଲଟିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ କାଞ୍ଚିଲି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକ ଦ୍ୱୟ ହେଉଛନ୍ତି ଗଞ୍ଚାମ ଜିଲ୍ଲା ପାତ୍ରପୁର ବ୍ଲକ୍ ଗୁଡ଼ିପଦର…

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ, ଉପବାଚସ୍ପତି ଭାବେ ସାଲୁଗା ପ୍ରଧାନ ନିର୍ବାଚିତ

ଭୁବନେଶ୍ଵର: ଆଜିଠାରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ବିଧାନସଭାର ଉପବାଚସ୍ପତି ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ସାଲୁଗା ପ୍ରଧାନ । ଏନେଇ ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ଚଳିତ ମାସ ୪ ତାରିଖରେ ସାଲୁଗାଙ୍କୁ…

ରାଜଧାନୀର ରାଜପଥ ହେବ ଲୋକାରଣ୍ୟ, ଡିସେମ୍ବର ଶେଷ ରବିବାର ସକାଳେ ଆରମ୍ଭ ହେବ ‘ରାହାଗିରି’

ଭୁବନେଶ୍ବର: ଶୀତୁଆ ସକାଳରେ ଏବେ ରାଜପଥରେ ଜମିବ ଭିଡ । ରାଜଧାନୀରେ ପୁଣି ଆରମ୍ଭ ହେବ ପଥଉତ୍ସବ 'ରାହାଗିରି' । ଡିସେମ୍ବର ୧୦ ତାରିଖ ଶେଷ ରବିବାର ଓ ଜାନୁଆରୀ ମାସର ଦୁଇଟି ରବିବାର ଏହି ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ତିନୋଟି ଜୋନରେ ତିନୋଟି ରାହାଗିରି ଅନୁଷ୍ଠିତ ହେବ । ଏନେଇ…

ଆସନ୍ତାକାଲି ବିଧାନସଭା ଉପବାଚସ୍ପତି ନିର୍ବାଚନ : ଆଜି ନାମାଙ୍କନ ଦାଖଲ

ଭୁବନେଶ୍ବର : ଆସନ୍ତାକାଲି ବିଧାନସଭା ଉପବାଚସ୍ପତି ନିର୍ବାଚନ । କାଲି ସକାଳ ୯ଟା ୩୦ରେ ଭୋଟ୍ ଗ୍ରହଣ ହେବ । ଏଥିଲାଗି ଆଜି ନାମାଙ୍କନ ଦାଖଲ ହେବ  । ଏ ନେଇ ସମସ୍ତ ସଦସ୍ୟଙ୍କୁ ଚିଠି ଲେଖିଥିଲେ ବିଧାନସଭା ସଚିବ  । ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ପଦବୀ ଖାଲି ପଡିଛି । କିଛି ଦିନ ତଳେ ସେ…

ଜନ୍ମମାଟିକୁ ଆସୁଛନ୍ତି ରାଷ୍ଟ୍ରପତି, ତିନି ଦିନିଆ ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଭୁବନେଶ୍ବର : ଆଜି ତିନି ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  । ଏ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ଦ୍ବିତୀୟ ମୟୁରଭଞ୍ଜ ଗସ୍ତ । ଆଜି  ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ବାରିପଦାରେ…

ଆନ୍ତର୍ଜାତିକ ବାଣିଜ୍ୟ ମେଳା: ପ୍ରମୁଖ ଆକର୍ଷଣ ସାଜିଛି ‘ଓଡ଼ିଶା ପାଭିଲିୟନ’

ନୂଆଦିଲ୍ଲୀ/ଭୁବନେଶ୍ବର: ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଜମୁଛି ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା । ପ୍ରାଚୀନ ଉତ୍କଳୀୟ ସମୃଦ୍ଧ ନୌବାଣିଜ୍ୟ ପରମ୍ପରାର ପ୍ରତୀକ ବୋଇତ ଏବଂ ଓଡ଼ିଶାର କଳା ଓ ଭାସ୍କର୍ଯ୍ୟର ପ୍ରତୀକ କୋଣାର୍କ ଚକ ପାଭିଲିୟନର ଶୋଭା ବଢ଼ାଉଛି । ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ…

୬୩ଟି କେନ୍ଦ୍ରୀୟ ଓ ନବୋଦୟ ବିଦ୍ୟାଳୟରେ ପିଏମ ଶ୍ରୀ ସ୍କୁଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଜି (ରବିବାର) ଭୁବନେଶ୍ୱର ଠାରେ ଓଡ଼ିଶାର ୬୩ଟି କେନ୍ଦ୍ରୀୟ ବିଦ୍ୟାଳୟ ଓ ନବୋଦୟ ବିଦ୍ୟାଳୟରେ ପିଏମ ଶ୍ରୀ ସ୍କୁଲର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଓଡ଼ିଶାର ପ୍ରାୟ ୧ କୋଟି ପିଲାଙ୍କ ଭଭିଷ୍ୟତକୁ ଗଢିବା ସହ ତାଙ୍କ ମନରେ ବଢୁଥିବା…

ପୂର୍ବାଞ୍ଚଳ ଭାଷା କେନ୍ଦ୍ରରେ ପ୍ରଶାସନିକ ଓ ଶୈକ୍ଷିକ ଭବନର ଉଦଘାଟନ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଲକ୍ଷ୍ମୀସାଗର ସ୍ଥିତ ପୂର୍ବାଞ୍ଚଳ ଭାଷା କେନ୍ଦ୍ରରେ ଆଜି (ରବିବାର) ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବାଞ୍ଚଳ ଭାଷା କେନ୍ଦ୍ରର ନବ ନିର୍ମିତ ପ୍ରଶାସନିକ ଓ…