Latest Odisha News

BREAKING NEWS

Browsing Category

ସହର

City

ଦୀପାବଳିରେ ଅଘଟଣ : ବାଣ ଦୋକାନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ୪ ବ୍ୟକ୍ତି

ପାରାଦୀପ : ଆଜି ହେଉଛି ଆଲୋକର ପର୍ବ ଦୀପାବଳି ।  ସବୁଠି ବଡ ଧୂମଧାମ ସହକାରେ ଆନନ୍ଦ ଉହ୍ଲାସର ସହ ପର୍ବକୁ ପାଳନ କରାଯାଉଥିବାବେଳେ ଏକ ଅଘଟଣ ଘଟଣା ସାମ୍ନାକୁ ଆସିଛି । ପାରାଦୀପ ଲକ୍ ଥାନା ଅଧୀନସ୍ଥ ନୂଆଗଡ ଗାଁରେ ଅଭାବନୀୟ ଘଟଣା ଘଟିଛି । ଏକ ବାଣ ଦୋକାନରେ ନିଆଁ ଲାଗି ଯାଇଛି । ଫଳରେ  …

ରାଜ୍ୟର ସବୁ ସରକାରୀ ମେଡିକାଲରେ ବଢିବ ବେଡ୍‌ ସଂଖ୍ୟା, ସ୍ୱାସ୍ଥ୍ୟ ବିଭାଗର ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟର ସବୁ ସରକାରୀ ମେଡିକାଲରେ ବୃଦ୍ଧି ପାଇବ ବେଡ୍‌ ସଂଖ୍ୟା । ଆଇପିଏଚଏସ ୨୦୨୨ ନିୟମ ଅନୁଯାୟୀ ସରକାରୀ ମେଡିକାଲ ଗୁଡ଼ିକରେ ବେଡ ସଂଖ୍ୟା ପର୍ଯ୍ୟାୟକ୍ରମେ ବୃଦ୍ଧି ପାଇବ । ତେବେ ୪୫ରୁ ୫୦ ହଜାରକୁ ବେଡ୍ ବଢାଇବା ନେଇ ଯୋଜନା ରହିଛି । ଏନେଇ ଆଜି (ଶନିବାର) ଗଣମାଧ୍ୟମକୁ…

ନୂଆବର୍ଷରେ ନୂଆ ପୋଲିସ ମୁଖିଆ ପାଇବ ରାଜ୍ୟ: ଡିସେମ୍ବର ୩୧ରେ ସରୁଛି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ

ଭୁବନେଶ୍ବର: ନୂଆ ବର୍ଷରେ ନୂଆ ପୋଲିସ ମୁଖିଆ ପାଇବ ରାଜ୍ୟ । ବର୍ତ୍ତମାନର ପୋଲିସ ଡ଼ିଜି ସୁନୀଲ ଵଂଶଲଙ୍କର କାର୍ଯ୍ୟକାଳ ଡିସେମ୍ବର ୩୧ ରେ ଶେଷ ହେବାକୁ ଯାଉଛି । ପରବର୍ତ୍ତୀ ନୂଆ ପୋଲିସ ଡିଜି କିଏ ହେବେ ସେ ନେଇ ଚର୍ଚ୍ଚା ଜୋର ଧରିଛି । ଏହାରି ଭିତରେ ନୂଆ ପୋଲିସ ଡ଼ିଜିଙ୍କ ପାଇଁ ୭…

ଯାତ୍ରୀବାହୀ ବସରେ ବାଣ ନେଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ: ଡେପୁଟି ଫାୟାର ଅଫିସର

ଭୁବନେଶ୍ୱର: କୋଲକାତାରୁ ଓଡ଼ିଶା ଆସୁଥିବା ବସରେ ଗତ ରାତିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ପରେ ଚେତିଛନ୍ତି ଓଡ଼ିଶାର ଅଗ୍ନିଶମ ବିଭାଗ ଓ ପରିବହନ ବିଭାଗ । ଯାତ୍ରୀବାହୀ ବସରେ ବାଣ ନେଉଥିଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ଖାଲି ବସରେ ନୁହେଁ ଅନ୍ୟ କୌଣସି ପବ୍ଲିକ୍ ଟ୍ରାନସପୋର୍ଟରେ ମଧ୍ୟ ବାଣ…

୪୫ ରୁ ୫୦ ହଜାରକୁ ବଢିବ ହସ୍ପିଟାଲ ବେଡ୍ ସଂଖ୍ୟା: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର: ବଢିବ ମେଡିକାଲ ବେଡ୍ ସଂଖ୍ୟା । ଖୋଲିବ ନୂତନ ପ୍ରଥମିକ ସ୍ଵାସ୍ଥ୍ୟ କେନ୍ଦ୍ର । ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ରାଜ୍ୟରେ ଘରୋଇ ଓ ସରକାରୀ ହସ୍ପିଟାଲକୁ ମିଶାଇ ପାଖାପାଖି ୨୮ ହଜାର ବେଡ ଅଛି । ସରକାରୀ ହସ୍ପିଟାଲରେ ୪୫ ହଜାରରୁ ୫୦…

ରାଜ୍ୟ ସ୍ତରୀୟ ଶିଶୁ କ୍ରୀଡା ପ୍ରତିଯୋଗିତା ‘ଉତ୍ସାହ-୨୦୨୩’ ଉଦଯାପିତ

ଭୁବନେଶ୍ବର : ମହିଳା ଶିଶୁ ବିକାଶ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉତ୍ସବ, ‘ଉତ୍ସାହ’ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଯାଇଛି । ସାରା ରାଜ୍ୟର ପ୍ରାୟ ୨୨୮ ଅନୁଷ୍ଠାନର ୫୭୯ ଶିଶୁ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ…

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ଭୁବନେଶ୍ଵର: ଛତିଶଗଡର ରାୟଗଡ଼ ଠାରୁ ଝାରସୁଗୁଡ଼ା, ଦେବଗଡ଼ ଏବଂ ସମ୍ବଲପୁର ଦେଇ ଅନୁଗୋଳ ଜିଲ୍ଲାର ତାଳଚେର ଦେଇ ଯାଇଥିବା ଜାତୀୟ ରାଜପଥକୁ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡରରେ ପରିଣତ କରିବା ପାଇଁ କେନ୍ଦ୍ର ସଡ଼କ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି…

ଖୋଲା ସ୍ଥାନରେ ଫୁଟାଇପାରିବେ ସବୁଜ ବାଣ : ରାଜ୍ୟ ପ୍ରଦୂଷଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର : ରାତି ପାହିଲେ ଆଲୋକର ପର୍ବ ଦୀପାବଳି । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ରଙ୍ଗୀନ ଆଲୋକ ସାଙ୍ଗକୁ ଦୀପର ଆଲୋକରେ ଝଲସି ଉଠିବ ସମଗ୍ର ପରିବେଶ  । ପ୍ରତି ବର୍ଷ ଲୋକେ ପ୍ରବଳ ମାତ୍ରାରେ ବାଣ ଫୁଟାଇଥାନ୍ତି  । ମାତ୍ର ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ…

ଆସନ୍ତା ୨୭ରେ ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ମୁର୍ମୁ: ତତ୍ପର ପ୍ରଶାସନ

ପାରାଦୀପ : ନଭେମ୍ବର ୨୭ ତାରିଖରେ  ପାରାଦୀପରେ “ବୋଇତ ବନ୍ଦାଣ” ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ମୁର୍ମୁ। ପ୍ରସିଦ୍ଧ କଳିଙ୍ଗ ବାଲିଯାତ୍ରା କୁ ନେଇ ପାରାଦ୍ଵୀପ ବନ୍ଦର ଜୋରଦାର ପ୍ରସ୍ତୁତି ଚଳାଇଛି  । ଆସନ୍ତା ୨୭ ତାରିଖ ରେ ବୋଇତ ବନ୍ଦାଣ ସମୟ ରେ ରାଷ୍ଟ୍ରପତି ଙ୍କ…

ରାଜ୍ୟରେ ୧୫ ଡିଗ୍ରୀ ତଳେ ୫ ସହରର ରାତି ତାପମାତ୍ରା : ୧୧.୪ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ  । ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସୃଷ୍ଟି ହୋଇଛି  । ଯାହାର ପ୍ରଭାବରେ  କିଛି ସ୍ଥାନରେ ପାରଦ ଖସିବାରେ ଲାଗିଛି। ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇଛି  । ରାଜ୍ୟରେ ୧୫ ଡିଗ୍ରୀ ତଳେ ରହିଛି ୫ ସହରର…