Latest Odisha News

BREAKING NEWS

Browsing Category

ସହର

City

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ! ଅଭିଯୋଗ ଆଣିଲେ ପରିବାର ଲୋକ , ସ୍ବାମୀ ଅଟକ

ଭୁବନେଶ୍ବର : ଯୁଗ ବଦଳିଛି , ସମୟ ମଧ୍ୟ ବହୁତ ଆଗକୁ ଯାଇଛି  । ହେଲେ ଏବେ ବି ଲୋକଙ୍କର ମାନସିକତା ବଦଳିନାହିଁ । ଆଜି ବି ରହିଛି ଯୌତୁକ ପ୍ରଥା । ଯୌତୁକ ପାଇଁ ଅନେକ ଝିଅ ଜୀବନ ହରାଉଛନ୍ତି  । ଏମିତି କିଛି ଘଟଣା ଘଟିଛି ଭୁବନେଶ୍ବର ଏୟାର ଫିଲ୍ଡ ଥାନା ପୁନାମା ଗେଟ୍ ନିକଟରେ  ।…

ବିଧାନସଭାରେ ମହେଶ୍ଵରଙ୍କ ଶେଷ ଦର୍ଶନ, ଦିଆଗଲା ଗାର୍ଡ ଅଫ ଅନର, ସ୍ଵର୍ଗଦ୍ଵାରରେ ହେବ ଅନ୍ତିମ ସଂସ୍କାର

ଭୁବନେଶ୍ଵର: ବିଧାନସଭା ପରିସରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମରଶରୀର । ସମସ୍ତ ମନ୍ତ୍ରୀ ଓ ବିଧାୟକ ସେଠାରେ ମହେଶ୍ୱରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଧାନସଭାରେ ମହେଶ୍ବର ମହାନ୍ତିଙ୍କୁ ଗାର୍ଡ ଅପ୍ ଅନର୍ ଦିଆଗଲା। ପରେ ତାଙ୍କ ପାର୍ଥିବ ଶରୀରକୁ…

ପରଲୋକରେ ପୂର୍ବତନ ମନ୍ତ୍ରୀ ମହେଶ୍ବର ମହାନ୍ତି: ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ଵର: ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି । ୬୭ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହେଶ୍ଵର ମହାନ୍ତିଙ୍କ ପରଲୋକ । ତାଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗରେ ବିଜେଡି…

ପୁଣି ରାଜଧାନୀରେ ରକ୍ତର ଛିଟା : ଚନ୍ଦକା ଗୋଠପାଟଣାରେ ମହିଳାଙ୍କୁ ବିଭତ୍ସ ହତ୍ୟା, କାରଣ ଖୋଜୁଛି ପୋଲିସ

ଭୁବନେଶ୍ବର : ପୁଣି ରକ୍ତରଞ୍ଜିତ ହେଲା ରାଜଧାନୀ । ଭୁବନେଶ୍ବର ଉପକଣ୍ଠ ଚନ୍ଦକା ଗୋଠପାଟଣାରେ ଜଣେ ମହିଳାଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି ।  ମୃତ ମହିଳା ଜଣକ ହେଉଛନ୍ତି ସସ୍ମିତା ବେହେରା । ସୂଚନା ମୂତାବକ ସସ୍ମିତା ଗୋଠପାଟଣାରେ ଏକ ଜଳଖିଆ ଦୋକାନ କରିଥିଲେ । ସେ ନିଜ ପରିବାର ସହ…

ପୂର୍ବତଟ ରେଳପଥ ପକ୍ଷରୁ ଦୂରଗାମୀ ସ୍ୱତନ୍ତ୍ର ଟ୍ରେନ୍ ସେବା ବୃଦ୍ଧି

ଭୁବନେଶ୍ୱର: ସାଧାରଣ ଜନତା, ବିଶେଷକରି ରେଳ ଯାତ୍ରୀମାନଙ୍କ ସୁବିଧା ପାଇଁ ଏବଂ ଗୁରୁତ୍ୱପୂର୍ଣ୍ଣ ମାର୍ଗରେ ନିୟମିତ ଚଳାଚଳ କରୁଥିବା ଟ୍ରେନ ମାନଙ୍କରେ ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ଚଳାଚଳ କରୁଥିବା ସ୍ପେଶାଲ ଟ୍ରେନର ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହା…

ଦିନକ ପରେ ରାଜ୍ୟରେ ଅନୁଭୂତ ହେବ ଶୀତ, ଖସିବ ପାରଦ

ଭୁବନେଶ୍ୱର: ଛାଡିଯାଇଛି ବର୍ଷା । ଆକାଶ ଏବେ ମେଘ ମୁକ୍ତ । ରାଜ୍ୟରେ ଧିରେ ଧିରେ ଆରମ୍ଭ ହେଲାଣି ଶୀତ । ଦିନକ ପରେ ରାଜ୍ୟରେ ଶୀତ ସମ୍ଭାବନା । ତଳମୁହାଁ ହେବ ପାରଦ । ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ପାଣିପାଗ କେନ୍ଦ୍ରର ସୂଚନାନୂସାରେ,…

ଭୁବନେଶ୍ବରରୁ ଜୟପୁରକୁ ଉଡିଲା ଦ୍ବିତୀୟ ବିମାନ

ଭୁବନେଶ୍ବର : ଆଜିଠାରୁ ଭୁବନେଶ୍ୱରରୁ କୋରାପୁଟ ଜିଲ୍ଳା ଜୟପୁରରୁ ଉଡିଲା ଦ୍ୱିତୀୟ ବିମାନ। ଭୁବନେଶ୍ବରରୁ ଛାଡିଥିବା ଇଣ୍ଡିଆଓ୍ବାନ୍ ଏୟାର ବିମାନଟି ଜୟପୁରରେ ପହଞ୍ଚିଛି । ଆଜି ସକାଳୁ ୭ଟା ୧୦ରେ ଭୁବନେଶ୍ବରରୁ ଛାଡି ୮ଟା ୪୫ରେ ବିମାନଟି ଜୟପୁରରେ ପହଞ୍ଚିଛି । ସେହିପରି ୯ଟାରେ ଜୟପୁରରୁ ଛାଡି…

ରେଳ ଯାତ୍ରା ସମୟରେ ଆତସବାଜି ଓ ଫଟକା ପରିବହନ ନିଷିଦ୍ଧ: ପୂର୍ବତଟ ରେଳପଥର ସ୍ଵତନ୍ତ୍ର ଅଭିଯାନ

ଭୁବନେଶ୍ଵର: ଆପଣ ଟ୍ରେନରେ ଯାତ୍ରା କରୁଥିବା ସମୟରେ ଜ୍ଵଳନ୍ତ ତଥା ବିସ୍ଫୋରକ ଜିନିଷ ପରିବହନ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ । ଏଥିପାଇଁ ଆପଣଙ୍କୁ ଜେଲ ଦଣ୍ଡ ମଧ୍ୟ ଭୋଗିବାକୁ ପଡିପାରେ । କାରଣ ରେଳ ଯାତ୍ରା ସମୟରେ ଆତସବାଜି ଓ ଫଟକା ପରିବହନକୁ ନିଷିଦ୍ଧ କରିଛି ପୂର୍ବତଟ ରେଳପଥ…

‘ଆଉ ୬ରୁ ୭ ମାସ ଅଳିଆ ଦୁର୍ଗନ୍ଧ ସହିବେ ରାଜଧାନୀବାସୀ’

ଭୁବନେଶ୍ୱର: ଭୁବନେଶ୍ୱର ସୈନିକ ସ୍କୁଲ ନିକଟରେ ଥିବା ଅଳିଆର ପାହାଡ଼କୁ ସଫା କରିବା ପାଇଁ ଆଉ ୬ରୁ ୭ ମାସ ସମୟ ଲାଗିବ ବୋଲି ଶନିବାର ଭୁବନେଶ୍ୱର ମହାନଗର ନିଗମର କମିଶନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଘରୋଇ ଲୋକେ ବର୍ଜ୍ୟବସ୍ତୁକୁ ଅଲଗା କରିନଥିବାରୁ ଏଭଳି ସମସ୍ୟା ଉପୁଜୁଛି…

ତାତିରୁ ମିଳିବ ଆଶ୍ୱସ୍ତି, ୩ ଦିନ ପରେ ରାଜ୍ୟକୁ ପ୍ରବେଶ କରିବ ଥଣ୍ଡା ପବନ

ଭୁବନେଶ୍ୱର: ନଭେମ୍ବର ମାସରେ ବି ରାଜ୍ୟରେ ଉଭାନ ଶୀତ । ସ୍ବାଭାବିକ ଠାରୁ ୪ ଡିଗ୍ରୀ ଉପରେ ରହୁଛି ପାରଦ । ବଢୁଛି ଦିନ ତାପମାତ୍ରା, ଅନୁଭୂତ ହେଉଛି ଗ୍ରୀଷ୍ମର ତାତି । ତେବେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ଗରମ ଲାଗିରହିଛି ବୋଲି କହିଛି ପାଣିପାଗ ବିଭାଗ । ରାତିରେ ଥଣ୍ଡା, ଦିନରେ…