Latest Odisha News

BREAKING NEWS

Browsing Category

ସହର

City

ମହାବାତ୍ୟାକୁ ପୁରିଲା ୨୪ବର୍ଷ : ଆଜିର ଦିନରେ ପ୍ରକୃତି ଦେଖାଇଥିଲା କରାଳ ତାଣ୍ଡବ ,ଏବେବି ଲୋକଙ୍କ ଭିତରେ ରହିଛି…

ଭୁବନେଶ୍ବର : ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ । ଆଜିକୁ ଠିକ୍ ୨୪ ବର୍ଷ ତଳେ ରାଜ୍ୟରେ ତାଣ୍ଡବ ରଚିଥିଲା ମହାବାତ୍ୟା ।  ଆଜିର ଦିନରେ ପ୍ରକୃତି ଦେଖାଇଥିଲା ତାର କରାଳ ତାଣ୍ଡବ  । ସେଦିନର ସେହି ଭୟଙ୍କର ଦିନ ମନେ ପଡିଲେ ଆଜି ବି ଲୋମ ଟାଙ୍କୁରୀ ଉଠେ  । ସେଦିନର ବିଭୀଷିକାପୂର୍ଣ୍ଣ କଥା…

ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ,ତୁଳସୀ ଚଉରା ମୂଳେ କଲେ ରାଇଦାମୋଦର ପୂଜା

ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ  । ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର  । ହବିଷ କରିବା ଲାଗି ପୁରୀରେ ଆସି ପହଞ୍ଚିଛନ୍ତି ଶହ ଶହ ହବିଷ୍ୟାଳୀ  । ଚଳିତ ବର୍ଷ ୩ ହଜାରରୁ ଉର୍ଦ୍ଧ୍ବ ହବିଷ୍ୟାଳୀ ପଞ୍ଜିକରଣ କରିଥିବାବେଳେ  ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ରତଧାରୀ ମାନଙ୍କ ପାଇଁ…

ଓ୍ୱେଦର ଅପଡେଟ: ରାଜ୍ୟରେ ୧ ରୁ ୩ ଯାଏଁ ବର୍ଷା ସମ୍ଭାବନ

ଭୁବନେଶ୍ୱର: ରାଜ୍ୟରୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଥିବାବେଳେ, କିଛି ଦିନ ହେବ କେତେକ ସ୍ଥାନରେ ହାଲୁକା ଶୀତ ଅନୁଭୂତ ହେଉଛି । ତେବେ ନଭେମ୍ବର ୧ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରୁ ଆସୁଥିବା ଜଳୀୟ ବାଷ୍ପ ପ୍ରଭାବରେ…

ବ୍ରାଉନସୁଗାର କାରବାର ବେଳେ ପୋଲିସର ଚଢାଉ, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଖଣ୍ଡଗିରି ରମାମଣି ପେଟ୍ରୋଲ ପମ୍ପ ନିକଟରେ ପୋଲିସର ଅତର୍କିତ ଚଢଉ । ବ୍ରାଉନ ସୁଗାର ଡିଲ କାରବାର ବେଳେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଘଟଣାସ୍ଥଳରୁ ୨୦.୨୯ ଗ୍ରାମ ଓଜନର ବ୍ରାଉନ ସୁଗାର ସହିତ ନଗଦ ୩୨୦୦ ଟଙ୍କା ଜବତ କରିଛି ପୋଲିସ । ଖବରମୁତାବକ, ଲୋକଙ୍କୁ ବେଆଇନ…

ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମା, ଆସନ୍ତା କାଲିଠୁ କାର୍ତ୍ତିକ ବ୍ରତ ଆରମ୍ଭ, ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ

ପୁରୀ: ଆଜି ପବିତ୍ର କୁମାରପୂର୍ଣ୍ଣିମା । ସେଥିପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ସେପଟେ ଆସନ୍ତା କାଲିଠୁ ଆରମ୍ଭ ହେଉଛି ଧର୍ମମାସ କାର୍ତ୍ତିକ । ସେଥିପାଇଁ ଚଳଚଞ୍ଚଳ ଜଗନ୍ନାଥ ଧାମ । ବ୍ରତ କରିବାକୁ ଶ୍ରୀକ୍ଷେତ୍ରରେ ପହଞ୍ଚିଲେଣି ହବିଷ୍ୟାଳି ।…

ମୋର ମାଟି ମୋର ଦେଶ’ ପ୍ରଚାର ହେତୁ ଅମୃତ କଳସ ଯାତ୍ରା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ

ଭୁବନେଶ୍ଵର: ମାନ୍ୟବର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ଅମୃତ କଳସ ଯାତ୍ରା ସ୍ୱତନ୍ତ୍ର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ଦେଶର ରାଜଧାନୀ ନୂଆଦିଲ୍ଲୀ କୁ 'ମୋର…

ନୂଆ ରୂପରେ ରାଜଧାନୀ ପଥ ଉତ୍ସବ, ଫୋକସ୍ ରେ ‘ମୋ ଭୋଟ ମୋ ସମ୍ମାନ’

ଭୁବନେଶ୍ୱର: ପୁଣି ଫେରିଲା ପଥ ଉତ୍ସବ । ଭୋଟର ସଚେତନତା ପାଇଁ ରାଜଧାନୀରେ ଆରମ୍ଭ ହୋଇଛି ପଥ ଉତ୍ସବ । ଭୋଟରଙ୍କୁ ସଚେତନ କରିବା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ଆୟୋଜନ କରାଯାଇଛି ପଥ ଉତ୍ସବ । ଭୁବନେଶ୍ୱର ଜନପଥରେ ଏହି ପଥ ଉତ୍ସବ କରାଯାଇଛି । ରଙ୍ଗୋଲି, ଝୋଟି, ନାଚଗୀତ ସହ କୁଇଜ ଆଦି…

ପଟିଆ ପଦ୍ମକେଶରପୁରରେ ଗୋଷ୍ଠୀ ସଂଘର୍ଷ ଘଟଣା : ୫୦ରୁ ଉର୍ଦ୍ଧ୍ବ ଅଟକ

ଭୁବନେଶ୍ବର: ପଟିଆ ପଦ୍ମକେଶରପୁରରେ ଗୋଷ୍ଠୀ ସଂଘର୍ଷ ଘଟଣା  । ଏହି ଘଟଣାରେ ଉଭୟ ଗୋଷ୍ଠୀର ୫୦ରୁ ଉର୍ଦ୍ଧ୍ବ ଲୋକଙ୍କୁ ପୋଲିସ ଅଟକ ରଖିଛି । ସୂଚନା ଅନୁସାରେ ଗତକାଲି ଉଭୟ ଦୁଇ ଓ୍ବାର୍ଡବାସୀଙ୍କ ମଧ୍ୟରେ ପଥର ଓ ବୋତଲ ମାଡ ହୋଇଥିଲା । ଏଥିରେ ଏକାଧିକ ଲୋକ ଆହତ ହୋଇଥିଲେ । ପୂର୍ବ…

୫ମ ଥର ପାଇଁ ‘କ୍ରୁଟ’କୁ ମିଳିଲା ଜାତୀୟ ଉତ୍କର୍ଷ ପୁରସ୍କାର

ଭୁବନେଶ୍ବର: ପୁଣି ଥରେ କ୍ରୁଟକୁ ମିଳିଲା ଜାତୀୟ ଉତ୍କର୍ଷ ପୁରସ୍କାର । ଏହାକୁ ମିଶାଇ କ୍ରମାଗତ ଭାବେ ୫ମ ଥର ପାଇଁ ଏହି ପୁରଷ୍କାର ହାତେଇଛି 'କ୍ରୁଟ' । ଶ୍ରେଷ୍ଠ ସହରୀ ପରିବହନ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ 'ମୋ ବସ୍‌' ସେବା ଯୋଗାଉଥିବା କ୍ୟାପିଟାଲ ରିଜିଅନ୍‌ ଅର୍ବାନ…

ମହାଦେବ ବିଦ୍ରୋହୀ ପକ୍ଷରୁ ହେବାକୁ ଥିବା ସମ୍ମିଳନୀକୁ ଉତ୍କଳ ସର୍ବୋଦୟ ମଣ୍ଡଳର ବିରୋଧ

ପୁରୀ: ଗାନ୍ଧିବାଦୀ ଚିନ୍ତାଧାରାକୁ ଧୂଳିସାତ କରି ନିଜ ଲାଭ ଓ ଲୋଭ ପାଇ ପୁରୀରେ ହେବାକୁ ଥିବା ସମ୍ମିଳନୀକୁ ଉତ୍କଳ ସର୍ବୋଦୟ ମଣ୍ଡଳ ଏହାର ପ୍ରତିବାଦ କରିଛି। ଗାନ୍ଧୀଜୀଙ୍କ ଐତିହାସିକ ସାବରମତୀ ଆଶ୍ରମକୁ ଭାଙ୍ଗି ପାଇଁ ଗୁଜରାଟ ସରକାର ଚଳାଇଥିବା ଷଡ଼ଯନ୍ତ୍ରରେ ସାମିଲ ହୋଇ ବେନିୟମ ଭାବରେ…