Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟ ସରକାରଙ୍କ ଦଶହରା ଭେଟି: ୪% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ଵର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାରୀ କର୍ମଚାରୀଙ୍କର ୪% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ…

ମାଲିକ ସଂଘରେ ଫାଟ ନାହିଁ : ଘରୋଇ ବସ୍ ମାଲିକ ସଂଘ ସାଧାରଣ ସଂପାଦକ

ଭୁବନେଶ୍ବର: ଆଜି ଘରୋଇ ବସ୍ ଧର୍ମଘଟ ଜାରି ରହିଥିବା ବେଳେ କେତେକ ସ୍ଥାନରେ ବସ୍ ଚଳାଚଳ କରୁଥିବାର ଖବର ସାମ୍ନାକୁ ଆସିଛି । ବାଲେଶ୍ବର ଜିଲ୍ଲାରେ କିନ୍ତୁ ବସ୍ ଧର୍ମଘଟର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି । ବାଲେଶ୍ୱରରେ ଗୋଟିଏ ସଂଘ ରାଜ୍ୟ ଘରୋଇ ବସ ମାଲିକ ସଂଘର ଧର୍ମଘଟ ଡାକରାକୁ…

ପାର୍ବଣ ପୂର୍ବରୁ ଆକ୍ସନ ମୋଡରେ ଅବକାରୀ ବିଭାଗ : ସାଲିଆ ସାହିରେ ଚଢାଉ, ବିପୁଳ ମଦ ସାମଗ୍ରୀ ଜବତ, ୧୫ ଗିରଫ

ଭୁବନେଶ୍ବର: ପାର୍ବଣ ପୂର୍ବରୁ ଆକ୍ସନ ମୋଡରେ ଅବକାରୀ ବିଭାଗ । ପୂଜା ପାଇଁ ମଦ ପ୍ରସ୍ତୁତ ହେଉଥିବାବେଳେ ଛାପା ମାରିଛି ଅବକାରୀ ଥାନା । ଚଢାଉ କରି ଶହ ଶହ ଲିଟର ମଦ ନଷ୍ଟ କରିଛି ଅବକାରୀ ବିଭାଗ । ଏଥି ସହ ମଦ ପ୍ରସ୍ତୁତ ପାଇଁ ସମସ୍ତ ସାମଗ୍ରୀ ଜବତ କରିଛି । ସୂଚନା ମୂତାବକ ସାଲିଆ ସାହିରେ…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି : ୨୩ ତାରିଖ ବେଳକୁ ଅବପାତର ରୂପ ନେବା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି  ଲଘୁଚାପ କ୍ଷେତ୍ର ଟି ସୃଷ୍ଟି ହୋଇଛି । କ୍ରମଶଃ ଏହା ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ…

ଆସୁଛନ୍ତି ମହାମାୟା, ଆଜି ପୀଠରେ ସପ୍ତମୀ, ମଣ୍ଡପରେ ମାଆଙ୍କ ଷଷ୍ଠୀ ପୂଜା

ଭୁବନେଶ୍ଵର: ଆସୁଛନ୍ତି ମହାମାୟା । ଆଜି ପୀଠରେ ମାଆଙ୍କ ସପ୍ତମୀ ପୂଜା, ମଣ୍ଡପରେ ପାଳନ ହେବ ଷଷ୍ଠୀ ପୂଜା । ଜଗତଜନନୀଙ୍କ ଆଗମନ ପାଇଁ ସବୁଠି ଉତ୍ସବର ପରିବେଶ । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯିବ । ନଦୀରୁ ପବିତ୍ର ଜଳ ଅଣାଯାଇ ମଣ୍ଡପରେ ମା’ଙ୍କୁ…

ଦେଶର ୨୨ଟି ସହର ମେଟ୍ରୋ ରେଳ ସୁବିଧା ପାଇଲା ପରେ ଓଡିଶା ସରକାରଙ୍କ ନିଦ ଭାଙ୍ଗିଛି: ବିଜେପି

ଭୁବନେଶ୍ୱର: ଆଜି ସାରା ଦେଶରେ ୧୫ଟି ସହରରେ ମେଟ୍ରୋ ରେଳ ଚାଲିସାରିଲାଣି । ସେହିଭଳି ଆଉ ୭ଟି ସହରରେ ନୂଆ ମେଟ୍ରୋ ରେଳ ପ୍ରକଳ୍ପ ନିର୍ମାଣଧୀନ ଅଛି । ଗରିବଙ୍କ ରାଜ୍ୟ ବିହାରରେ ମଧ୍ୟ ମେଟ୍ରୋ ରେଳ ଚାଲିଲାଣି । ଦେଶର ୨୨ଟି ସହର ମେଟ୍ରୋ ରେଳ ସୁବିଧା ପାଇସାରିଲା ପରେ ଯାଇ ଓଡିଶା ସରକାରଙ୍କର…

ଛାତ୍ର ବୃତ୍ତି ପ୍ରଦାନରେ ରାଜ୍ୟ ସରକାରଙ୍କ ବିଳମ୍ବ ପ୍ରକ୍ରିୟା ଚିନ୍ତାଜନକ: ଜୁଏଲ ଓରାମ

ଭୁବନେଶ୍ୱର: ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାର ସାଙ୍ଗଠନିକ ବୈଠକ ଅନୁଷ୍ଠିତ । ରାଜ୍ୟ କାର୍ଯ୍ୟାଳୟ ଠାରେ ଆଜି ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚାର ରାଜ୍ୟ ସଭାପତି ଡଃ. ବିଭୂ ପ୍ରସାଦ ତରାଇଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଛି । ଉକ୍ତ ବୈଠକରେ ମୁଖ୍ୟ ଅତିଥିଭାବେ…

ଏମ୍‌ସ ଭୁବନେଶ୍ୱରରେ ବିଶ୍ୱ ଆର୍ଥ୍ରାଇଟିସ୍ ଦିବସ ପାଳନ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଏମ୍‌ସରେ ବିଶ୍ୱ ଆର୍ଥ୍ରାଇଟିସ୍ ଦିବସ ପାଳନ ହୋଇଛି । ଏହି ଅବସରରେ ଆୟୋଜିତ ଏକ ଜନସଚେତନତା କାର୍ଯ୍ୟକ୍ରମରେ ଡାକ୍ତର ବିଶ୍ବାସ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ସହିତ ସିଧାସଳଖ ଆଲୋଚନା କରିଛନ୍ତି। ଏମ୍‌ସ ଭେଷଜ ବିଭାଗ ପକ୍ଷରୁ ଏଭଳି ରୋଗୀଙ୍କ ନିମନ୍ତେ ଏକ…

ଶକ୍ତିପୀଠର କାହାଣୀ: ଶ୍ରୀମନ୍ଦିର ଚତୁର୍ଭୁଜା ଦେବୀ ମା’ ବିମଳା

ଭୁବନେଶ୍ଵର: ମା’ ଆସୁଛନ୍ତି । ଖୁସିରେ ନାଚୁଛି ଧର। । ହସୁଛି କାସତଣ୍ଡି ଫୁଲ । ଆରମ୍ଭ ହୋଇଛି ମା’ଙ୍କ ନବଦିନାତ୍ମକ ପୂଜା । ସମସ୍ତ ଶକ୍ତିପୀଠରେ ଚାଲିଛି ନବରାତ୍ର ପୂଜା । ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ । ଷୋଡ଼ଶ ଉପଚାରରେ…

କ୍ୟାପିଟାଲ ହସ୍ପିଟାଲରେ ହେବ ରାଜ୍ୟର ପ୍ରଥମ ନାର୍କୋ ଟେଷ୍ଟ ସେଣ୍ଟର

ଭୁବନେଶ୍ବର: ଓଡ଼ିଶାରେ ହେବ ପ୍ରଥମ ନାର୍କୋ ଟେଷ୍ଟ ସେଣ୍ଟର । ଖୁବଶୀଘ୍ର କ୍ୟାପିଟାଲ ହସ୍ପିଟାଲରେ କରାଯିବ ବ୍ୟବସ୍ଥା। ଆସନ୍ତା ମାସରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେବ ନାର୍କୋ ଆନାଲିସିସ ଟେଷ୍ଟ। ଏଣିକି ଖର୍ଚ୍ଚାନ୍ତ ହୋଇ ପୁନେ ଯାଇ ଆଉ ନାର୍କୋ ଟେଷ୍ଟ କରିବାକୁ ପଡ଼ିବନି। ଏନେଇ ଆସି…