Latest Odisha News

BREAKING NEWS

Browsing Category

ସହର

City

ଆଜି ବିଶ୍ଵ ଅଣ୍ଡା ଦିବସ,ଏକ ସୁସ୍ଥ ଭବିଷ୍ୟତ ପାଇଁ ଅଣ୍ଡା

ଭୁବନେଶ୍ଵର: ଅଣ୍ଡା ମଣିଷ ଜୀବନରେ କେତେ ଦରକାରୀ, ତାକୁ ବୁଝାଇବା ପାଇଁ ପ୍ରତିବର୍ଷ ଅକ୍ଟୋବର ମାସର ଦ୍ୱିତୀୟ ଶୁକ୍ରବାରକୁ ବିଶ୍ୱ ଅଣ୍ଡା ଦିବସ ରୂପେ ପାଳନ କରାଯାଏ । ୧୯୯୬ ମସିହାରେ ରେ ଆନ୍ତର୍ଜାତୀୟ ଅଣ୍ଡା ଆୟୋଗର ଭିଏନା ସମ୍ମିଳନୀରେ ଏହି ଦିନକୁ ପ୍ରଥମ ଥର ପାଇଁ ପାଳନ କରାଯାଇଥିଲା ।…

ମହାପ୍ରଭୁଙ୍କୁ ନେଇ ଚାଲିଛି ବେପାର, ଶାଢୀରେ ଅଙ୍କାଯାଉଛି ଶ୍ରୀବିଗ୍ରହଙ୍କ ଚିତ୍ର

ଭୁବନେଶ୍ଵର: ପୁଣି ଜଗନ୍ନାଥ ସଂସ୍କୃତିକୁ ଅପମାନ । ବ୍ୟବସାୟ ବୃଦ୍ଧି ଆଳରେ ମହାପ୍ରଭୁଙ୍କୁ ନେଇ ଚାଲିଛି ବେପାର । ଶାଢୀରେ ଶ୍ରୀବିଗ୍ରହଙ୍କ ଚିତ୍ର ସହ ରଥଯାତ୍ରାର ଦୃଶ୍ୟକୁ ଦିଆଯାଇଛି ସ୍ଥାନ । ଯାହାକୁ ନେଇ ଉପୁଜିଛି ବିବାଦ । ଅନ୍ୟପଟେ ଜଗନ୍ନାଥ ସଂସ୍କୃତିକୁ ଅସମ୍ମାନ କରାଯାଇଥିବା ଅଭିଯୋଗ…

୪ ବର୍ଷର ପୁଅକୁ ମାରି ଟାଙ୍ଗିଦେଲା ସୈତାନ ବାପା !

ରାଉରକେଲା: ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ତୁମରନ୍ ଗାଁରେ ଲୋମ ଟାଙ୍କୁରୀ ଘଟଣା ଘଟିଛି  । ୪ ବର୍ଷର ପୁଅକୁ ବାପା ମାରି ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଘର ଭିତରୁ ପୁଅର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି  ।  ଏ ପର୍ଯ୍ୟନ୍ତ ହତ୍ୟାକାଣ୍ଡର କାରଣ ଜଣାପଡିନି  ।  ସେପଟେ…

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଅଣ୍ଡା ବନ୍ଦ ଲାଗି ଦିଆଯାଇନି ନିର୍ଦ୍ଦେଶ: ରାଜ୍ୟ ନୋଡାଲ ଅଫିସର

ଭୁବନେଶ୍ବର: ସ୍କୁଲ ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଅଣ୍ଡା ନଦିଆଯିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ନୋଡାଲ ଅଫିସର,ପିଏମ ପୋଷଣ(ମଧ୍ୟାନ୍ନ ଭୋଜନ) ରଘୁରାମ ଆର୍.ଆୟର । ସେ କହିଛନ୍ତି ଏବେ ଯାଏଁ ମଧ୍ୟାନ୍ନ ଭୋଜନରେ ଅଣ୍ଡା ବନ୍ଦ ପାଇଁ ନିର୍ଦେଶ ଦିଆଯାଇନାହିଁ । ବିଦ୍ୟାଳୟରେ…

ବଦଳିଲାନି ଚିରାଫଟା ନୋଟ୍ : ରିଜର୍ଭ ବ୍ୟାଙ୍କ ସାମ୍ନାରେ ଟଙ୍କା ଉଡାଇଲେ ଗ୍ରାହକ

ଭୁବନେଶ୍ବର: ଆଜି ରିଜର୍ଭ ବ୍ୟାଙ୍କ ସମ୍ମୁଖରେ ଦେଖିବାକୁ ମିଳିଛି ଅଭୁତପୂର୍ବ ଦୃଶ୍ୟ  । ରାସ୍ତାରେ ଉଡିଲା ଚିରାଫଟା ୫ଶହ , ୨ ଶହ ଓ ଶହେ ଟଙ୍କିଆ  । ଭୁବନେଶ୍ବର ସ୍ଥିତ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆକୁ  ଟଙ୍କା ବଦଳ ପାଇଁ ଆସିଥିବା କିଛି ଗ୍ରାହକ ଫାଟକ ସାମ୍ନାରେ ନୋଟ୍ ଉଡାଉଥିବା…

ବାହାନଗା ଟ୍ରେନ୍ ଦୁର୍ଘଟଣାର ୨୮ ଅଚିହ୍ନା ମୃତଦେହର ହେବ ଅନ୍ତିମ ସଂସ୍କାର : ଏମ୍ସରେ ଡିସପୋଜ୍ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା  । ୨୮ ଅଚିହ୍ନା ମୃତଦେହର ହେବ ଅନ୍ତିମ ସଂସ୍କାର । ଭୁବନେଶ୍ବର ଏମ୍ସ ପକ୍ଷରୁ ଏସବୁ ମୃତଦେହକୁ ଡିସପୋଜ୍ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଅନ୍ତିମ ସତ୍କାର ବେଳେ ପୂର୍ବତଟ ରେଳପଥ, ସିବିଆଇ ଏବଂ ବିଏମସି ଉପସ୍ଥିତ ରହିବେ । ଏସବୁ…

ନିଶା ନିବାରଣ କେନ୍ଦ୍ରରୁ ଆସିଲା ସାଂଘାତିକ ଅଭିଯୋଗ: ଯୁବକଙ୍କୁ ପିଟି ପିଟି କଲେ ହତ୍ୟା

ଭୁବନେଶ୍ୱର : ନିଶା ନିବାରଣ କେନ୍ଦ୍ରରୁ ପୁଣି ସାଂଘାତିକ ଅଭିଯୋଗ ଆସିଛି  । ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା  କରାଯାଇଛି  । ଏଭଳି ଅଭିଯୋଗ ଆସିଛି ଭୁବନେଶ୍ବର ଧଉଳିସ୍ଥିତ ଏକ ନିଶା ନିବାରଣ କେନ୍ଦ୍ରରୁ । ମୃତକ ଝରଣାସାହିର କାଳୁ ନାୟକ ବୋଲି ଜଣାପଡିଛି  । ମାତ୍ର ୩ ମାସ ତଳେ କାଳୁ…

ପରଲୋକରେ ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ର: ଦୀର୍ଘ ଦିନ ଧରି ଡେଙ୍ଗୁରେ ଥିଲେ ପୀଡିତ

ଭୁବନେଶ୍ବର: ପରଲୋକରେ ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ର । ୮୮ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି  । ଦୀର୍ଘ ଦିନ ଧରି ସେ ଡେଙ୍ଗୁରେ ପୀଡିତ ଥିବାବେଳେ ଆଜି ସକାଳ ୭ଟା ୨୨ ମିନିଟରେ ତାଙ୍କର ଦେହାନ୍ତ ଘଟିଛି । ୧୯୫୯ ବ୍ୟାଚର ଆଇପିଏସ୍ ଅଫିସର…

ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା : ଏଯାଏଁ ଶବ ସତ୍କାର ନେଇ ଧାର୍ଯ୍ୟ ହୋଇନି ତାରିଖ

ଭୁବନେଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣା  । ଏବେ ବି ଏମ୍ସ ହସ୍ପିଟାଲରେ ୨୮ ଅଚିହ୍ନା ମୃତଦେହ ପଡିରହିଛି  । ଏସବୁର ସତ୍କାର କିଭଳି ଭାବରେ ସୁରୁଖୁରୁରେ କରାଯାଇପାରିବ , ସେ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁ ପ୍ରକାର ପ୍ରୟାସ କରାଯାଉଛି ।  ଯଦି ଏହି ସମୟ ମଧ୍ୟରେ କେହି ମୃତକଙ୍କ…

ଅକ୍ଟୋବର ୩୧ ଯାଏଁ ଧର୍ମଘଟକୁ ସ୍ଥଗିତ ରଖିଲା ବସ୍ ମାଲିକ ସଂଘ

ଭୁବନେଶ୍ବର: ରାଜ୍ୟରେ ହେବନି ବସ୍ ଧର୍ମଘଟ  । ଅକ୍ଟୋବର ୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ରଖିବାକୁ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି  । ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ଏ ନେଇ ସୂଚନା ଦେଇଛନ୍ତି । ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନାରେ ୧୬ ଶହ ବସ୍ ଚଳାଇବେ । ୧୬ ଶହରୁ ୧…