Latest Odisha News

BREAKING NEWS

Browsing Category

ସହର

City

ସାବଧାନ ଶିକାରୀ: ଏବେ ମୋବାଇଲ ଟ୍ରାକିଂ କରିବେ ବନ କର୍ମଚାରୀ

ଭୁବନେଶ୍ବର: ଶିକାରୀ ଏବଂ ସନ୍ଦିଗ୍ଧଙ୍କୁ ମୋବାଇଲ ଟ୍ରାକିଂ କରିପାରିବେ ବନ କର୍ମଚାରୀ । ଲୋକେସନ୍ ଟ୍ରାକ୍ ସହ କଲ୍ ଡିଟେଲ୍ସ ମଧ୍ୟ ଯାଞ୍ଚ କରିବାକୁ ଅନୁମତି ରହିଛି । ଶିକାରୀ ଦମନ ପାଇଁ କର୍ମଚାରୀଙ୍କୁ ଗୁଳିଚାଳନା ପ୍ରଶିକ୍ଷଣ ଦିଆଯାଉଛି  । ୯୦ଜଣଙ୍କ ପ୍ରଶିକ୍ଷଣ କରିଥିବାବେଳେ…

ଅମିତ ରୋହିଦାସଙ୍କୁ ଦେଢ କୋଟିର ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ହକି ହିରୋ ଅମିତ ରୋହିଦାସଙ୍କୁ ଦେଢ କୋଟି ପୁରସ୍କାର  । ଏହି ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଏସୀୟ କ୍ରୀଡା ହକିରେ ସ୍ବର୍ଣ୍ଣ ବିଜୟ ପାଇଁ ତାଙ୍କୁ ଏହି ପୁରସ୍କାର ଦିଆଯିବ  । ହାଙ୍ଗଝୌରେ ଚାଲିଥିବା ଉନବିଂଶ ଏସୀୟ ଗେମ୍ସରେ ଭାରତର…

ବିମାନ ବନ୍ଦରରେ ସହିଦ ସରୋଜ ଦାସଙ୍କ ପାର୍ଥିବ ଶରୀର, ଦିଆଗଲା ଗାର୍ଡ ଅଫ୍ ଅନର

ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲା ସହିଦ ସରୋଜ ଦାସଙ୍କ ପାର୍ଥିବ ଶରୀର । ସିକ୍କିମ ପ୍ରଳୟଙ୍କରୀ ବନ୍ୟାରେ ୨୩ ଜଣ ଯବାନ ଭାସି ଯାଇଥିଲେ । ଓଡ଼ିଆ ଯବାନ ସରୋଜ ଦାସ ମଧ୍ୟ ଭାସି ଯାଇଥିଲେ। ତାଙ୍କ ମର ଶରୀରକୁ ଉଦ୍ଧାର କରାଯାଇ ଥିବାବେଳେ ଭୁବନେଶ୍ବରରେ ପାର୍ଥିବ ଶରୀର ପହଞ୍ଚିଛି ।…

ପ୍ରଥମଥର ପାଇଁ ତାଳଚେରରେ “ମିସ୍, ମିଷ୍ଟର ଏବଂ ମିସେସ୍ ତାଳଚେର” ରନୱେ

ତାଳଚେର : ସାରା ଓଡ଼ିଶାରେ ଏକ ଦଂଶନ୍ଧି ଧରି ସାଇନିଂ ରକର୍ସ ଏକାଡେମୀ ପକ୍ଷରୁ ବିଭିନ୍ନ ପ୍ରକାରର ରନୱେ ଏବଂ ଫେସନ୍ ସୋ କରାଯାଉଛି  । ଚଳିତବର୍ଷ ପ୍ରଥମଥର ପାଇଁ ତାଳଚେରରେ "ମିସ୍, ମିଷ୍ଟର ଏବଂ ମିସେସ୍ ତାଳଚେର" ରନୱେ ପଞ୍ଚାୟତ ସଭାଘରେ ଅନୁଷ୍ଠିତ ହୋଇଯାଇଛି ।  ଏହି ରନୱେରେ ତାଳଚେର,…

ଭିମସାରରେ ଉତ୍ତେଜନା, ଡାକ୍ତରୀ ଛାତ୍ର ଓ ସୁରକ୍ଷାକର୍ମୀ ପିଟାପିଟି

ସମ୍ବଲପୁର: ପୁଣି ବିବାଦରେ ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲ କଲେଜ । ବୁର୍ଲା ଭୀମସାରରେ ଡାକ୍ତରୀ ଛାତ୍ର ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ତୁମୁଳକାଣ୍ଡ। ଏଥିରେ ଜଣେ ପିଜି ଛାତ୍ର ଆହତ ହୋଇଥିବା ବେଳେ ଜଣେ ସିକ୍ୟୁରିଟି ଗାର୍ଡ ମଧ୍ୟ ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଏକ ବେସରକାରୀ…

ଏଲିଶା ଟେଷ୍ଟିଙ୍ଗ ହିଁ ପ୍ରକୃତ ସ୍କ୍ରବ ଟାଇଫସ ରୋଗ ଚିହ୍ନଟ କରି ପାରିବ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର: ରାଜ୍ୟରେ ସ୍କ୍ରବ୍‌ ଟାଇଫସ୍‌  ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି । ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ  ଥମିବାର ନା ନେଉନାହିଁ । ପ୍ରତିଦିନ ନୂଆ ରୋଗୀ ଚିହ୍ନଟ  ହେଉଛନ୍ତି । ଏପଟେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ଵସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି…

ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହେଲେ କୃଷି ସଚିବ, କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା

ଭୁବନେଶ୍ଵର: ରାଜ୍ୟରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ  ଥମିବାର ନା ନେଉନାହିଁ । ପ୍ରତିଦିନ ନୂଆ ନୂଆ ରୋଗୀ ଚିହ୍ନଟ  ହେଉଛନ୍ତି । ସମ୍ବଲପୁର, କେନ୍ଦୁଝର, ବରଗଡ଼, ପୁରୀ ଓ  କେନ୍ଦ୍ରାପଡ଼ାରେ ଅଧିକ ସ୍କ୍ରବ୍‌ ଟାଇଫସ୍‌ ସଂକ୍ରମିତଙ୍କ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟରେ ଭୟ ବଢ଼ି ଚାଲିଥିବା ବେଳେ…

ସୁଧୁରିବ ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକରେ ଥିବା ଆବାସିକ କଲୋନୀ ରାସ୍ତା, ୪୨୯ଟି ରାସ୍ତା ପ୍ରକଳ୍ପର ଅନୁମୋଦନ…

ଭୁବନେଶ୍ଵର: ସୁଧୁରିବ ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକରେ ଥିବା ଆବାସିକ କଲୋନୀ ରାସ୍ତା । ଏହି ଅଞ୍ଚଳରେ ଥିବା ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଅନୁସାରେ, ଗତ ଅଗଷ୍ଟ…

ସମ୍ବଲପୁର କୁଚିଣ୍ଡାରେ ଅଜଣା ଗାଡି ଧକ୍କାରେ ଦୁଇ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକ

ସମ୍ବଲପୁର: ସମ୍ବଲପୁର କୁଚିଣ୍ଡା ଥାନା ପାରୁଆଭାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳେ ଅଜଣା ଗାଡି ଧକ୍କାରେ ଦୁଇ ଜଣ ଙ୍କର ମୃତ୍ୟୁ ଘଟିଛି  । ମୃତକ ପାରୁଆଭାଡି ଗାଁର ମୁକ୍ତେଶ୍ବର ଧାନ  ଏବଂ ପଣ୍ଡରୀକଟା ଗାଁର ଦଧି ଦର୍କା ବୋଲି ଜଣାପଡିଛି । ସୂଚନା ମୂତାବକ ଏମାନେ ଦୁଇ ଜଣ ଆଜି…

ରାଜଧାନୀ ହିଟ୍ ଆଣ୍ଡ୍ ରନ୍ ମାମଲା: କାର୍ ମାଲିକ ଗିରଫ

ଭୁବନେଶ୍ବର: ରାଜଧାନୀ ହିଟ୍ ଆଣ୍ଡ୍ ରନ୍ ମାମଲା  । ଭୁବନେଶ୍ବରରୁ ଅଭିଯୁକ୍ତ କାର୍ ମାଲିକ ବିକାଶ ପାଲକୁ ପୋଲିସ ଗିରଫ କରିଛି  । ଆଠଗଡରୁ ଭୁବନେଶ୍ବରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା । ଫୁଟପାଥରେ ଶୋଇଥିବା ଜଣେ ଶ୍ରମିକଙ୍କ ଉପରେ କାରଟି ଚଢିଯାଇଥିଲା । ନିଜେ କାର ମାଲିକ ବିକାଶ…