Latest Odisha News

BREAKING NEWS

Browsing Category

ସହର

City

ରାଜଧାନୀ ହିଟ୍ ଆଣ୍ଡ୍ ରନ୍ ମାମଲା: କାର୍ ମାଲିକ ଗିରଫ

ଭୁବନେଶ୍ବର: ରାଜଧାନୀ ହିଟ୍ ଆଣ୍ଡ୍ ରନ୍ ମାମଲା  । ଭୁବନେଶ୍ବରରୁ ଅଭିଯୁକ୍ତ କାର୍ ମାଲିକ ବିକାଶ ପାଲକୁ ପୋଲିସ ଗିରଫ କରିଛି  । ଆଠଗଡରୁ ଭୁବନେଶ୍ବରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା । ଫୁଟପାଥରେ ଶୋଇଥିବା ଜଣେ ଶ୍ରମିକଙ୍କ ଉପରେ କାରଟି ଚଢିଯାଇଥିଲା । ନିଜେ କାର ମାଲିକ ବିକାଶ…

ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୪ଟା ପର୍ଯ୍ୟନ୍ତ ବିଧାନସଭା ମୁଲତବି

ଭୁବନେଶ୍ୱର: ସୁରୁଖୁରୁରେ ଚାଲିପାରୁନି ବିଧାନସଭା । ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତାକାଲି ସରିବାକୁ ଥିବାବେଳେ ଆଜି ମଧ୍ୟ ବିରୋଧିଙ୍କ ହଟ୍ଟଗୋଳ ପାଇଁ ମୁଲତବି ରହିଲା ଗୃହ । ଗୃହ କାର୍ଯ୍ୟ ଆରମ୍ଭରୁ ହିଁ ବିରୋଧି ନାରାବାଜି କରିବା ଆରମ୍ଭ କରିଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ…

ଭୁବନେଶ୍ବର ଲୋକସେବା ଭବନରେ ଅଗ୍ନିକାଣ୍ଡ: ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା

ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନରେ ଅଗ୍ନିକାଣ୍ଡ । ରାଜଧାନୀ ଭୁବନେଶ୍ବରରେ ଥିବା ଲୋକସେବା ଭବନରେ ନିଆଁ ଲାଗିଯାଇଛି  ।  ଲୋକସବା ଭବନର ପ୍ରଥମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି  ।  ରାଜସ୍ବ ବିଭାଗ କାର୍ଯ୍ୟାଳୟରେ ନିଆଁ ଲାଗିଯାଇଛି  । ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା…

ବିଧାନସଭା ମୌସୁମୀ ଅଧିବେଶନ: ଆଜି ପାରିତ ହେବ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ

ଭୁବନେଶ୍ଟର:  ବିଧାନସଭା ମୌସୁମୀ ଅଧିବେଶନରେ ଦୁଇ ଦିନର ବିରତି ପରେ ଆଜି ଚାଲିବ ଗୃହ । ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଗତ ୨୨ ତାରିଖରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୮ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରିଥିଲେ । ବିଧାନସଭା ଆରମ୍ଭ ଦିନଠୁ ବିଭିନ୍ନ…

ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଘରେ ଘରେ କଂଗ୍ରେସ, ଘରେ ଘରେ ହାତ କାର୍ଯ୍ୟକ୍ରମ

ଭୁବନେଶ୍ବର: ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ବିଜେଡି ଜନସମ୍ପର୍କ ପଦଯାତ୍ରା ଆରମ୍ଭ  କରିଥିବାବେଳେ ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କ ପାଖରେ ପହଞ୍ଚିଛି  । ଆଜି ଦଳ ପକ୍ଷରୁ ଭୁବନେଶ୍ୱର ମଧ୍ୟମ ନିର୍ବାଚନ ମଣ୍ଡଳୀର କାଳୀ ମନ୍ଦିର ପାଖରୁ କାର୍ଯ୍ୟକ୍ରମ…

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା: ଡିଏନଏ ଟେଷ୍ଟ ପାଇଁ ସାମ୍ପୁଲ ସଂଗ୍ରହ

ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଘଟଣା । ଆଜି ମାଆ ଏବଂ ଶିଶୁର ଡିଏନଏ ଟେଷ୍ଟ ପାଇଁ ଡାକ୍ତରୀ ଟିମ୍ ସାମ୍ପୁଲ ସଂଗ୍ରହ କରିଛନ୍ତି  । କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଉପସ୍ଥିତିରେ ସାମ୍ପୁଲ ସଂଗ୍ରହ କରାଯାଇଛି । ତେବେ ସୂଚନା ମୂତାବକ ଗତ କିଛି ଦିନ ତଳେ…

ପ୍ରେମିକାକୁ ଭିଡିଓ କଲ କରି ଝୁଲିପଡିଲେ ପ୍ରେମିକ

ଭୁବନେଶ୍ୱର: ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ । ପ୍ରେମିକାଙ୍କୁ ଭିଡିଓ କଲ୍‌ କରି ଫ୍ୟାନ୍‌ରେ ବେଡଶିଟ୍‌ ବାନ୍ଧି ଆତ୍ମହତ୍ୟା କରିଛନ୍ତି ଯୁବକ ଜଣଙ୍କ । ମୃତକ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଅଞ୍ଚଳର ୨୪ ବର୍ଷୀୟ ପ୍ରଭୁପାଦ ମହାରଣା । ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଛକ ନିକଟରେ…

ଏହି ମହାନାୟକଙ୍କ କଥାରେ ଗୋଟିଏ ଓଳି ଖାଦ୍ୟ ଛାଡିଥିଲେ ଦେଶବାସୀ, ଜାଣନ୍ତୁ ଏହାର କାରଣ…

ଭୁବନେଶ୍ଵର: ଆଜି ଅର୍ଥାତ୍ ଅକ୍ଟୋବର ୨ ତାରିଖରେ ଭାରତ ମାଆ ପାଇଥିଲା ୨ଟି ମହାନ ବ୍ୟକ୍ତିତ୍ୱ । ଏହି ଦିନ ଜନ୍ମ ଗ୍ରହଣ କରିଥିଲେ ଦେଶର ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ । ଗୋଟିଏ ଦିନରେ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜନ୍ମ । ଦେଶର…

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ଵର; ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଭୁବନେଶ୍ୱରସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଓ ୟୁନିଟ୍‌-୧ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ…

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା: ଆଜି ମା ଓ ଶିଶୁର ହେବ ଡିଏନଏ ଟେଷ୍ଟ

ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଘଟଣା । ଆଜି ମାଆ ଏବଂ ଶିଶୁର ଡିଏନଏ ଟେଷ୍ଟ କରାଯିବ  । ଗତ କିଛି ଦିନ ତଳେ ହସ୍ପିଟାଲରେ ଶିଶୁ ଅଦଳବଦଳ ହୋଇଥିବା ନେଇ ଅଭିଯୋଗ ହୋଇଥିଲା  ।  ପୁଅ ହୋଇଛି କହି ଝିଅ ଧରାଇବା ଭଳି ସାଂଘାତିକ ଅଭିଯୋଗ ଆଣିଥିଲେ ରାଜକନିକା ଅଞ୍ଚଳର…