Latest Odisha News

BREAKING NEWS

Browsing Category

ସହର

City

ବାଚସ୍ପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲ କରିବେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଓଡ଼ିଶା ବିଧାନସଭାରେ ଇତିହାସ ସୃଷ୍ଟି ହେବାକୁ ଯାଉଛି  । ପ୍ରଥମଥର ପାଇଁ ଜଣେ ମହିଳା ବାଚସ୍ପତି ହେବାକୁ ଯାଉଛନ୍ତି  । ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି  ।…

ଅନୁଗୁଳରେ ଥମୁନି ହାତୀ ଉପଦ୍ରବ: ହାତୀ ଆକ୍ରମଣରେ ଜଣେ ମୃତ

ଅନୁଗୁଳ : ଅନୁଗୁଳ ଜିଲ୍ଲାରେ ଥମୁନି ହାତୀ ଉପଦ୍ରବ  । କେତେବେଳେ ହାତୀ ଆକ୍ରମଣରେ ମଣିଷ ଜୀବନ ଯାଉଛି  । ତ ଆଉ କେତେବେଳା ହାତୀ-ମଣିଷ ଲଢେଇ ମଧ୍ୟରେ ହାତୀର ଜୀବନ ଯାଉଛି  । ଅନେକ ସ୍ଥାନରେ ଖାଦ୍ୟ ଅନ୍ବେଶଣରେ ଆସି ଗାଁ ମୁହାଁ ହେଉଛନ୍ତି ହାତୀ ପଲ  । ଆଜି ଏମିତି କିଛି ଘଟଣା ଦେଖିବାକୁ…

ପାରାଦୀପ ନେହେରୁ ବଙ୍ଗଳା ମାଛ ଧରା ବୋଟ୍ ବୁଡି ଘଟଣା : ୫ ମତ୍ସ୍ୟଜୀବୀ ଉଦ୍ଧାର, ୩ ଜଣ ଏବେବି ନିଖୋଜ

ପାରାଦୀପ ନେହେରୁ ବଙ୍ଗଳା ମାଛ ଧରା ବୋଟ୍ ବୁଡି ଘଟଣା  । ୫ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୩ଜଣ ଏବେବି ନିଖୋଜ ଅଛନ୍ତି । ପାରାଦୀପ ମେରାଇନ ଥାନା  ଓ କୋଷ୍ଟ ଗାର୍ଡ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି । ସୂଚନା ଅନୁସାରେ ଗତକାଲି ଡଙ୍ଗାଟି ମାଛ ଧରି ଫେରୁଥିବାବେଳେ…

ପବିତ୍ର ଗଣେଶ ଚତୁର୍ଥୀ: ସବୁଠି ଚାଲିଛି ଗଜାନନଙ୍କ ଆରାଧନା

ଭୁବନେଶ୍ବର: ଆଜି ପବିତ୍ର ଗଣେଶ ଚତୁର୍ଥୀ । ଧରାପୃଷ୍ଠରେ ଅବତରଣ କରିଛନ୍ତି ପ୍ରଭୁ ଗଜାନନ  । ଗାଁଠୁ ସହର ସବୁଠି ଉତ୍ସବର ପରିବେଶ । ସବୁଠି ଗଜାନନଙ୍କୁ ପୂଜାର୍ଚ୍ଚନା କରାଯାଉଛି  । ସୁଉଚ୍ଚ ତୋରଣ ସାଙ୍ଗକୁ ବିଶାଳକାୟ ମେଢ ଏବଂ ରଙ୍ଗୀନ ଆଲୋକମାଳା ଆଖି ଝଲସାଇ ଦେଉଛି  । ହୋମଯଜ୍ଞରେ…

ଆଉ ନାହିଁ Z+ ଉପରେ ଭରସା, ଏଣିକି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା କରିବ ସ୍ୱତନ୍ତ୍ର ସ୍କ୍ୱାଡ୍

ଭୁବନେଶ୍ଵର: ଏଣିକି ଆଉ ନାହିଁ ଜେଡ୍‍ ପ୍ଲସ୍‍ ସୁରକ୍ଷା ଉପରେ ଭରସା । ଏବେଠାରୁ ମୁଖ୍ୟମନ୍ତ୍ରୀଙ୍କ ଲାଗି କାର୍ଯ୍ୟ କରିବ ସ୍ୱତନ୍ତ୍ର ସ୍କ୍ୱାଡ୍‍ । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ନିୟୋଜିତ ହେବେ ୯୧ ଜଣ ସ୍ୱତନ୍ତ୍ର ଅଧିକାରୀ । ଅନ୍ତର୍ଘାତୀ କାର୍ଯ୍ୟ, ଆକ୍ରମଣ ତଥା ଦଳ ଭିତରେ ହେଉଥିବା…

ଏଲିଶା ପଦ୍ଧତିରେ ମିଳିବ ସ୍କ୍ରବ ଟାଇଫସ୍ ମୃତ୍ୟୁର ସଠିକ୍ ତଥ୍ୟ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍  । ବରଗଡ ଏବଂ ସୁନ୍ଦରଗଡରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି  । ସୁନ୍ଦରଗଡ ଜିଲ୍ଲାରେ ଆଜି ପୁଣି ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଜିଲ୍ଲାରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩ରେ ପହଞ୍ଚିଛି  ।…

ମନ୍ଦିରରେ ଚହଳ, ଉପରୁ ହେଉଛି ସାପ ବର୍ଷା

ଭୁବନେଶ୍ଵର: ଆଜି ହେଉଛି ବାଲି ତୃତୀୟା ଓଷା ତଥା ସୋମବାର । ସକାଳୁ ସକାଳୁ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ହଠାତ୍ ସେତେବେଳେ ଭକ୍ତଙ୍କ ମୁଣ୍ଡରେ ପଡିଲା ସାପ ଛୁଆ । ଭୟରେ ଭକ୍ତ ଚାରିଆଡେ ଦୌଡିବାକୁ ଲାଗିଲେ । ଏପରି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ନୀଳାଦ୍ରି ବିହାର ସ୍ଥିତ…

ଓଡିଶା ଅମଲା ସଂଘ କୋରାପୁଟ ଜିଲ୍ଲା ଶାଖାର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଜୟପୁର: ଜୟପୁର ସଙ୍ଗମ୍ କଲ୍ୟାଣ ମଣ୍ଡପଠାରେ ଓଡ଼ିଶା ଅମଲା ସଂଘ କୋରାପୁଟ ଜିଲ୍ଲା ଶାଖା ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି  । ଅମଲା ସଂଘ ସଭାପତି ଶଶୀଭୂଷଣ ଦାଶଙ୍କ ସଭାପତିତ୍ବରେ କୋରାପୁଟ ଜିଲ୍ଲା ର ବିଭିନ୍ନ ବିଭାଗରେ କାର୍ଯ୍ୟରତ ଶତାଧିକ ଅମଲା ଯୋଗଦେଇଥିଲେ । ଅମଲା ମାନଙ୍କ…

ରାଜ୍ୟରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ଆଉ ଏକ ଜୀବନ ନେଲା ସ୍କ୍ରବ୍ ଟାଇଫସ୍

ଭୁବନେଶ୍ଵର: ସାରା ରାଜ୍ୟରେ ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଏହି ରୋଗରେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ୍ ୬ ଜଣଙ୍କର ଜୀବନ ହାନି ହେଲାଣି । ସେପଟେ ସୁନ୍ଦରଗଡ଼ରେ ଆଜି ପୁଣି ୧୧ ଜଣ ସ୍କ୍ରବ୍ ଟାଇଫସ୍…

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ  । କହିଛନ୍ତି  ରାଜ୍ୟରେ ବନ୍ୟା ସ୍ଥିତି ନାହିଁ  । ଉପରମୁଣ୍ଡରେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମୁଛି  ।   ଆଉ ଦିନେ ଦୁଇ ଦିନ ଭିତରେ ସେଠାରୁ ପାଣି ଛାଡ଼ିଯିବ ।  …