Latest Odisha News

BREAKING NEWS

Browsing Category

ସହର

City

କେନ୍ଦ୍ରାପଡାରେ ଆତଙ୍କ: ମାଛ ଜାଲରେ ପଡିଲା କୁମ୍ଭୀର, ବନ ବିଭାଗକୁ ହସ୍ତାନ୍ତର କଲେ ମତ୍ସ୍ୟଜୀବୀ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାରେ ଥମୁନି କୁମ୍ଭୀର ଆତଙ୍କ  । ଗତ କିଛି ଦିନ ହେବ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କୁମ୍ଭୀର ଆତଙ୍କ ଦେଖିବାକୁ ମିଳୁଛି  । କୁମ୍ଭୀର ଆକ୍ରମଣରେ ବହୁ ଜୀବନ ହାନି ମଧ୍ୟ ଘଟୁଥିବା ଦୃଶ୍ୟ ସାମ୍ନାକୁ ଆସୁଛି  ।     ଆଜି କିନ୍ତୁ କିଛି ଭିନ୍ନ ଘଟଣା ଦେଖିବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ! ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତାକାଲି ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଆଜିଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି  ପାଣିପାଗ ବିଭାଗ । ଆଜି ପାଇଁ…

କଲେଜ ଛାତରେ ରିଲ୍ସ କରିବା ପଡିଲା ମହଙ୍ଗା, ଏଣିକି କଲେଜରେ ରିଲ୍ସ ମନା

ବ୍ରହ୍ମପୁର: କଲେଜ ଛାତରେ ରିଲ୍ସ କରିବା ପଡିଲା ମହଙ୍ଗା । ଭିଡିଓ ଭାଇରାଲ ହେବା ପରେ କଲେଜ ପକ୍ଷରୁ ପ୍ରକାଶ ପାଇଲା ତତ୍ପରତା । ବ୍ରହ୍ମପୁର ଶଶିଭୂଷଣ ରଥ ସ୍ୱୟଂଶାସିତ ମହିଳା କଲେଜରେ ଏଣିକି ରିଲ୍ସ କରିବାକୁ ବାରଣ କରାଯାଇଛି । କଲେଜ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ କଲେଜ ପକ୍ଷରୁ…

ଆସନ୍ତା ୧୨ରେ ଆଉ ଏକ ଘୂର୍ଣ୍ଣିବଳୟ, ବଢିପାରେ ବର୍ଷାର ପରିମାଣ

ଭୁବନେଶ୍ଵର: ରାଜ୍ୟରେ ସକ୍ରିୟ ରହିଛି ମୌମୁମୀ ବାୟୁ । ଫଳରେ ଗତ କିଛି ଦିନ ହେବ ରାଜ୍ୟରେ ପ୍ରବଳ ବର୍ଷା ହେଉଥିଲା। କିନ୍ତୁ ଦୁଇ ଦିନ ହେବ ରାଜ୍ୟରେ ପାଗ ଶୁଖିଲା ରହିଛି । ତେବେ ପୁଣି ବର୍ଷାରେ ଭିଜିବ ଓଡି଼ଶା । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ…

ଉତ୍କଳ ବିଶ୍ବବିଦ୍ୟାଳୟରେ ପୁଣି ଉତ୍ତେଜନା: ହଷ୍ଟେଲ ନମିଳିବାକୁ ନେଇ ଛାତ୍ରଙ୍କ ଧାରଣା

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁଣି ଉତ୍ତେଜନା  । ପିଜି ନାମଲେଖାର ଏକ ମାସ ବିତିଯାଇଛି  । ହେଲେ ହଷ୍ଟେଲ ପାଇଁ  ଆଲର୍ଟମେଣ୍ଟ ହୋଇପାରିଲାନାହିଁ  । ଯାହାକୁ ନେଇ ତାତିଛନ୍ତି ଛାତ୍ର  । ଗୋପବନ୍ଧୁ ଛାତ୍ରାବାସ ସମ୍ମୁଖରେ ଶତାଧିକ ଛାତ୍ର ଧାରଣା ଦେବା ସହ ନାରାବାଜି କରୁଥିବା…

ସରିଲା ବଣଭୋଜି ବେଶ: ଆଜି ମହାପ୍ରଭୁଙ୍କ କାଳୀୟଦଳନ ବେଶ

ପୁରୀ : ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥି  । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ଅନୁଷ୍ଠିତ ହେବ  । ମଧ୍ୟାହ୍ନ ଧୂପ ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା…

ସୌମ୍ୟଙ୍କୁ ପୁଣି ବିଜେଡି ବାଣ: ଦଳ ଛାଡି ସମ୍ପାଦକୀୟ ଲେଖିବାକୁ କହିଲେ ଶକ୍ତିମନ୍ତ୍ରୀ ପ୍ରତାପ ଦେବ

ଭୁବନେଶ୍ଵର:ଅରୁଣ ସାହୁ, ଅତନୁ ସବ୍ୟସାଚୀଙ୍କ ପରେ ସୌମ୍ୟଙ୍କୁ ଶକ୍ତି ମନ୍ତ୍ରୀ ପ୍ରତାପ ଦେବଙ୍କ କଟାକ୍ଷ   । ସୌମ୍ୟଙ୍କୁ ସମାଲୋଚନ କରି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ଦଳରେ ରହି ଦଳର ନେତା, ସରକାରଙ୍କୁ ସେ ନିରନ୍ତର ସମାଲୋଚନା କରୁଛନ୍ତି । ଏପରି କରିବାକୁ ବ୍ଲାକମେଲ ଟାକ୍ଟିସ…

ନନ୍ଦନକାନନରେ ନୂଆ ଅତିଥି: ମିଜୋରାମରୁ ଆସିଲେ ହୁଲକ ଗିବନ ସମେତ ୫ ଜୀବଜନ୍ତୁ

ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର  ।       ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଗତକାଲି ରାତିରେ ମିଜୋରାମ ଆଇଜଲ ଚିଡିଆଖାନାରୁ ଦୁଇ ହୁଲକ ଗିବନ ସମେତ ୫ ଜୀବଜନ୍ତୁ ଆସିଛନ୍ତି । ଦୁଇ ଦୁଇ ହୁଲକ ଗିବନଙ୍କ ବୟସ ୪ ବର୍ଷ ଓ ୧୧ ବର୍ଷ । ଏହି ୫ ଜୀବଜନ୍ତୁ ଆସିବା ପରେ …

ଡେରାସରେ ଜବରଦଖଲ ଅଭିଯୋଗ ପରେ କାର୍ଯ୍ଯାନୁଷ୍ଠାନ ପାଇଁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ବେଆଇନ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ନେଇ ଏକ ଚିଠି ଲେଖିବା ପରେ ରାଜ୍ୟ ସରକାର ଏହାକୁ ଗ୍ରହଣ କରିଛନ୍ତି। ଆଉ ପ୍ରଶାସନ ପକ୍ଷରୁ ତହସିଲଦାର ଓ ନିର୍ବାହୀ ଯନ୍ତ୍ରୀଙ୍କୁ ଜମିକୁ…

ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି । ଟଙ୍କା ବ୍ୟାଗ୍ ଧରି ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ଦେବୀପ୍ରସାଦଙ୍କ ଠାରୁ ନଗଦ ୨ଲକ୍ଷ ୧୪ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଧରାପଡିବା ପରେ ଆୟ ବହିର୍ଭୂତ…