Latest Odisha News

BREAKING NEWS

Browsing Category

ସହର

City

ପୁରୀ କେନାଲରେ ବୁଡ଼ି ଛାତ୍ର ନିଖୋଜ; ମିଳୁନି ପତ୍ତା

ଭୁବନେଶ୍ଵର: ପୁରୀ ମୁଖ୍ୟ କେନାଲରେ ଭାସିଗଲେ ନାବାଳକ । ବାଲିଅନ୍ତା ରଙ୍ଗବଜାର ନିକଟ ପୁରୀ ମୁଖ୍ୟ କେନାଲରେ ଜଣେ ୧୭ବର୍ଷୀୟ ନାବାଳକ ଭାସିଯାଇ ନିଖୋଜଥିବା ଜଣାପଡିଛି । ନିଖୋଜ ଥିବା ନାବାଳକଜଣଙ୍କ ହେଉଛନ୍ତି ଝାରପଡା ଅଞ୍ଚଳର ଜୟଦେବ ପ୍ରସାଦ ।ଗତକାଲି ପୁରୀ କେନାଲକୁ ଗାଧୋଇବାକୁ ଆସିଥିଲେ…

ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ମାମଲା : ୩ ଅଭିଯୁକ୍ତ ଗିରଫ

ରାଉରକେଲା : ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ପଡିଲା ମହଙ୍ଗା  । ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି  । ଏମାନେ ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ଟ୍ରକ ଡ୍ରାଇଭରଙ୍କ ଠାରୁ ବଟି ଆଦାୟ କରୁଥିବା ଅଭିଯୋଗ ରହିଛି । ଝାଡ଼ଖଣ୍ଡର ଠେଠେଇଟାଙ୍ଗର ପୁଲିସ ତିନି ଯୁବକଙ୍କୁ ଗିରଫ କରି…

ସିସି ଟିଭିରେ ବ୍ଲାକ ଜ୍ୟାକେଟ ପିନ୍ଧା ଛିନତାଇ ଗ୍ୟାଙ୍ଗ : ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ

ଭୁବନେଶ୍ୱର : ସାମ୍ନାକୁ ଆସିଲା ସୁନା ଚେନ ଲୁଟ ବେଳର ସିସି ଟିଭି ଭିଡିଓ । କଳା ଜ୍ୟାକେଟ ପିନ୍ଧି ସ୍ପିଡି ବାଇକରେ ଆସି ସୁନା ଚେନ ଲୁଟି ନେଉଛନ୍ତି  । ଏମାନେ ମୁଖ୍ୟତଃ ମହିଳା ମାନଙ୍କୁ ଟାର୍ଗେଟ କରି ଏଭଳି ଲୁଟପାଟ୍ କରୁଛନ୍ତି  । ନମ୍ବର ପ୍ଲେଟ ଟାମ୍ପରିଙ୍ଗ କରି ମୁହଁ ଘୋଡାଇ ସ୍ପିଡ…

ପବିତ୍ର ଜନ୍ମାଷ୍ଟମୀ: ସବୁଠି କୃଷ୍ଣମୟ ପରିବେଶ, ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ଭୁବନେଶ୍ବର: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଏ ନେଇ ଗାଁଠୁ ସହର ସବୁଠି କୃଷ୍ଣମୟ ପରିବେଶ  । ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ଏହି ପର୍ବକୁ ବେଶ ଆନନ୍ଦ ଉତ୍ସାହର ସହ ପାଳନ…

ସକ୍ରିୟ ଲଘୁଚାପ କ୍ଷେତ୍ର: ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷିବ !

ଭୁବନେଶ୍ୱର : ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଏହାର ପ୍ରଭାବରେ ଆଉ ତିନି ଦିନ ଯାଏ ପ୍ରବଳ ବର୍ଷା ହେବ ନେଇ ଆକଳନ କରିଛି ଆଇଏମଡି  । ଆଜି ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି  । ଆଜି ସକାଳ ୮ଟା ୩୦…

ଆଜି ପବିତ୍ର ଜନ୍ମାଷ୍ଟମୀ, ଜାଣନ୍ତୁ ଏହି ପର୍ବର ରୀତିନୀତି

ଭୁବନେଶ୍ଵର: ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବକୁ ଜନ୍ମାଷ୍ଟମୀ କୁହାଯାଇଥାଏ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀରେ ଭଗବାନ ଶ୍ରୀକୃଷ୍ଣ ଧରାପୃଷ୍ଠରେ ଜନ୍ମଗ୍ରହଣ କରିଥିଲେ । ଦେବକୀ ଓ ବସୁଦେବଙ୍କ ଅଷ୍ଟମ ସନ୍ତାନ ଭାବେ ମହାରାଜା କଂସଙ୍କ…

ଅଧିକ ଆଚାର ଖାଉଛନ୍ତି କି? ଯଦି ହଁ ତେବେ ହୋଇଯାଆନ୍ତୁ ସାବଧାନ

ଭୁବନେଶ୍ଵର: ଦୈନନ୍ଦିନ ଭୋଜନ ସହିତ ଆଚାର ଏକ ଅଂଶ ପାଲଟିଗଲାଣି । ଘରେ ଯଦି କିଛି ନାହିଁ ତେବେ ଆଚାର ସହିତ ଭାତ ହେଉ ଅବା ରୁଟି ଖାଇ ଦେଉଛନ୍ତି । ତେବେ ଆପଣ ଜାଣିଛନ୍ତି କି, ଏହି ଆଚାର ଅଧିକ ଆହାର କରିବା ଶରୀର ପାଇଁ କ୍ଷତିକାର ସାବ୍ୟସ୍ତ ହୋଇଥାଏ । ଆଚାରରେ ଅଧିକ ପରିମାଣର ଲାକ୍ଟିକ୍ ଏସିଡ୍…

ଜାତୀୟ ପୋଷଣ ସପ୍ତାହ, ଥାଳିରେ ରଖନ୍ତୁ ପୋଷଣଯୁକ୍ତ ଖାଦ୍ୟ

ଭୁବନେଶ୍ଵର: ସ୍ୱାସ୍ଥ୍ୟକର ଖାଦ୍ୟ, ସୁସ୍ଥ ଶରୀର। ଆମେ ଦୈନନ୍ଦିନ ଜୀବନରେ କ’ଣ ଖାଉଛେ, ତାହାର ସିଧାସଳଖ ପ୍ରଭାବ ଆମ ଶରୀର ଉପରେ ପଡ଼ିଥାଏ। ସୁସ୍ଥ ଓ ପୁଷ୍ଟିକର ଖାଦ୍ୟ ଖାଇବା ଦ୍ୱାରା ବିଭିନ୍ନ ରୋଗ ହେବାର ଆଶଙ୍କାକୁ ଦୂରେଇ ପାରିବା। ସୁସ୍ଥ ଖାଦ୍ୟ ମସ୍ତିଷ୍କଠାରୁ ଆରମ୍ଭ କରି ଶାରୀରିକ…

ପୋଲିସ କବଜାରେ ଛିନତାଇ ଗ୍ୟାଙ୍ଗ: ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ଵର: କମିଶନରେଟ୍ ପୋଲିସ କବଜାରେ ଛିନତାଇ ଗ୍ୟାଙ୍ଗ । ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ । ସେମାନଙ୍କ ନିକଟରୁ ୩୦ଟି ସୁନା ଚେନ, ୩ଟି ବାଇକ ଜବତ କରିଛି କମିଶନରେଟ ପୋଲିସ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ଡିସିପି  ପ୍ରତୀକ ସିଂ । ଡିସିପିଙ୍କ ସୂଚନା ଅନୁସାରେ, ଏହି…

ହଷ୍ଟେଲ ନିର୍ମାଣରେ ସରକାରୀ ଅର୍ଥ ଆତ୍ମସାତ ମାମଲା, ହିନ୍ଦୁସ୍ତାନ ଷ୍ଟିଲ୍ କନଷ୍ଟ୍ରକସନରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ଵର: ହିନ୍ଦୁସ୍ତାନ ଷ୍ଟିଲ୍ କନଷ୍ଟ୍ରକସନ ୱାର୍କସ୍ ଲିମିଟେଡର ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ବାସଭବନରେ ଭିଜିଲାନ୍ସ ରେଡ୍ । ଅନୁସୂଚିତ ଜାତି ଛାତ୍ରାବାସ ନିର୍ମାଣରେ ବ୍ୟାପକ ଅନିୟମିତତା କରି ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ଭୁବନେଶ୍ଵର ନୟାପଲ୍ଲୀ ସ୍ଥିତ ଏନ୍୧/୧୫୭ରେ ଚଢାଉ…