Latest Odisha News

BREAKING NEWS

Browsing Category

ସହର

City

ଅକ୍ଟୋବରରୁ ଆରମ୍ଭ ହେବ ବ୍ୟାଘ୍ର ଗଣନା, ଦେଢ ମାସ ଧରି ଚାଲିବ ଗଣନା

ଭୁବନେଶ୍ଵର: ଆସନ୍ତା ଅକ୍ଟୋବର ମାସରୁ ରାଜ୍ୟରେ ଆରମ୍ଭ ହେବ ବ୍ୟାଘ୍ର ଗଣନା । ଏନେଇ ବନ୍ୟ ପ୍ରାଣୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବାଘ ସନ୍ଧାନ ମିଳିଥିବା ରାଜ୍ୟର ବିଭିନ୍ନ ଜଙ୍ଗଲରେ କ୍ୟାମେରା ଦ୍ୱାରା ବ୍ୟାଘ୍ର ଗଣନା କରାଯିବ। ଏହାର ରିପୋର୍ଟ ଆସନ୍ତା ଜାନୁୟାରୀ ମାସ ଶେଷ ସୁଦ୍ଧା…

ଉଡ଼ାଣର ୨୫ ମିନିଟ୍ ପରେ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି : ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ

ଭୁବନେଶ୍ବର: ମଝି ଆକାଶରେ ବିମାନରେ ଆତଙ୍କ । ଭୁବନେଶ୍ୱରରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେବାର ଅଧା ରାସ୍ତାରୁ ଫେରି ଆସିଛି । ଉଡାଣର ୨୫ ମିନିଟ ପରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିବା ଘୋଷଣା କରିଥିଲେ କ୍ୟାପଟେନ । ବିମାନର ବାମ…

ଭୁବନେଶ୍ବର ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ, ଜଣେ ଅଟକ

ଭୁବନେଶ୍ବର: ଭୁବନେଶ୍ବର ରେଳଷ୍ଟେସନରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ ହୋଇଛି  । ଏସବୁ ଟ୍ରେନରେ ସିକନ୍ଦରାବାଦକୁ ପଠାଯାଉଥିଲା । ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ପ୍ୟାକେଟକୁ ଜବତ କରିଛି  । ସୂଚନା ଅନୁଯାୟୀ  ଭୁବନେଶ୍ବର ରେଳ…

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ: ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ !

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଗାମୀ ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ । ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

NRI କୋଟାରେ ଆଡମିଶନ ଠକେଇ, ୨ ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ୱର: NRI କୋଟାରେ ଚାଲୁଥିବା ବଡ଼ ଜାଲିଆତି ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ନାମୀ ଦାମୀ ବିଶ୍ୱବିଦ୍ୟାଳୟରେ ନାମ ଲେଖା ଆଳରେ ଠକୁଥିବା ଏକ ଠକେଇ ଗୃପର ପର୍ଦ୍ଦାଫାସ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଯୁବପିଢିଙ୍କୁ MBBS ନାମଲେଖା ଆଳରେ ଠକେଇ କରୁଥିବା ୨ ଠକଙ୍କୁ…

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶା ଉପର ବାୟୁମଣ୍ଡଳର…

ସୁବର୍ଣ୍ଣପୁରରୁ ୪୧ ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ , ଜଣେ ଗିରଫ

ଭୁବନେଶ୍ୱର: ଭଡା ଘରେ ଛପା ଯାଉଥିଲା ଜାଲ ନୋଟ୍  । ଧରିଲା ଏସଟିଏଫ୍  । ସୁବର୍ଣ୍ଣପୁରରୁ ଜବତ ହୋଇଛି ୪୧ ଲକ୍ଷ ଟଙ୍କାର ଜାଲ୍‌ ନୋଟ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅଞ୍ଚଳରେ ଏସଟିଏଫ୍ ଚଢାଉ କରି ୪୧ ଲକ୍ଷ ୧୬ ହଜାର ଟଙ୍କା ୫୦୦ ଟଙ୍କିଆ ଜାଲ ନୋଟ୍ ଜବତ କରିଛି  । ଘଟଣାରେ ଜଣଙ୍କୁ…

ଆକାଶରୁ ଖସିଲା ମୃତ୍ୟୁ: ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତରେ ଚାଲିଗଲା ୧୦ ଜଣଙ୍କ ଜୀବନ

ଭୁବନେଶ୍ଵର: ବର୍ଷା ହେଲା ମାତ୍ରେ ଲୋକଙ୍କୁ ଘାରୁଛି ବଜ୍ରାଘାତର ଭୟ । ଗତ କିଛିଦିନ ମଧ୍ୟରେ ବଜ୍ରାଘାତରେ ରାଜ୍ୟର ଅନେକ ଲୋକଙ୍କ ଜୀବନ ଗଲାଣି । ତେବେ ଗତକାଲି ଗୋଟିଏ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ଖୋର୍ଦ୍ଧା…

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ: ୪୮ ଘଣ୍ଟାରେ ନେବ ଲଘୁଚାପର ରୂପ

ଭୁବନେଶ୍ୱର : ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ । ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି  ।  ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ପ୍ରବଳ ବର୍ଷା ନେଇ ୧୪…

ପୂରଣ ହେଲା ସୂର୍ଯ୍ୟ ପାତ୍ରଙ୍କ ଶେଷ ଇଚ୍ଛା: ମୃତ୍ୟୁ ପରେ ବି ଦୁନିଆ ଦେଖିବେ ସୂର୍ଯ୍ୟ, ଚକ୍ଷୁ ଦାନ କଲେ ପରିବାର ଲୋକ

ଭୁବନେଶ୍ୱର : ପରଲୋକରେ ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଗତକାଲି ସନ୍ଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଆଜି ଅପରାହ୍ନ ସମୟରେ ଗଞ୍ଜାମ ଦିଗପହଣ୍ଡିରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ  ।  ବରିଷ୍ଠ…