Latest Odisha News
Browsing Category

ସହର

City

ସ୍ବର୍ଗତ ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ: କହିଲେ ସୂର୍ଯ୍ୟଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ…

ଭୁବନେଶ୍ବର: ସୂର୍ଯ୍ୟ ଅସ୍ତ ହେବା ସହ ସହ ଓଡ଼ିଶାର ରାଜନୀତି ରୁ ମଧ୍ୟ ସୂର୍ଯ୍ୟ ଅସ୍ତ ହୋଇଛି  । ଗତକାଲି ଇହଲୀଳା ସମ୍ବରଣ କରିଛନ୍ତି ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର  । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱରର ଏକ ଘରୋଇ…

ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ, ଅଳ୍ପକେ ବର୍ତ୍ତିଲେ ଲୋକେ

ପୁରୀ: ପୁରୀ ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ । ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ଏହି ବୋମା ବିସ୍ପୋରଣ ହୋଇଥିବା ସୂଚନା ମିଳିଛି । ତେବେ ବିସ୍ଫୋରଣରେ କାହାର କିଛି କ୍ଷତି ହୋଇନଥିବା ବେଳେ ଏକ କୁକୁରର ପ୍ରାଣ ଯାଇଛି । ସୂଚନା ଅନୁସାରେ, ପୁରୀ ଜିଲ୍ଲା ପେଣ୍ଠକଟାସ୍ଥିତ…

ରିଲିଜ୍ ହୋଇଛି ଫିଲ୍ମ ‘ପୁଷ୍କରା’ର ଟ୍ରେଲର, ଚଳଚ୍ଚିତ୍ର ସଫଳତା ନେଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ସବ୍ୟସାଚୀ

ପୁରୀ: ଆଧୁନିକ ସମାଜ ମଧ୍ୟରେ ଅନେକ ପରମ୍ପରା ଏବେ ବିଲୁପ୍ତ ହେବାରେ ଲାଗିଛି । ଜଣେ ବ୍ୟକ୍ତି ମୃତ୍ୟୁବରଣ କଲେ ପୁଷ୍କର ଛଡାଇବା ପାଇଁ ଜଣେ ପୁଷ୍କରାର ଆବଶ୍ୟକ ପଡିଥାଏ । ଯାହାକୁ ପୁରୀ ଲୋକକଥାରେ ଭୈରବ ବୋଲି କୁହାଯାଇଥାଏ । ବିଭିନ୍ନ  ସ୍ଥାନରେ ଭିନ୍ନଭିନ୍ନ ନାମରେ ପୁଷ୍କରାକୁ ନାମିତ…

ଥମୁନି ଧଳାଜହର କାରବାର: ଉତ୍ତର ପିପିଲି ନିକଟରୁ ୧କିଲୋ ୮୦ ଗ୍ରାମ୍ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢୁଛି ଧଳା ଜହର କାରବାର  । ଆଜି ଏସଟିଏଫ୍ ଟିମକୁ ବଡ ସଫଳତା ମିଳିଛି  । ଉତ୍ତର-ପିପିଲି ନିକଟରୁ ୧ କିଲୋ ୮୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି   । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୮ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି  । ଏହି ଘଟଣାରେ…

ଆସୁଛି ଲଘୁଚାପ : ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷିବ ! ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସୁଛି ଲଘୁଚାପ  ।  ଆସନ୍ତାକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ  ସୃଷ୍ଟି ହେବ । ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୩ ଏବଂ ୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ବିଜୁଳି ଘଡ଼ିଘଡ଼ି ସହ ବର୍ଷା ପାଇଁ ୨୨…

ରିଲିଜ ହେଲା ବହୁ ପ୍ରତିକ୍ଷୀତ ଫିଲ୍ମ ‘ପୁଷ୍କରା’ର ଟ୍ରେଲର

ଭୁବନେଶ୍ଵର: ରିଲିଜ ହେଲା ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ପୁଷ୍କରା’ର ଟ୍ରେଲର । ଦୀର୍ଘ ୨ ବର୍ଷ ପରେ ବହୁ ପ୍ରତିକ୍ଷୀତ ଓଡ଼ିଆ ଫିଲ୍ମ 'ପୁଷ୍କରା' ସହ ବଡ଼ ପରଦାରେ ନଜର ଆସିବେ ଓଲିଉଡ ଅଭିନେତା ସବ୍ୟସାଚୀ ମିଶ୍ର । ଗଣେଶ ପୂଜାରେ ରିଲିଜ ହେବ ଏହି ଫିଲ୍ମ ।…

ଅରିନ୍ଦମଙ୍କ ଅଭିନୀତ ସିନେମା “ରାମ୍”ରେ ନଜର ଆସିବେ ବଲିଉଡର ରାହୁଲ୍ ଦେବ୍

ଭୁବନେଶ୍ୱର: ଅନେକ ଦିନର ବ୍ୟବଧାନ ପରେ ଓଡ଼ିଆ ସିନେମା ଜଗତକୁ କମ୍‌ବ୍ୟାକ୍ କରୁଛନ୍ତି ଓଲିଉଡ୍ ସୁପରଷ୍ଟାର ଅରିନ୍ଦମ୍ । ଆଗାମୀ ଦଶହରାରେ ତାଙ୍କୁ ଏକ ଭିନ୍ନ ଚରିତ୍ର ‘ରାମ୍‌’ ଅବତାରରେ ଦେଖିବାକୁ ମିଳିବ । ଶେଷଥର ପାଇଁ ୨୦୨୦ ମସିହା ଜାନୁଆରୀ ୧୨ ତାରିଖରେ ମୁକ୍ତିଲାଭ କରିଥିବା ତାପସ୍…

SC/ST ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ଏଣିକି ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: SC\ST ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମାଗଣାରେ ମେଡିକାଲ ଓ ଇଞ୍ଜିନିୟରିଂ ପଢିପାରିବେ SC\ST ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରେ ସମସ୍ତ ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନା ମେଧାବୀ…

ପୁଣି ଥରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ, ପବିତ୍ର ସ୍ଥାନଗୁଡ଼ିକୁ ଦେଖିଲେ ତୀର୍ଥଯାତ୍ରୀଙ୍କୁ ଦେବାକୁ…

ପୁରୀ: ଜଗା ଦର୍ଶନ ପାଇଁ ଟଙ୍କା ଗଣିବେ ଭକ୍ତ । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର…

ମାଣ୍ଡିଆ ଦୂର କରେ ଅନେକ ସମସ୍ୟା, ଜାଣନ୍ତୁ ଏହାର ଫାଇଦା

ଭୁବନେଶ୍ଵର: ଏବେ ଖୁବ୍ ଚର୍ଚ୍ଚାରେ ମିଲେଟ ଜାତୀୟ ଖାଦ୍ୟ, ଯେଉଁଥିରେ ମାଣ୍ଡିଆ, ଯଅ, ବାଜରା ଆଦି ବିଭିନ୍ନ ଫସଲ ଅନ୍ତର୍ଭୂକ୍ତ । ମିଲେଟରେ ଅଧିକ ପରିମାଣର ପୋଷକ ତତ୍ତ୍ଵ ରହିଥାଏ ତେଣୁ ଏହା ଆମ ସ୍ୱାସ୍ଥ୍ୟ ପାଇଁ ଖୁବ୍ ହୀତକାରକ ଅଟେ । ମିଲେଟରେ ପ୍ରସ୍ତୁତ ଖାଦ୍ୟ ପଦାର୍ଥକୁ ଆମର ପ୍ରତିଦିନର…