Latest Odisha News

BREAKING NEWS

Browsing Category

ସହର

City

ପୁରା ହେବ ଡାକ୍ତରୀ ସ୍ବପ୍ନ: ସହାୟତାର ହାତ ବଢାଇଲେ ରାଜ୍ୟ ସରକାର

ରାୟଗଡା: ଦୃଢ ଇଚ୍ଛା ଶକ୍ତି ଆଗରେ ହାର ମାନିଛି ଦାରିଦ୍ରତା । ଏହାକୁ ପ୍ରମାଣ କରି ଦେଖାଇଛନ୍ତି  ରାୟଗଡା ଜିଲ୍ଲା ବିଷମକଟକ ବ୍ଲକ ଥୁଆପାଢୀ ଗାଁର ଦାଦନ କୃଷ୍ଣଚନ୍ଦ୍ର ଅଟକା । ଚଳିତ ବର୍ଷ ନିଟ୍ ପରୀକ୍ଷାରେ ସଫଳତାର ସହ ଉର୍ତ୍ତିର୍ଣ୍ଣ ହେବା ସହ ସେ ଏବେ ଡାକ୍ତରୀ ପାଠ ପଢିବାକୁ ଯାଉଛନ୍ତି ।…

ରାଜଧାନୀରେ ଡେଙ୍ଗୁ ସ୍ଥିତି ସଙ୍ଗୀନ, ଚିହ୍ନଟ ହେଲା ଡେଙ୍ଗୁର ୨ ନୂଆ ପ୍ରଜାତିର ଭୂତାଣୁ

ଭୁବନେଶ୍ଵର: ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ଯାହାକୁ ନେଇ ଆତଙ୍କିତ ହୋଇପଡି଼ଛନ୍ତି ଭୁବନେଶ୍ବରବାସୀ । ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରୁ , କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ନ ଥିବାରୁ ରୋଗୀ ନାହିଁ ନ ଥିବା  ଅସୁବିଧାର…

ନନ୍ଦନକାନନରେ ଆଖି ବୁଜିଲା ୯ ମାସର ସିଂହ ଶାବକ : ୨୨କୁ ହ୍ରାସ ପାଇଲା ସଂଖ୍ୟା

ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଝଟକା  । ଆଖି ବୁଜିଲା ୯ ମାସର ସିଂହ ଶାବକ  ।  ୯ ମାସ ତଳେ ୫ଟି ସିଂହ ଶାବକକୁ ଜନ୍ମ ଦେଇଥିଲା ସିଂହୀ ବିଜଲୀ  । ତେବେ ଗତ କିଛି ଦିନ ହେବ ୫ ସିଂହ ଶାବକ ଅସୁସ୍ଥ ହୋଇପଡିଥିଲେ । ସେଥିମଧ୍ୟରୁ ଆଜି ଏକ ସିଂହ ଶାବକର ମୃତ୍ୟୁ ଘଟିଛି । ବର୍ତ୍ତମାନ…

ଆସୁଛି ଆଉ ଏକ ଲଘୁଚାପ : ଆଜି ଓ କାଲି ରାଜ୍ୟରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି  । ତେବେ ଏସବୁ ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଅନୁଗୁଳ, କୋରାପୁଟ , ରାୟଗଡ଼ା ଓ…

ଆପଣ ସୋରିୟାସିସ୍ ରୋଗରେ ପୀଡିତ କି? ତେବେ ଭୁଲରେ ବି ଖାଆନ୍ତୁ ନାହିଁ ଏସବୁ ଜିନିଷ

ଭୁବନେଶ୍ଵର: ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟି ଯାଇଛି, ଯେଉଁ କାରଣରୁ ଅନେକ ଲୋକ ଅନେକ ପ୍ରକାର ରୋଗକୁ ସାମ୍ନା କରୁଛନ୍ତି। ସେଥିମଧ୍ୟରୁ ଚର୍ମ ରୋଗ ଜଟିଳ ରୂପ ଧାରଣ କରୁଛି। ଏଥିରେ ଆକ୍ରାନ୍ତ ଲୋକଙ୍କୁ ଯାଦୁ, କାଛୁ, କୁଣ୍ଡିଆ, ସୋରିୟାସିସ୍‌ ଆଦି ଚର୍ମ ରୋଗ…

ଧଳା ପୋଷାକରୁ କିପରି ଛଡାଇବେ ହଳଦୀ ଦାଗ: ଜାଣନ୍ତୁ ଘରୋଇ ଉପାୟ…

ଭୁବନେଶ୍ଵର: ଯେତେ ସତର୍କ ରହିଲେ ମଧ୍ୟ ଖାଦ୍ୟ ଖାଇଲା ବେଳେ ଆମ ପୋଷାକରେ ଅଇଁଠା ପଡ଼ିଯାଏ । ସେହିପରି ଘର କାମ ବେଳେ ହେଉ କି ଅନ୍ୟାନ୍ୟ କାମ ସମୟରେ କିଛି ନା କିଛି ଦାଗ ପୋଷାକରେ ଲାଗି ଯାଇଥାଏ, ଯାହାକି ସହଜରେ ଛାଡ଼ି ନ ଥାଏ । ତେବେ ଧୂଳି, ମାଟି ଆଦିକୁ ଛଡ଼ାଇବା ଏତେ କଷ୍ଟକର ହୋଇ ନ ଥିବା…

ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଛି । ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଂସ୍କୃତି ବିଭାଗର ଏକ ପ୍ରତିନିଧି ଦଳ ପ୍ରଣବ ପଟ୍ଟନାୟକଙ୍କୁ…

ଆରପାରିରେ ଷାଠିଏ ଦଶକର ନାୟିକା ଡକ୍ଟର ସୁଧାରାଣୀ ଜେନା

ଭୁବନେଶ୍ଵର: ଆରପାରିରେ ନାୟିକା ଡକ୍ଟର ସୁଧାରାଣୀ ଜେନା । ଷାଠିଏ ଦଶକର ଆଦ୍ୟ ଭାଗରେ ଓଡ଼ିଆ ଚଳଚ୍ଚିତ୍ରକୁ ନାୟିକା ଭାବରେ ପ୍ରବେଶ କରିଥିଲେ ସୁଧାରାଣୀ । ଅନେକ ଚଳଚ୍ଚିତ୍ରରେ ପାର୍ଶ୍ଵ ଚରିତ୍ର ଭାବରେ ଅଭିନୟ କରିଛନ୍ତି ସୁଧାରାଣୀ । ପରେ ୧୯୬୧ ମସିହାରେ କବିରାଜ କଷ୍ଣଚନ୍ଦ୍ର ତ୍ରିପାଠୀ…

ମୋସନ ପିକ୍ଚର ପରେ ଆସିଲା ‘ପୁଷ୍କରା’ର ନୂଆ ପୋଷ୍ଟର, ନଜରରେ ଆସିଲେ ପୁଷ୍କରାର ବାପା ଘନ ନନା

ଭୁବନେଶ୍ଵର: ନୂଆ ଓଡିଆ ଚଳଚ୍ଚିତ୍ର ‘ପୁଷ୍କରା’ର ମୋସନ ପୋଷ୍ଟର ପରେ ଏବେ ଏହାର ନୂଆ ପୋଷ୍ଟର ରିଲିଜ ହୋଇଛି । ପରେ ସେପ୍ଟେମ୍ୱର ୧ ତାରିଖରେ ରିଲିଜ ହେବ ଏହି ଚଳଚ୍ଚିତ୍ରର ଟ୍ରେଲର । ଓଡିଶା ମାଟିର ଗାଥା କହିବ ‘ପୁଷ୍କରା’। ତରଙ୍ଗ ସିନେ ପ୍ରଡକ୍ସନ୍ସ ଓ ଆର୍.ଆର୍. ଇଭେଣ୍ଟ୍ସ ଆଣ୍ଡ ପ୍ରମୋସନସର…

ବିଜେପିର ହାଲ୍ଲାବୋଲ: ଡେଙ୍ଗୁ ସ୍ଥିତି ନେଇ BMC ଅଫିସ୍ ଘେରିଲା ବିଜେପି

ଭୁବନେଶ୍ଵର: ରାଜଧାନୀରେ ଡେଙ୍ଗୁ ସ୍ଥିତିକୁ ନେଇ ବିଜେପିର ହାଲ୍ଲାବୋଲ । ବିଏମସି ଅଫିସରେ ମଶା ଧୁଆଁ ଦେଲା ବିଜେପି । ଡେଙ୍ଗୁ ମୁକାବିଲାରେ ବିଫଳତା ଅଭିଯୋଗରେ ବିଏମସି ଅଫିସ୍ ଘେରାଉ । ମେୟର ଓ ବିଏମସି କମିଶନରଙ୍କ ବିରୋଧରେ ଗର୍ଜିଲା ବିଜେପି । ଖବର ଅନୁଯାୟୀ, ଗତ କିଛି ଦିନ ଧରି…