Latest Odisha News

BREAKING NEWS

Browsing Category

ସହର

City

ନକଲି ଆରଟିଆଇ କର୍ମୀଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍

ଭୁବନେଶ୍ୱର: ସୂଚନା ଅଧିକାର କର୍ମୀ ଭାବେ ନିଜକୁ ପରିଚୟ ଦେଇ ଲୋକଙ୍କୁ ଠକୁଥିବା ଠକକୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍  । ଠକ କିଶୋର ମିଶ୍ରଙ୍କୁ କୋରାପୁଟରୁ ଗିରଫ କରାଯାଇଛି  । ସେ  ନିଜକୁ ଜଣେ ସୂଚନା ଅଧିକାର କର୍ମୀ ବୋଲି କହିବା ସହ ସୂଚନା ଓ ଲୋକସମ୍ପର୍କ ବିଭାଗର ନକଲି ପରିଚୟପତ୍ର…

ରୋଷେଇ ଘର ପାଖ ମାଡିବେନି ଜନ୍ଦା,ପିମ୍ପୁଡି : କରନ୍ତୁ ଏହି ଉପାୟ….

ଭୁବନେଶ୍ଵର: ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ପାଇଁ ଆମେ ସମସ୍ତେ ବର୍ଷା ଦିନକୁ ଅପେକ୍ଷା କରି ରହିଥାନ୍ତି । କାରଣ ବର୍ଷା ହେଲେ ତାତିରୁ ତ୍ରାହି ମିଳିବା ସହିତ ଚାଷ କାର୍ଯ୍ୟ ସୁରୁଖୁରୁରେ ହୋଇଥାଏ । କିନ୍ତୁ ବର୍ଷା ଆସିବା ମାତ୍ରେ ଆମ ଘରକୁ ଅନେକ ଗୁଡିଏ ସମସ୍ୟା ମଧ୍ୟ ଆସିଥାଏ । ଯାହାକୁ କି…

ଅଲିମ୍ପିଆନ ଦୂତି ଚାନ୍ଦଙ୍କୁ ଶକ୍ତ ଧକ୍କା, ଡୋପ୍ ଟେଷ୍ଟରେ ବିଫଳ ହୋଇ ୪ ବର୍ଷ ପାଇଁ ବାସନ୍ଦ ହେଲେ ଦୂତି

ଭୁବନେଶ୍ଵର: ଅଲିମ୍ପିଆନ ଦୂତି ଚାନ୍ଦଙ୍କୁ ଲାଗିଛି ଶକ୍ତ ଧକ୍କା । ଡୋପ ଟେଷ୍ଟ ମାମଲାରେ ବିଫଳ ହୋଇ ଶେଷରେ ସେ ୪ ବର୍ଷ ବାସନ୍ଦ ହୋଇଛନ୍ତି । ଦଣ୍ଡାଦେଶ ଚଳିତ ବର୍ଷ ଜାନୁଆରୀ ୩ତାରିଖରୁ ଲାଗୁ ହୋଇଛି । ତେଣୁ ସେ ୨୦୨୭ ଜାନୁଆରୀ ମାସ ପର୍ଯ୍ୟନ୍ତ କୌଣସି ରାଜ୍ୟ, ଜାତୀୟ କିମ୍ବା ଅନ୍ତର୍ଜାତୀୟ…

ସେପ୍ଟେମ୍ବର ୩ରେ ଜେଇ ସିଭିଲ୍ ମେନ୍ ପରୀକ୍ଷା

ଭୁବନେଶ୍ବର: ସେପ୍ଟେମ୍ବର ୩ ତାରିଖରେ ଜେଇ ସିଭିଲ୍ ମେନ୍ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି  । ଏନେଇ ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି  । ମୋଟ୍ ୨୦୦ ମାର୍କର ପରୀକ୍ଷା ହେବାକୁ ଥିବାବେଳେ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା କରାଯିବ  । ଗତ…

ରାସ୍ତାକୁ ଓହ୍ଲାଇବ କଂଗ୍ରେସ୍, ୯ ଦଫା ଦାବି ନେଇ ସମସ୍ତ ବ୍ଲକ ଅଫିସ୍ ଘେରିବ ରାଜ୍ୟ କଂଗ୍ରେସ

ଭୁବନେଶ୍ଵର: ରାସ୍ତାକୁ ଓହ୍ଲାଇବ ରାଜ୍ୟ କଂଗ୍ରେସ୍ । ୯ ଦଫା ଦାବି ନେଇ ରାଜ୍ୟର ସମସ୍ତ ବ୍ଲକ ଅଫିସ୍ ଘେରାଉ କରିବ ରାଜ୍ୟ କଂଗ୍ରେସ। ରାଜ୍ୟରେ ବ୍ଲକ ସ୍ତରରେ ଚାଲିଥିବା ପିସି କାରବାର, ପାୱାର କଟ୍, ବିଦ୍ୟୁତ ଦର ବୃଦ୍ଧି, ବେକାର ଯୁବକଙ୍କୁ ଚାକିରୀ,ଧାନ କିଣାରେ କଟନି ଛଟନି ବନ୍ଦ, ଚାଷୀଙ୍କୁ…

ବିଏମସି ପକ୍ଷରୁ ସବୁ ସ୍କୁଲରେ କରାଯିବ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ବର: ବିଏମସି ପକ୍ଷରୁ ସବୁ ସ୍କୁଲରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ କରାଯିବ। ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ , ଶିକ୍ଷୟତ୍ରୀଙ୍କୁ ଡେଙ୍ଗୁ ନେଇ ସଚେତନ କରାଯିବ। ସ୍କୁଲରେ ସଚେତନତା ବ୍ୟତୀତ ଘର ଘର ବୁଲି ସଚେତନତା କାର୍ଯ୍ୟକ୍ରମ ବଢ଼ାଇବା, ସଫେଇ ଏବଂ ଘର ଭିତର ସଫା ରଖିବାକୁ ପରାମର୍ଶ…

ବର୍ଷାଦିନେ ମାଛ ଖାଉଥିଲେ ତୁରନ୍ତୁ ବନ୍ଦ କରନ୍ତୁ, ନଚେତ…

ଭୁବନେଶ୍ଵର: ମାଛ ବର୍ଷର ସବୁ ଋତୁରେ ମିଳିଥାଏ। ଯଦି ଆପଣ ବର୍ଷା ଋତୁରେ ମଧ୍ୟ ମାଛ ଖାଉଛନ୍ତି ତେବେ ହୋଇଯାଆନ୍ତୁ ସାବଧାନ । କାରଣ ମାଛ ସ୍ଵାସ୍ଥ୍ୟ ପାଇଁ ଉପକାରୀ ହୋଇଥାଏ ସତ ମାତ୍ର ବର୍ଷା ଦିନେ ମାଛ ଖାଇବା ସ୍ଵାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ । ମୌସୁମୀ ଆସିବା କ୍ଷଣି ଆମକୁ ଆରାମ ମିଳିଥାଏ…

ପ୍ରେମିକ ସହ ଧରାପଡିଲା ସ୍ତ୍ରୀ, ସ୍ବାମୀଙ୍କ ଏତଲା ପରେ ଲଜରୁ ଉଦ୍ଧାର କଲା ପୋଲିସ

ଭୁବନେଶ୍ବର : ପ୍ରେମିକ ସହ ଧରାପଡିଲା ସ୍ତ୍ରୀ। ଭୁବନେଶ୍ବର ଅଶୋକନଗର ସ୍ଥିତ ଏକ ଲଜରୁ ଉଭୟଙ୍କୁ ଉଦ୍ଧାର କରାଯାଇଛି। ଅସଂଯତ ଅବସ୍ଥାରେ ଲଜରୁ ଉଦ୍ଧାର ହୋଇଛନ୍ତି ମହିଳା । ଗତ ୧୪ ତାରିଖରେ ମହିଳ ଜଣକ ଘରୁ ଲୁଚି ପଳାଇ ଆସିଥିଲେ। ଏହାପରେ ନିଜ ପ୍ରେମିକ ସହ ଲଜରେ ରହୁଥିଲେ। ସ୍ତ୍ରୀ ବିରୋଧରେ…

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ: ଆଜିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର: ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ  । ଆଜିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି  । କିଛି ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ୫ ଜିଲ୍ଲାର କିଛି  ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି  । ଏଥିଲାଗି ପୁରୀ ,…

ଥମୁନି ଧଳା ଜହର କାରବାର: ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ତମାଣ୍ଡୋ ପୋଲିସ

ଭୁବନେଶ୍ବର : ତମାଣ୍ଡୋ ପୋଲିସ ଜାଲରେ ବ୍ରାଉନ ସୁଗାର ରାକେଟ । ଗତକାଲି ଏକ ବିଶେଷ ସୂତ୍ରରୁ ଖବର ପାଇ କଳିଙ୍ଗ ବିହାର ନିକଟସ୍ଥ ନୀଳକଣଠେଶ୍ଵର ମନ୍ଦିର ନିକଟରୁ ପୋଲିସ ହଠାତ୍ ଅଭିଯୁକ୍ତ କୁ ମାଡ଼ି ବସିଥିଲା  । ଅଭିଯୁକ୍ତ ଜଣକ କଟକ ଟାଙ୍ଗୀ ଅଞ୍ଚଳର ଦୀପକ ବେହେରା ବୋଲି ଜଣାପଡିଛି  । ସୂଚନା…