Latest Odisha News

BREAKING NEWS

Browsing Category

ସହର

City

ବାଘ ସଫାରୀରେ ଖସି ପଡିଲା ପର୍ଯ୍ୟଟକ ବସ: ଅଳ୍ପକେ ବର୍ତିଲେ ଯାତ୍ରୀ

ଭୁବନେଶ୍ୱର: ନନ୍ଦନକାନନରେ ଘଟିଛି ଏକ ବଡ ଅଘଟଣ। ମୁଖ୍ୟ ରାସ୍ତାରୁ ଖସି ବାଘ ସଫାରୀରେ ପଡିଲା ବସ । ଅଳ୍ପକେ ବର୍ତ୍ତିଲେ ବସରେ ଥିବା ପାଖାପାଖି ୩୦ ଜଣ ପର୍ଯ୍ଯଟକ। ଅଧଘଣ୍ଟା ପରେ ହେଲେ ଉଦ୍ଧାର। ଖବର ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗତକାଲି ଅପରାହ୍ନରେ ବାଘ…

ମହାନଦୀରେ ଛୋଟ ବନ୍ୟା ଆଶଙ୍କା,ଫୋକସରେ ଜିରୋ କାଜୁଆଲଟି

ଭୁବନେଶ୍ବର: ସାରା ରାଜ୍ୟରେ ଲଗାଣ ବର୍ଷା ଏବେ ବିଭିନ୍ନ ନଦୀରେ ବନ୍ୟା ସ୍ଥିତି ଉପୁଜାଇଲାଣି। ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବୈତରଣୀ ନଦୀରେ ବଡ଼ ବନ୍ୟା ଆସିଛି। ଆଖୁଆପଦା ଓ ଆନନ୍ଦପୁରରେ ବୈତରଣୀରେ ବିପଦ ସଂକେତଠାରୁ ଉଚ୍ଚରେ ପାଣି ବହୁଛି। ରାତି ୧୧ଟା ବେଳକୁ ଆଖୁଆପଦାରେ…

ଭାରସ୍ୟାମ ହରାଇ ପୋଖରୀରେ ପଶିଗଲା କାର: ୨ ଗୁରୁତର

ସୋରୋ: ଭାରସାମ୍ୟ ହରାଇ ପୋଖରୀରେ ପଶିଗଲା କାର । ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାର୍କୋଣା ବଜାର ସାହି ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁସାରେ କାରଟି ଧାମରାରୁ ଧାମନଗର ଯାଉଥିବା ବେଳେ ପ୍ରବଳ ବର୍ଷା ଯୋଗୁଁ…

ତୁଟିଲା ବନକଲାଗି ନୀତି ବିବାଦ, ଆସନ୍ତା ୯ରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆସନ୍ତା ୯ତାରିଖରେ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି। ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ ନୀତି ଥିବାରୁ କାଲି ବନକଲାଗି ହେବନି । ତେଣୁ ଆସନ୍ତା ୯ ତାରିଖ ବୁଧବାର ବନକଲାଗି ପାଇଁ ନିଷ୍ପତ୍ତି ନିଆଯାଇଛି । ଖବର ଅନୁଯାୟୀ, ଦୀର୍ଘ ଏକ ମାସ ଧରି…

ଫିଲ୍ମ ‘ହେ ରାମ୍’ର ଶୁଭ ମହୁରତ

ଭୁବନେଶ୍ଵର: ବିଦିଶା କ୍ରାଫ୍ଟ ନିର୍ମିତ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ହେ ରାମ୍’ର ଶୁଭମହୁରତ୍ l ଭୁବନେଶ୍ୱର ସ୍ଥିତ ରାମ ମନ୍ଦିର ପ୍ରାଙ୍ଗଣରେ ଏହି ଚଳଚ୍ଚିତ୍ରର ଶୁଭମହୁରତ୍ ଅନୁଷ୍ଠିତ ହୋଇଯାଇଛି l ଏହି ଶୁଭମହୁରତରେ ବିଦିଶା କ୍ରାଫ୍ଟର ପ୍ରଯୋଜକ ବିଜୟ କାଣ୍ଡୋଇ, ନିର୍ଦେଶକ ବାସୁଦେବ ବରାଡ଼,…

ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍

ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର । ଆଜି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ…

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସହ ଆରଏସ୍‌ଏସ୍ ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସୋମବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ)ର ଅଖିଳ ଭାରତୀୟ ସମ୍ପର୍କ ପ୍ରମୁଖ ଶ୍ରୀଯୁକ୍ତ ରାମଲାଲ । ତାଙ୍କ ସହିତ ଆରଏସଏସର ପୂର୍ବ ଭାରତ…

ଚୋରି ଅଭିଯୋଗରେ ଘର ମାଲିକଙ୍କ ଦ୍ୱାରା ଅଟକ ସହାୟିକା ଉଦ୍ଧାର; ମାଲିକ ଫେରାର

ଭୁବନେଶ୍ୱର: ଶ୍ରୀବିହାରରେ ଥିବା ଜଣେ ମାଲିକଙ୍କ ଘରୁ ରବିବାର ଜଣେ ଘରୋଇ ସହାୟକଙ୍କୁ ଉଦ୍ଧାର କରିଛି ପୋଲିସ। ଦାମୀ ଜିନିଷ ଚୋରି ଅଭିଯୋଗ ଆଣିବା ପରେ ମାଲିକ ତାଙ୍କୁ ଅଟକ ରଖିଥିଲେ। ଉଦ୍ଧାର ମହିଳା ଜଣକ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶ୍ରୀବିହାର ଅଞ୍ଚଳରେ ଥିବା ଶବର ସାହିର ନମିତା…

ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଉତ୍ତେଜନା: OSSC ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ

ଭଦ୍ରକ: ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ OSSC ପରୀକ୍ଷା ବେଳେ ଉତ୍ତେଜନା। ଅର୍ବାନ୍‌ ଲୋକଲ ବଡ଼ି ବା ULB ଆକାଉଣ୍ଟ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ମହାବିଦ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ପରୀକ୍ଷାର୍ଥୀ ।…

ଆଜି ପବିତ୍ର ହରିଶୟନ ଏକାଦଶୀ, ୪ମାସ ଯାଏଁ ଶୋଇବେ ମହାପ୍ରଭୁ

ପୁରୀ: ଆଜି ପବିତ୍ର ହରିଶୟନ ଏକାଦଶୀ ଉପଲକ୍ଷେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଶୟନ ନୀତି। ପରମ୍ପରା ଅନୁଯାୟୀ, ଆଜି ଠାରୁ ମହାପ୍ରଭୁ ୪ ମାସ ପର୍ଯ୍ୟନ୍ତ ଶୋଇ ରହିବେ। ଭାଦ୍ରବ ମାସରେ କଡ଼ ଲେଉଟେଇବେ। କାର୍ତ୍ତିକ ମାସ ଶୁକ୍ଲପକ୍ଷ ଏକାଦଶୀ ଦିନ ମହାପ୍ରଭୁ ନିଦରୁ ଉଠିବେ। ହରି ହେଉଛନ୍ତି ବିଷ୍ଣୁ।…