Latest Odisha News

BREAKING NEWS

Browsing Category

ସହର

City

ଆଜି ପବିତ୍ର ହରିଶୟନ ଏକାଦଶୀ, ୪ମାସ ଯାଏଁ ଶୋଇବେ ମହାପ୍ରଭୁ

ପୁରୀ: ଆଜି ପବିତ୍ର ହରିଶୟନ ଏକାଦଶୀ ଉପଲକ୍ଷେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଶୟନ ନୀତି। ପରମ୍ପରା ଅନୁଯାୟୀ, ଆଜି ଠାରୁ ମହାପ୍ରଭୁ ୪ ମାସ ପର୍ଯ୍ୟନ୍ତ ଶୋଇ ରହିବେ। ଭାଦ୍ରବ ମାସରେ କଡ଼ ଲେଉଟେଇବେ। କାର୍ତ୍ତିକ ମାସ ଶୁକ୍ଲପକ୍ଷ ଏକାଦଶୀ ଦିନ ମହାପ୍ରଭୁ ନିଦରୁ ଉଠିବେ। ହରି ହେଉଛନ୍ତି ବିଷ୍ଣୁ।…

International Tiger Day: ଆମ ହାତରେ ଆମ ଜାତୀୟ ପଶୁର ସୁରକ୍ଷା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜି ଅନ୍ତଃରାଷ୍ଟ୍ରୀୟ ବ୍ୟାଘ୍ର ଦିବସ । ପ୍ରତିବର୍ଷ ଜନସଚେତନତା କରିବା ଉଦ୍ଦେଶ୍ୟରେ ଦେଶର ବିଭିନ୍ନ ସ୍ଥାନରେ ବ୍ୟାଘ୍ର ଦିବସ ପାଳନ କରାଯାଏ । ବିଶ୍ଵବ୍ୟାପୀ ବାଘ ସଂଖ୍ୟା କମିଯିବାକୁ ନେଇ ଚିନ୍ତା ପ୍ରକଟ କରାଯାଇ ବଘମାନଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ଜନସଚେତନତା…

ଶିଶୁମାନଙ୍କ ପାଇଁ ଓଆର୍‌ଏସ୍ ଭ୍ୟାକ୍ସିନ୍ ସଦୃଶ

ଭୁବନେଶ୍ୱର: ବର୍ଷା ଦିନେ ଶିଶୁମାନଙ୍କ କ୍ଷେତ୍ରରେ ଡାଇରିଆ ଓ ଡିସେନ୍‌ଟ୍ରି ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇଥାଏ । ଅନେକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି । ତେବେ ଏହି ସମୟରେ ସେମାନଙ୍କୁ ଉପଯୁକ୍ତ ପରିମାଣର ଓରାଲ ରିହାଇଡ୍ରେସନ ସଲ୍ୟୁସନ୍…

କଳିଙ୍ଗ ହସ୍ପିଟାଲ୍ ଲିମିଟେଡ୍ ପକ୍ଷରୁ ୱାକାଥନ୍ ସହ ବିଶ୍ୱ ହେପାଟାଇଟିସ୍ ଦିବସ ପାଳିତ

ଭୁବନେଶ୍ୱର: ଭୁବନେଶ୍ୱର ଓଡ଼ିଶାର ଅଗ୍ରଣୀ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ ସଂସ୍ଥା କଳିଙ୍ଗ ହସ୍ପିଟାଲ୍‌ ଲିମିଟେଡ୍‌ ପକ୍ଷରୁ ବିଶ୍ୱ ହେପାଟାଇଟିସ୍‌ ଦିବସରେ ପଦଯାତ୍ରା ପାଳିତ ହୋଇଯାଇଛି । ହେପାଟାଇଟିସ୍‌ ଭଳି ମାରାତ୍ମକ ରୋଗ ବିରୋଧରେ ବ୍ୟାପକ ସଚେତନତା ସୃଷ୍ଟି ପାଇଁ ଶହେରୁ ଅଧିକ ଲୋକ ଏହି…

ସୋଆ କୃଷି ମହାବିଦ୍ୟାଳୟରେ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଉଦ୍‌ଘାଟିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରେ ଏକ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଗତ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ଉଦ୍‌ଘାଟନୀ…

ଓଲିଉଡ୍ ହିରୋଇନଙ୍କ ଭିଡିଓ ଭାଇରାଲ, ପୁରୁଷ ବନ୍ଧୁଙ୍କ ନାଁରେ ଥାନାରେ ଏତଲା ଦେଲେ ଅଭିନେତ୍ରୀ

ଭୁବନେଶ୍ଵର: ଓଲିଉଡ଼ରେ ପୁଣି ଉଠିଛି ଅନ୍ତରଙ୍ଗ ଭିଡ଼ିଓ ଭାଇରାଲ୍ ବିବାଦ । ଜଣେ ଜଣାଶୁଣା  ଅଭିନେତ୍ରୀ ତାଙ୍କ ପୁରୁଷବନ୍ଧୁଙ୍କ ନାଁରେ ଆଣିଛନ୍ତି ଅଭିଯୋଗ । ନାୟିକା ଜଣକ ଥାନାରେ ଏଫଆଇଆର ଦାଖଲ କରି ପୁରୁଷବନ୍ଧୁ ସେମାନଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଥିବା କହିଛନ୍ତି । ସେ…

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ, ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ଭୁବନେଶ୍ଵର: ରାଜ୍ୟର ସକ୍ରିୟ ରହିଛି ମୌସୁମୀ । ଆଉ ସେପଟେ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଲଘୁଚାପ ଦୁର୍ବଳ ହୋଇଛି । ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ଲାଗି ରହିପାରେ । ଆଜି ପ୍ରବଳ ବର୍ଷା ପାଇଁ ଓଡ଼ିଶାର ୭ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭୁବନେଶ୍ଵର ସ୍ଥିତ…

ସକ୍ରିୟ ରହିଛି ଲଘୁଚାପ: ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରିୟ ଅଛି ସୁଦୃଶ୍ୟ ଲଘୁଚାପ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ…

ସାଇ ଇଣ୍ଟରନ୍ୟାସନାଲ ପକ୍ଷରୁ ପ୍ରେରଣାଦାୟୀ ଛାତ୍ର ନେତା ଉତ୍ସବ

ଭୁବନେଶ୍ୱର: ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ସାଇ ଇଣ୍ଟରନ୍ୟାସନାଲ ପକ୍ଷରୁ ବହୁ ପ୍ରତୀକ୍ଷିତ ପ୍ରେରଣାଦାୟୀ ଛାତ୍ର ନେତା ଉତ୍ସବ ୨୦୨୩-୨୪ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲରେ ନୂଆ କାର୍ଯ୍ୟକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ…

ଲଗାଣ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳସ୍ତର: ଖୋଲିଲା ଆଉ ୪ଟି ଗେଟ

ସମ୍ବଲପୁର: ଲଗାଣ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳସ୍ତର । ଗତକାଲି ୮ଟି ଗେଟ ଖୋଲିଥିବାବେଳେ ଆଜି ଆଉ ଚାରୋଟି ଗେଟ ଖୋଲାଯାଇଛି ।  ଫଳରେ ଏବେ  ମୋଟ ୧୨ଟି ଗେଟ ଦେଇ ହୀରାକୁଦରୁ ବନ୍ୟାଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ବର୍ଷା ଲାଗି ରହିଛି । ମହାନଦୀ ଜଳସ୍ତର ବୃଦ୍ଧି ପାଇବା ସହ…