Latest Odisha News

BREAKING NEWS

Browsing Category

ସହର

City

ଏଥର ରଥଯାତ୍ରା ପରିଚାଳନାରେ ଝୁଂଟି ପଡିଲେକି ପ୍ରଶାସନ ?

ଶ୍ରୀକ୍ଷେତ୍ରର ରଥଯାତ୍ରା....ସାରା ବିଶ୍ୱ ବ୍ୟଗ୍ରତା ସହକାରେ ଅପେକ୍ଷା କରିଥାନ୍ତି । ଆଉ ଓଡିଶା ସରକାର ମଧ୍ୟ ଏଥିପାଇଁ ଆପ୍ରାଣ ଉଦ୍ୟମ କରି ସଫଳ କରିବା ପାଇଁ ଚେଷ୍ଟା କରନ୍ତି । ସବୁ ଥର କିଛି ଭୁଲ ଭଟକା ରୁହେ...ତାହା ଗ୍ରହଣୀୟ । ଏଥର କିନ୍ତୁ ସୀମା ଟପି ଯାଇଥିଲା...ରଥଯାତ୍ରା ପରିଚାଳନା…

ଗାଡ଼ି ସାଇଡ୍ ମରାକୁ ନେଇ ରାଜଧାନୀରେ ଗୁଳିକାଣ୍ଡ; ୩ ଗୁରୁତର

ଭୁବନେଶ୍ୱର : ରାଜଧାନୀରେ ଗୁଳିକାଣ୍ଡ । ଗାଡ଼ି ସାଇଡ଼୍ ମରାକୁ ନେଇ ବିଜେଡ଼ି କର୍ପୋରେଟରଙ୍କୁ ଗୁଳିମାଡ଼ । ଗୁଳିମାଡ଼ରେ ୩ ଜଣ ଆହତ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ଆହତମାନେ ୱାର୍ଡ -୩୨ ବିଜେଡି କର୍ପୋରେଟର ଶ୍ରୀଧର ଜେନା, ଶିଖର ଜେନା ଏବଂ ପୁତୁରା ଆଲୋକ ଜେନା ବୋଲି ଜଣାପଡିଛି । ଘଟଣା…

ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି ଟମାଟୋ ଦର : ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି ଟମାଟୋ ଦର । ସପ୍ତାହକରେ ୧୦୦ ଟଙ୍କା ପାର୍ କରିଛି ଟମାଟୋ ଦର। ଯାହା ଫଳରେ ହନ୍ତସନ୍ତ ହେଉଛନ୍ତି ସାଧାରଣ ଜନତା । ରାଜଧାନୀ ଭୁବନେଶ୍ୱରରେ ଟମାଟୋ କିଲୋ ପିଛା ୧୦୦ ଟଙ୍କା ଦରରେ ବିକ୍ରି ହେଉଥିବା ବେଳେ କଟକରେ ଟମାଟୋ ଦର ୮୦/୯୦ ଟଙ୍କା ଛୁଇଁଛି…

ଦ୍ବିତୀୟ ଶ୍ରୀକ୍ଷେତ୍ରରେ ନିଆରା ପରମ୍ପରା: ସୁନାବେଶରେ ସଜେଇ ହୋଇ ଦର୍ଶନ ଦେଲେ ମହାପ୍ରଭୁ

ବାରିପଦା : ଓଡ଼ିଶାର ଦ୍ବିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉ ମନ୍ଦିରରେ ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜ୍ଜିତ ହୋଇ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ପୁରୀରେ ଶ୍ରୀଜୀଉମାନେ ଭକ୍ତଙ୍କୁ ରଥ…

ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟରରେ ୫ ଦିନିଆ ଶିକ୍ଷକ ଉନ୍ନତିକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର, ଓଡ଼ିଶା “ଇମ୍ପାକ୍ଟ ଓରିଏଣ୍ଟେଡ୍ ଏଜୁକେସନ୍” ଉପରେ ୫ଦିନିଆ ଶିକ୍ଷକ ଉନ୍ନତିକରଣ କାର୍ଯ୍ୟକ୍ରମ ଆୟୋଜନ ଆରାଯାଇଛି । ଗବେଷକ ଏବଂ ଶିକ୍ଷାବିତ୍ ଭଳି କ୍ୟାରିୟରରେ ଉତ୍କର୍ଷତା ପାଇବା ପାଇଁ ଶିକ୍ଷା ସହ ଆବଶ୍ୟକକୌଶଳ ବିଷୟରେ ଜଣାଇବା ଏହି…

ଉତ୍କଳ ବିଶ୍ୱବିଦ୍ୟାଳୟର ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ, ବାଣୀବିହାରର ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । କଳା ସମ୍ମାନରେ ପାସ୍ ହାର ୯୦.୫୯ ପ୍ରତିଶତ ରହିଥିବା ବେଳେ କଳା (ସାଧାରଣ)ରେ ପାସ୍ ହାର ୯୩.୦୧ ପ୍ରତିଶତ ରହିଛି । କଳାରେ ହାରାହାରି ମୋଟ୍ ପାସହାର ୯୦.୬୨ ପ୍ରତିଶତ ରହିଥିବା…

ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧୀ ଦିବସ ପାଳିତ

ରାଉରକେଲା: ଆଜି ହେଉଛି ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧୀ ଦିବସ। ଏହି ଅବସରରେ ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ସହରରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସିଭିଲ ଟାଉନସିପ ସ୍ଥିତ ଡେଭଲପମେଣ୍ଟ ଏରିଆ ହାଇସ୍କୁଲରୁ ବାହାରି ଏକ ସଚେତନତା ଶୋଭାଯାତ୍ରା…

ଗଞ୍ଜାମରେ ସଡ଼କ ଦୁର୍ଘଟଣା: ୧୨ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୧୨ଜଣଙ୍କ ମୃତ୍ୟୁ ହୋଇଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ, ବ୍ରହ୍ମପୁରରେ ଏକ ବିବାହ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଏକ ମିନି ବସ୍ ଦିଗପହଣ୍ଡି ଆଡ଼କୁ…

ଗୋପାଳପୁର ବନ୍ଦର ପକ୍ଷରୁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ଆୟୋଜିତ

ଛତ୍ରପୁର: ଗୋପାଳପୁର ବନ୍ଦର ପକ୍ଷରୁ ଆର୍ଯ୍ୟପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଏକ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା କେନ୍ଦ୍ର ଆୟୋଜିତ ହୋଇଯାଇଛି । ହରିପୁର-ବନ୍ଦର ଗ୍ରାମ, କାଲିପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ କେ ଆର୍ଯ୍ୟପଲ୍ଲୀ ଗ୍ରାମରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା ସଫଳତାର ସହିତ…

ରଥଯାତ୍ରାରେ ଭକ୍ତ, ପର୍ଯ୍ୟଟକମାନଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ତିନିଶହ ଲାଇଫ ଗାର୍ଡ

ପୁରୀ: ରଥଯାତ୍ରା ସମୟରେ ପୁରୀ ସମୁଦ୍ରରେ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ପୁରୀ ସମୁଦ୍ର କୂଳରେ ଚକ୍ରତୀର୍ଥରୁ ଷ୍ଟଲିନ ପର୍ଯ୍ୟନ୍ତ ୫ଟି ଲାଇଫ ଗାର୍ଡ ଷ୍ଟେସନ ସହିତ ଫାଷ୍ଟ ଏଡ ସେଣ୍ଟର୍ ଖୋଲାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏଥିସହିତ ସମୁଦ୍ର କୂଳରେ ୩୦୦ ଲାଇଫଗାର୍ଡ ମୁତୟନ…