Latest Odisha News

BREAKING NEWS

Browsing Category

ସହର

City

୧୯ ବର୍ଷରୁ କମ ମହିଳା ଜାତୀୟ କ୍ରିକେଟ ଏକାଡେମୀ କ୍ୟାମ୍ପ ପାଇଁ ମନୋନୀତ ହେଲେ ୫ ଓଡିଆ

ଭୁବନେଶ୍ୱର: ଜାତୀୟ କ୍ରିକେଟ ଏକାଡେମୀ ୧୯ ବର୍ଷରୁ କମ ମହିଳା ଖେଳାଳିଙ୍କୁ ଆସନ୍ତା ମାସରେ ହେବାକୁ ଥିବା ଶିବିର ପାଇଁ ଚୟନ କରିଛି । ଏହି ଶିବିର ଏପ୍ରିଲ ୧୭ରୁ ମେ ୧୧ ପର୍ଯ୍ୟନ୍ତ ବିଭିନ୍ନ ଭେନ୍ୟୁରେ ଆୟୋଜିତ ହେବ । ଓଡିଶା ୫ଜଣ ଉଦୀୟମାନ ଖେଳାଳିଙ୍କୁ ଏହି ଶିବିର ପାଇଁ ଚୟନ କରାଯାଇଛି ।…

‘ମୋ ବସ’ରେ ଯାତ୍ରୀଙ୍କ ପକେଟରେ ୫୦ ହଜାର ଲୁଟ୍, ଦେଖଣାହାରୀ ସାଜିଛି କମିଶନରେଟ ପୋଲିସ

ଭୁବନେଶ୍ୱର: ଟ୍ୱିନସିଟି କଟକ ଓ ଭୁବନେଶ୍ୱରର ବିଭିନ୍ନ ରୁଟରେ ଚଳାଚଳ କରୁଥିବା 'ମୋ ବସ୍'ର ଯାତ୍ରୀଙ୍କ ପାଇଁ ଚୋରି ମାମଲାରୁ ନିସ୍ତାର ନାହିଁ ବୋଲି ମନେ ହେଉଛି। ସଦ୍ୟତମ ଘଟଣାକ୍ରମରେ ମଙ୍ଗଳବାର ଜଣେ ଗରିବ ବ୍ୟକ୍ତି ଲୁଟର ଶିକାର ହୋଇଛନ୍ତି। ସେ ପରିବାର ସଦସ୍ୟଙ୍କ ସହ ମୋ ବସରେ ଯାଉଥିବା…

ବିସିସିଆଇ ଜାରି କଲା ଖେଳାଳିଙ୍କ ନୂତନ ସେଂଟ୍ରାଲ କଂଟ୍ରାକ୍ଟ

ମୁମ୍ବାଇ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ସୋମବାର ଖେଳାଳିଙ୍କ ପାଇଁ ନୂତନ ସେଂଟ୍ରାଲ କଂଟ୍ରାକ୍ଟ ତାଲିକା ଜାରୀ କରିଛି । ଏହା ୨୦୨୨ ଅକ୍ଟୋବର ଓ ସେପ୍ଟମ୍ବର ୨୦୨୩ ପର୍ଯ୍ୟନ୍ତ ଲାଗୁ ହେବ । ରବୀନ୍ଦ୍ର ଜାଡେଜାଙ୍କ ପ୍ରମୋଶନ ହୋଇଛି । ସେ ଏବେ ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି ଓ…

ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ କରିବାକୁ ପ୍ରଶାସନର କଡ଼ା ଆଭିମୁଖ୍ୟ

ପୁରୀ: ବିଭିନ୍ନ ଅପରାଧରେ ଜଡ଼ିତ ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ କରିବାକୁ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ।  ଅପରାଧ ରେ ଜଡ଼ିତ ଥାଇ ଅଟକ ବା ଗିରଫ ହୋଇ ଭଲ ଆଚରଣ ପ୍ରଦର୍ଶନ କରିବାକୁ ୧୧୦ ରେ ବଣ୍ଡ ଦେଇ ମୁକୁଳି ଥିବା ଓ ଏହାର ଉଲ୍ଲଘଂନ କରି ପୁଣି ଅପରାଧ…

ଓଡ଼ିଶା-ଆନ୍ଧ୍ର ସୀମାରେ ଅଟକିଛି ହଜାର ହଜାର ଟ୍ରକ୍‌

ବ୍ରହ୍ମପୁର: ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁ ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣ ଉପରେ ଗୁରୁତର ପ୍ରଭାବ ପଡ଼ିବା ଆରମ୍ଭ ହୋଇଗଲାଣି । କାରଣ କେବଳ ଯାତ୍ରୀବାହୀ ନୁହଁ, ବରଂ ମାଲ୍ ବାହୀ ଗାଡ଼ିଗୁଡ଼ିକ ମଧ୍ୟ ରାସ୍ତାରେ ଅଟକିଛି । ଶହେ କି ଦୁଇ ଶହ ନୁହଁ, ବରଂ ହଜାରେରୁ ଅଧିକ ଜାତୀୟ ରାଜପଥ ଉପରେ ଠିଆ…

ବ୍ରହ୍ମପୁର ପୋଲିସ ଉପରକୁ ଅପରାଧୀଙ୍କ ବୋମା ମାଡ଼

ବ୍ରହ୍ମପୁର: ଅପରାଧୀଙ୍କୁ ଧରିବାକୁ ଯାଇଥିବା ପୋଲିସ ଉପରକୁ ବୋମା ମାଡ଼। ବ୍ରହ୍ମପୁର ସହର ଉପକଣ୍ଠ ତଥା ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀକ୍ଷେତ୍ରବିହାର ଅଞ୍ଚଳରେ ବୁଧବାର ଅପରାହ୍ନରେ ଘଟିଛି ଏଭଳି ଘଟଣା। ଦୁଇ ମହିଳାଙ୍କ ସମେତ ମୋଟ ୫ଜଣଙ୍କୁ ଥାନାକୁ ଆଣି ଅଟକ ରଖିଛି ପୋଲିସ। ତେବେ ବୋମା…

ରଥକାଠ ସଂଗ୍ରହ ସମ୍ପର୍କିତ ବୈଠକ ଅନୁଷ୍ଠିତ

ପୁରୀ: ପୁରୀର ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ଭକ୍ତ ଙ୍କ ଭାବାବେଗ ରଥଯାତ୍ରା ସହ ଜଡ଼ିତ । ତେଣୁ ରଥଯାତ୍ରାର ମୁଖ୍ୟ ଆଧାର ଶ୍ରୀଜୀଉ ମାନଙ୍କ ରଥ ନିର୍ମାଣ ପାଇଁ ସମସ୍ତେ ସହଯୋଗ କରିବାକୁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳାଇ ପରାମର୍ଶ ଦେଇଛନ୍ତି…

‘5T’ ନେଇ ଜୟନାରାୟଣଙ୍କୁ ଜବାବ ଦେଲେ ଅରୁଣ, କହିଲେ ଗାଁକୁ ଗଲେ ବୁଝିପାରିବେ

ଭୁବନେଶ୍ୱର - ଓଡ଼ିଶାର ପ୍ରତି ଗାଁକୁ ଯାଆନ୍ତୁ ବୁଝିପାରିବେ ‘5T’ କଣ, 5T ନେଇ ପ୍ରଶ୍ନ କରୁଥିବା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଆଜି ଏଭଳି ପାଲଟା ଆକ୍ରମଣ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ଅରୁଣ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରିକଳ୍ପିତ ଏହି ‘୫-ଟି’…

ଜୟନାରାୟଣ ହାଜିର ହୋ ! ୨୦୧୮ ଦିଲେଶ୍ୱର ହତ୍ୟା ମାମଲାରେ ବ୍ୟକ୍ତିଗତ ହାଜର ପାଇଁ କୋର୍ଟଙ୍କ ନୋଟିସ୍

ଭୁବନେଶ୍ୱର : ପ୍ରାୟତଃ ନିଜ ଆଚରଣ ଓ ଉଚ୍ଚାରଣ ପାଇଁ ବିବାଦରେ ରହୁଥିବା ବିଜେପି ବିଧାୟକ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ପାଇଁ ପୁଣି ଅଡୁଆ ବଢିଛି । ୨୦୧୮ ମସିହାର ବହୁ ଚର୍ଚ୍ଚିତ ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ହାଜର ପାଇଁ ଜୟନାରାୟଣଙ୍କୁ ଭୁବନେଶ୍ୱର ଅତିରିକ୍ତ ଦୌରାଜଜ୍ କୋର୍ଟ ନୋଟିସ୍…

ଗାଁରେ ବୁଲୁଛି ବାଘ: ଲୋକେ ଛାନିଆ

ବଲାଙ୍ଗୀର: ଗାଁରେ ବୁଲୁଛି ବାଘ । କେତେବେଳେ ରାସ୍ତା ଉପରେ ତ କେତେବେଳେ ପାଚେରୀ ଉପରେ । ଭୟରେ ଲୋକ ଘରୁ ବାହାରୁ ନାହାନ୍ତି । ବିଶେଷ କରି ସନ୍ଧ୍ୟା ହେଲେ ପଡି ଯାଉଛି ତାଟିକବାଟ । ଏ ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରକୁ ଲାଗି ଥିବା କୁର୍ଲି ଗାଁରେ  । ଗାଁରେ…