Latest Odisha News

BREAKING NEWS

Browsing Category

ସହର

City

ପୂର୍ବତନ ଏଏସଆଇ ଗୋପାଳଙ୍କ ଘରେ କ୍ରାଇମ୍‌‌ ବ୍ରାଞ୍ଚ

ବ୍ରହ୍ମପୁର: ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ତଦନ୍ତକୁ ବ୍ୟାପକ କରିଛି କ୍ରାଇମ୍‌‌ ବ୍ରାଞ୍ଚ। ମଙ୍ଗଳବାର କ୍ରାଇମ୍‌‌ ବ୍ରାଞ୍ଚର ୪ ଜଣିଆ ଏକ ଟିମ୍‌‌ ବ୍ରହ୍ମପୁର ସହର ଉପକଣ୍ଠ ଜଳେଶ୍ୱରଖଣ୍ଡି ଗ୍ରାମରେ ପହଞ୍ଚିଛନ୍ତି। ଅଭିଯୁକ୍ତ ପୂର୍ବତନ ଏଏସଆଇ ଗୋପାଳ କୃଷ୍ଣ ଦାଶଙ୍କ…

ଟିପିଏସଓଡ଼ିଏଲ ଜିଏମଙ୍କ ଅମାପ ସମ୍ପତ୍ତି

ବ୍ରହ୍ମପୁର: ଟାଟା ପାୱାର ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସଓଡିଏଲ୍‌‌)ର ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି। ତାଜା ସୂଚନା ମିଳିବା ସୁଦ୍ଧା ତାଙ୍କ ପାଖରେ ୯ଟି ପ୍ଲଟ୍‌‌, ଗୋଟିଏ ଫାର୍ମ ହାଉସ, ଗୋଟିଏ ଫ୍ଲାଟ୍‌‌, ୩ଟି ବହୁତାଳ…

ଗୁଜରାଟରେ ପ୍ରଶ୍ନପତ୍ର ଲିକ୍‌, ଓଡ଼ିଶାରେ ଗିରଫ

ମାଲକାନାଗିରି : ସାମ୍ନାକୁ ଆସିଲା ଗୁଜରାଟ ରାଜ୍ୟରେ ପ୍ରଶ୍ନପତ୍ର ଲିକ ମାମଲା । ଏହି ମାମଲାରେ ଓଡ଼ିଶା ଶିକ୍ଷକ ପ୍ରଶ୍ନପତ୍ର ଯୋଗାଇ ଦେବା କାର୍ଯ୍ୟରେ ସାମିଲ ଥିବା ଜଣାପଡ଼ିଛି । ତେଣୁ ପୋଲିସ ଆଜି ମାଲକାନଗିରି କର୍ତ୍ତନପାଲୀ ସ୍କୁଲର ଶିକ୍ଷକଙ୍କୁ ଏହି ମାମଲାରେ ଗିରଫ କରିଛି । ସେ…

ଭିଜିଲାନ୍ସ ଜାଲରେ ଟିପିଏସଓଡିଏଲ୍‌‌ ଜେନେରାଲ ମ୍ୟାନେଜର

ବ୍ରହ୍ମପୁର: ଟାଟା ପାୱାର ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌‌ ଲିମିଟେଡ୍‌‌(ଟିପିଏସଓଡିଏଲ୍‌‌)ର ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ପୁରୀ ଏବଂ ଗଞ୍ଜାମ ଜିଲାର ୧୦ଟି ସ୍ଥାନରେ ଚଢ଼ଉ ଚାଲିଛି। ଚଢ଼ଉରେ ଜଣେ…

କୁଆଡ଼େ ଗଲେ ଏଏସଆଇ ଗୋପାଳଙ୍କ ପରିବାର ?

ବ୍ରହ୍ମପୁର: ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଏଏସଆଇ ଗୋପାଳ କୃଷ୍ଣ ଦାଶଙ୍କ ଘର ବ୍ରହ୍ମପୁର ସହର ଆଙ୍କୁଲିରେ। ପ୍ରଥମେ ମନ୍ତ୍ରୀଙ୍କ ଉପରେ ଗୋପାଳ ଗୁଳି ଚଳାଇଥିବା ଖବର ଆସିବା ପରେ ତାଙ୍କ ଘର ସମ୍ମୁଖରେ ଲୋକଙ୍କ ଗହଳି ଲାଗିଥିଲା। ଗୋପାଳଙ୍କ ପତ୍ନୀ ଜୟନ୍ତୀ ଏବଂ…

ମନ୍ତ୍ର ଧ୍ବନୀରେ କମ୍ପୁଛି ଖଣ୍ଡଗିରି

ଭୁବନେଶ୍ବର: ମନ୍ତ୍ରଧ୍ବନୀରେ କମ୍ପୁଛି ଖଣ୍ଡଗିରି ପାହାଡ଼ର ଗୁମ୍ଫା । ଚାଲିଛି  ବିଶ୍ବ ପ୍ରସିଦ୍ଧ ଖଣ୍ଡଗିରି ମାଘ ମେଳା । ବିଶ୍ବ କଲ୍ୟାଣ ପାଇଁ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁ ସନ୍ଥମାନେ ଦେଉଛନ୍ତି ଆହୂତି । ୯ ଦିନ ଧରି ଚାଲିବ ଏହି ସାଧୁ ସନ୍ଥଙ୍କ ମେଳି । ଖଣ୍ଡଗିରି ପାହାଡ଼…

ପୁରୀ ରେଳଷ୍ଟସନରେ ପହଞ୍ଚିଲା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌

ପୁରୀ: ଆଜି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ପୁରୀ ରେଳଷ୍ଟେସନରେ ପହଞ୍ଚିଛି । ସଫଦରଜଙ୍ଗ ଷ୍ଟେସନରେ ପତାକା ଦେଖାଇ ଗତ ବୁଧବାର ଦିନ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ରେଳସେବାର ଶୁଭରାମ୍ଭ କରିବା ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି…

ମାସିକ ଦରମା ବୃଦ୍ଧି ପାଇଁ ଦାବି କଲେ ବିଦ୍ୟୁତ କର୍ମଚାରୀ ସଂଘ

ଜଗତସିଂହପୁର: ଜଗତସିଂହପୁର ବ୍ଲକ ଅନ୍ତର୍ଗତ ନୂଆପୋଲ କଲ୍ୟାଣ ମଣ୍ଡପ ପରିସରରେ ଆଜି ମା’ ଶାରଳା ଇଲେକ୍ଟ୍ରିକାଲ ଏମ୍ପ୍ଲଇଜ ୟୁନିୟନର ପ୍ରଥମ ଅଧିବେଶନ ଭ୍ରମରବର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଇଛି। ସଭାରେ ଓଡ଼ିଶା ରାଜ୍ୟ କର୍ମଚାରୀ ସଂଘର ଅଧ୍ୟକ୍ଷ ରାମକୃଷ୍ଣ ପଣ୍ଡା, ଓଡ଼ିଶା ରାଜ୍ୟ…

ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା । ଆରମ୍ଭରୁ ଜମିଲାଣି ବାବାଙ୍କ ମେଳି । ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ସକାଳୁ ମା ବାରଭୂଜାଙ୍କ ପୂଜାର୍ଚ୍ଚନା ପରେ ଆରମ୍ଭ କରିବେ ଯଜ୍ଞ । କରୋନା କଟକଣା ନଥିବାରୁ ଚଳିତ ବର୍ଷ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ…

୫୪୦ ଶିକ୍ଷକଙ୍କୁ ଦିଆଯିବ କମ୍ୟୁନିକେଟିଭ୍ ଇଂରାଜୀ ତାଲିମ

ଭୁବନେଶ୍ୱର : ଶିକ୍ଷକମାନଙ୍କୁ କମ୍ୟୁନିକେଟିଭ୍ ଇଂରାଜୀ ବିଷୟରେ ତାଲିମ ଦେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ମୋଟ ୩୦୦ ଆକାଂକ୍ଷୀ ସ୍କୁଲ ରହିଛି । ମୋ’ ସ୍କୁଲ ଅଭିଯାନ ପକ୍ଷରୁ ‘ଇଂରାଜୀ ହେଲ୍ପର୍’ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆଜିଠାରୁ ଏହି ତାଲିମ…