Latest Odisha News

BREAKING NEWS

Browsing Category

ସହର

City

ଓଡିଶାରେ ହେବ ଭାରତ ଯୋଡ଼ ପଦଯାତ୍ରା

ଭୁବନେଶ୍ୱର :  କଂଗ୍ରେସର "ଭାରତ ଯୋଡ" ଜନସମ୍ପର୍କ ପଦଯାତ୍ରା  ଓଡ଼ିଶାରେ  ହେବାକୁ ଯାଉଛି  । ଓଡିଶାରେ "ଭାରତ ଯୋଡ" ପଦଯାତ୍ରା  ଆକ୍ସନ ପ୍ଲାନ ପ୍ରସ୍ତୁତ ପାଇଁ କଂଗ୍ରେସର ଭାରତ ଯୋଡ ପଦଯାତ୍ରାର ମୁଖ୍ୟ ଦିଗ ବିଜୟ ସିଂହ ଏବଂ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଓଡି଼ଶା ଗସ୍ତ କରିବେ ।…

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କୋଇଲା, ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏବଂ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ ପୃଥକ ପୃଥକ ଚିଠି ଲେଖିଛନ୍ତି । ହାଇ ପାୱାର୍ କମିଟି ଓ କେନ୍ଦ୍ରୀୟ ପରାମର୍ଶଦାତା ଠିକା…

ବିଶ୍ୱ ଫାଷ୍ଟ ଏଡ ଦିବସ: ସ୍କୁଲ-କଲେଜ ଛାତ୍ର ଛାତ୍ରୀଙ୍କୁ ଦିଆଗଲା ତାଲିମ

ପୁରୀ: ବିଶ୍ୱ ଫାଷ୍ଟ ଏଡ ଦିବସ ଅବସରରେ ଆଜି ପୁରୀର ଗୋପବନ୍ଧୁ ଅରୟୁର୍ବେଦ ମହାବିଦ୍ୟାଳୟ ପରିସରରେ ସେଂଟ ଜନ ଆମ୍ବୁଲାନ୍ସ ପକ୍ଷରୁ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍କୁଲ, କଲେଜର ବିଭିନ୍ନ ଛାତ୍ର ଛାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ତାଲିମ ପ୍ରଦାନ କରାଯାଇଥିଲା । ଏହି ଅବସରରେ…

ଲଭ୍‌ ଜିହାଦ ସନ୍ଦେହରେ ବ୍ରହ୍ମପୁର ଷ୍ଟେସନରେ ଯୁବତୀ-ଯୁବକ ଅଟକ

ବ୍ରହ୍ମପୁର: ହାଇଦ୍ରାବାଦ୍‌ ଯିବା ପାଇଁ ବ୍ରହ୍ମପୁର ରେଳ ଷ୍ଟେସନରେ ଟ୍ରେନ୍‌କୁ ଅପେକ୍ଷା କରିଥିବା ଯୁବତୀ ଯୁବକଙ୍କୁ ଏକ ଧାର୍ମୀକ ସଂଗଠନର କର୍ମକର୍ତାମାନେ ଅଟକାଇ ଥିଲେ । ପରେ ଉଭୟଙ୍କୁ ବ୍ରହ୍ମପୁର ସରକାରୀ ରେଲୱେ ପୋଲିସ(ଜିଆର୍‌ପି)କୁ ହସ୍ତାନ୍ତର କରିଛନ୍ତି। ପୋଲିସ ଏହାର ତଦନ୍ତ କରୁଛି।…

ମନ୍ଦିରରୁ ଚୋରି ପରେ କ୍ୟାମେରା ହାର୍ଡଡିସ୍କ ନେଇଗଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲାର ମନ୍ଦିରଗୁଡ଼ିକ ଉପରେ ବର୍ତ୍ତମାନ ଚୋରମାନଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ନିୟମିତ ବ୍ୟବଧାନରେ ଗୋଟିଏ ପରେ ଗୋଟିଏ ମନ୍ଦିରରୁ ଚୋରି ହେଉଛି। ହିଂଜିଳି ଥାନା ଅନ୍ତର୍ଗତ ସମରଝୋଳା ଗ୍ରାମର ମାଁ ଦଣ୍ଡକାଳୀଙ୍କ ମନ୍ଦିରରୁ ଗୁରୁବାର ରାତିରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର…

ଇଲେକ୍ଟ୍ରିକ୍‍ ଗାଡ଼ି ସୋ’ରୁମ୍‍ରୁ ନକଲି ଗୁଟ୍‍ଖା ଜବତ

ବ୍ରହ୍ମପୁର: ବ୍ରହ୍ମପୁର ସହରର ଫାଷ୍ଟଗେଟ୍‍ ସ୍ଥିତ ଏକ ଇଲେକ୍ଟ୍ରିକ୍‍ ଗାଡ଼ି ସୋ’ରୁମ୍‍ରୁ ନକଲି ଗୁଟ୍‍ଖା ଜବତ କରିଛି ବ୍ରହ୍ମପୁର ବଡ଼ ବଜାର ଥାନା ପୋଲିସ। କୌଣସି ସୂତ୍ରରୁ ସୂଚନା ପାଇ ଶୁକ୍ରବାର ସକାଳେ ସୋ’ରୁମ୍‍ରେ ଚଢ଼ଉ କରାଯାଇଥିଲା। ତେବେ ଚଢ଼ଉ ଖବର ଆଗୁଆ ପାଇ ସୋ’ରୁମ୍‍ ମାଲିକ ଫେରାର୍‍…

ଏମକେସିଜିରେ ପୁଣି ଖସିଲା ସିଲିଂ

ବ୍ରହ୍ମପୁର: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ପୁଣି ଅଘଟଣ। ଗୁରୁବାର ସୁପର ସ୍ପେସିଆଲିଟି କୋଠାର ପଞ୍ଚମ ମହଲାରେ ଛାତରୁ ସିଲିଂ ଖସିଥିଲା। ଦିନକ ପରେ ଅର୍ଥାତ ଶୁକ୍ରବାର ସକାଳେ ଏହି କୋଠାର ତୃତୀୟ ମହଲାର ଅନ୍ତଃସ୍ରାବ(endocrinology)…

ପେନସନ କାଗଜପତ୍ର ପାଇଁ ୧୦ ହଜାର ଲାଞ୍ଚ ନେଲା ବେଳେ ଦୁଇ ଗିରଫ

ବ୍ରହ୍ମପୁର:ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନ୍‌ସନ୍‌ ସଂପର୍କିତ କାଗଜପତ୍ର କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁଇଜଣଙ୍କୁ ଧରିଛି ବ୍ରହ୍ମପୁର ଭିଜିଲାନ୍ସ। ସେମାନେ ହେଲେ ଗଞ୍ଜାମ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ ସହାୟକ ସୁଶିଲ​‌ କୁମାର ପଟ୍ଟନାୟକ…

ପୁରୁଷ ହକି ବିଶ୍ୱକପ୍, ପୁଲ ଡିରେ ଭାରତ

ଭୁବନେଶ୍ୱର : ଓଡ଼ିଶାରେ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍ । ୨୦୨୩ରେ ପୁରୁଷ ହକି ବିଶ୍ୱକପ୍ ଓଡ଼ିଶାରେ ହେବ ବୋଲି ଆଜିଠାରୁ ଘୋଷଣା ହୋଇଛି । ଭୁବନେଶ୍ୱର ଲୋକସେବା ଭବନ କନଭେନସନ ସେଣ୍ଟରରେ ହୋଇଛି ଡ୍ର ସେରମନି। ବିଶ୍ୱକପ୍ ପାଇଁ  ଆଜି ପୁଲ୍ ଘୋଷଣା କରାଯାଇଛି। ମୋଟ୍ ୪ଟି ପୁଲରେ…

ଏମକେସିଜି ସୁପର ସ୍ପେସିଆଲିଟି କୋଠାରୁ ଖସିଲା ସିଲିଂ

ବ୍ରହ୍ମପୁର: ପୁଣି ଥରେ ବିବାଦକୁ ଆସିଛି ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ। ସୁପର ସ୍ପେସିଆଲିଟି କୋଠାର ପଞ୍ଚମ ମହଲାରେ ଗୁରୁବାର ଛାତରୁ ସିଲିଂ ଖସି ଯାଇଛି। ତେବେ ସିଲିଂ ଖସିବା ସମୟରେ ସେଠାରେ କେହି ନଥିଲେ। ଏଣୁ କାହାରି କୌଣସି ପ୍ରକାର…