Latest Odisha News

BREAKING NEWS

Browsing Category

ସହର

City

ବିଧାନସଭାରେ ୧୪୭ ବିଧାୟକଙ୍କ ମଧ୍ୟରୁ କିଏ ଶ୍ରେଷ୍ଠ ବିଧାୟକ ?

ଭୁବନେଶ୍ବର : ବିଧାନସଭାରେ ୧୪୭ ବିଧାୟକଙ୍କ ମଧ୍ୟରୁ କିଏ ଶ୍ରେଷ୍ଠ ବିଧାୟକ ? କେଉଁ ବିଧାୟକଙ୍କର ରାଜ୍ୟ ପ୍ରତି ସର୍ବାଧିକ ଦାଇତ୍ବବୋଧ ରହିଛି ? କେଉଁ ବିଧାୟକ ବିଧାନସଭାର ଗୃହ କାର୍ଯ୍ୟରେ ଉଲ୍ଲେଖନୀୟ ପଦର୍ଶନ କରିଛନ୍ତି? ଶ୍ରେଷ୍ଠ ବିଧାୟକ ଚୟନ ପାଇଁ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି …

ଲଘୁଚାପ ତୀବ୍ର ଅବପାତ ପରେ ବାତ୍ୟାର ରୁପନେଇପାରେ

ଭୁବନେଶ୍ବର:ପାଣିପାଗ ବିଭାଗର ସତର୍କ ସୂଚନା। ଲଘୁଚାପ ତୀବ୍ର ଅବପାତ ପରେ ବାତ୍ୟାର ରୁପନେଇପାରେ । ବଙ୍ଗୋପସାଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇଛି । ଉତ୍ତରପୂର୍ବ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ଅବପାତ ପଶ୍ଚିମ ଓ ଉତ୍ତର…

ମେକ୍ ଇଣ୍ଡିଆ ନମ୍ବର ୧ ମିଶନକୁ ଓଡ଼ିଶାରେ କାର୍ଯ୍ୟକାରୀ କରିବ ଆପ୍

ଭୁବନେଶ୍ବର: ଓଡିଶାରେ ଏକ ବିକଳ୍ପ ରାଜନୀତି କରିବା ସହ ପରିବର୍ତ୍ତନ ଆଣିବାକୁ  ଆମ୍ ଆଦମୀ ପାର୍ଟି ରଣନୀତି ପ୍ରସ୍ତୁତ କରୁଛି ।  ଆମ୍ ଆଦମୀ ପାର୍ଟି ଓଡ଼ିଶାର ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ  ଆସନ୍ତା ୨୧ ଅଗଷ୍ଟରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁଯାଉଛି । ଏହି କର୍ମୀସମ୍ମିଳନୀରେ …

ହୀରାକୁଦରେ ବନ୍ଦ ହେବ ଆଉ ୪ଟି ଗେଟ

ଭୁବନେଶ୍ୱର: ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନାଙ୍କ ବଡ ସୂଚନା । ପୁଣି ବନ୍ଦ ହେବ ହୀରାକୁଦର ଆଉ ୪ଟି ଗେଟ । ଖୋଲାଥିବା ୨୪ଟି ଗେଟରୁ ଆଉ ୪ଟି ଗେଟ ବନ୍ଦ ହେବା ନେଇ ସୂଚନା ଦେଲେ ଏସଆରସି ପ୍ରଦୀପ କୁମାର ଜେନା । ହୀରାକୁଦ ଗେଟ ବନ୍ଦ ହେବା ଦ୍ୱାରା ମୁଣ୍ଡଳିରେ ମଧ୍ୟ ଜଳସ୍ତର…

ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ

ଭୁବନେଶ୍ୱର: ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ । ବାଲି ଚୋରାଚାଲଣ ହେଉଥିବାର ଅଭିଯୋଗ ପରେବି ଚୁପ ହୋଇ ବସିଛନ୍ତି ଉଭୟ ପ୍ରଶାସନ ଓ ସରକାର । କୁଆଖାଇ ଏବଂ କୁଷଭଦ୍ର ନଦୀରୁ ବେଆଇନ ବାଲି ଚୋରା ଚାଲଣ ହେଉଥିବା ଅଭିଯୋଗ ଆଣିଛନ୍ତି ସାଂସଦ  ଅପରାଜିତ ଷଢ଼ଙ୍ଗୀ । ଭୁବନେଶ୍ୱର…

ବନ୍ୟାଞ୍ଚଳ ପାଇଁ  ରିଲିଫ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି,…

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅପରାହ୍ନ ସାଢେ ତିନିଟା ବେଳେ  ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ୫ ଜିଲ୍ଲାର ବନ୍ୟାସ୍ଥିତି ଅନୁଧ୍ୟାନ କରିବେ । ସେହିଜିଲ୍ଲା ଗୁଡିକ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା । ଏହି…

ପାଣି ଘେରା ସ୍କୁଲରୁ ଉଦ୍ଧାର ହେଲେ ୫୫୮ ଜଣ ଛାତ୍ରଛାତ୍ରୀ

ଭୁବନେଶ୍ବର: ଲଘୁଚାପ ଜନିତ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ପରିସ୍ଥିତି ଦେଖାଯାଇଛି । ବିଭିନ୍ନ ଅଞ୍ଚଳ ଜଳମଗ୍ନ ରହିଥିବାରୁ ଗମନାଗମନ ବିଚ୍ଛିନ୍ନ ହୋଇଯାଇଛି । ପାଣି ଘେରରେ ଫସି ରହିଥିବା ଲୋକମାନଙ୍କୁ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି । ମଙ୍ଗଳବାର  କଟକ…

ରାଉରକେଲାରେ ଧର୍ମେନ୍ଦ୍ରଙ୍କ ‘ହର ଘର ତ୍ରିରଙ୍ଗା’ ଯାତ୍ରା

ଭୁବନେଶ୍ୱର: ହାତରେ ତ୍ରିରଙ୍ଗା ମୁହଁରେ ଜାତୀୟତା ବୋଧ ନାରାରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଉରକେଲାରେ ଆରମ୍ଭ କରିଛନ୍ତି 'ହର ଘର ତ୍ରିରଙ୍ଗା ଶୋଭାଯାତ୍ରା' । ଏହା ସହ ରାଉରକେଲାର ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଉଦଘାଟନ କରିଛନ୍ତି ।…

ସିପେଟ୍ ପାଳିଲା ଆଜାଦୀ କା ଅମୃତ ମହୋତ୍ସବ

ଭୁବନେଶ୍ୱର: ଦେଶ ସ୍ବାଧୀନତାର ୭୫ବର୍ଷ ଅବସରରେ ସର୍ବତ୍ର ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ଅବସରରେ ସିପେଟ୍ ଦ୍ୱାରା ଦୁଇ ଦିନ ଧରି ଉଭୟ ସାଇେକେଲ ଏବଂ ମଟର ସାଇକେଲର ସଚେତନା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନ ସିପେଟ ଦ୍ୱାରା ମଞ୍ଚୁଦେବ ଉଚ୍ଚ ବିଦ୍ୟାଳୟର…