Latest Odisha News

BREAKING NEWS

Browsing Category

ସହର

City

ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା। ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରାବଣ କୃଷ୍ଣ ଅମାବାସ୍ୟ ତିଥି। ଏହି ଅବସରରେର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ଅମାବାସ୍ୟା। ଏଥିପାଇଁ ଅପରାହ୍ଣ ଦ୍ୱିପହର ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…

+୨ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶିତ: କନ୍ଧମାଳ ଝିଅ ମୀନାକ୍ଷୀ କିସ୍ ଟପ୍ପର

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ରାଜ୍ୟର ପାସ୍‍ ହାର ବିଜ୍ଞାନରେ ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ…

ବାବୁଶାନ୍ -ପ୍ରକୃତି ବିବାଦ ପରେ ସୁନା ଅଳଙ୍କାର ବିଜ୍ଞାପନରୁ ବାଦ ଦେଲା କମ୍ପାନୀ

ଭୁବନେଶ୍ୱର: ଦାଣ୍ଡରେ ପଡ଼ିଛି ଷ୍ଟାର କଳି। ବାବୁଶାନ୍ -ପ୍ରକୃତିଙ୍କୁ ନେଇ ବିବାଦ ଥମୁନଥିବା ବେଳେ ପ୍ରକୃତିଙ୍କ ପରେ ପରେ ଏବେ ଫେରିଆସିଛନ୍ତି ବାବୁଶାନ୍। ସେପଟେ ସୋସିଆଲ ମିଡିଆରେ ଉଭୟଙ୍କୁ ଜୋରଦାର ଚର୍ଚ୍ଚା ଚାଲିଛି। ଅଭିନେତ୍ରୀ ପ୍ରକୃତିଙ୍କୁ ଟ୍ରୋଲ କରାଯାଉଥିବା ବେଳେ ଏବେ ଏହି ବିବାଦ…

[ଦେଖନ୍ତୁ ଭିଡିଓ] ୬୫୦ କୋଟି ଟଙ୍କାରେ ଓଡ଼ିଶାରେ ପ୍ରତିଷ୍ଠା ହେବ ଆଉ ଏକ କ୍ୟାନ୍ସର ହସ୍ପିଟାଲ୍‌

ଭୁବନେଶ୍ୱର  : ୬୫୦ କୋଟି ଟଙ୍କା ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ୍‌। ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ସରକାର ୪ ଶହ କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବେ। ଆସନ୍ତା ୩ ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ…

ବାହାରିଲା +୨ ରେଜଲ୍ଟ : ବିଜ୍ଞାନରେ ୯୪% ଏବଂ ବାଣିଜ୍ୟରେ ୮୯% ପାସ୍

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ । +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇଛି । ଆନୁଷ୍ଠାନିକ ଭାବେ ପରୀକ୍ଷାଫଳ ଘୋଷଣା କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ  । ତେବେ ଚଳିତ ବର୍ଷ ବିଜ୍ଞାନରେ ୯୪ ପ୍ରତିଶତ ଏବଂ ବାଣିଜ୍ୟରେ ୮୯ ପ୍ରତିଶତ ପାସ୍…

ତେଜୁଛି ତିର୍ତ୍ତୋଲ ବିଧାୟକଙ୍କ ପ୍ରେମ ବିବାଦ। ତଦନ୍ତ ସହ ବିଧାୟକଙ୍କ ଇସ୍ତଫା ଦାବି

ଜଗତସିଂହପୁର : ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ବାନ୍ଧବୀ ସୋମାଲିକା ଦାଶଙ୍କ ପ୍ରେମ  ବିବାଦ । ଘଟଣାର ନିରପେକ୍ଷ ତଦନ୍ତ ନିମନ୍ତେ ନୈତିକତା ଦୃଷ୍ଟିରୁ ବିଧାୟକ ନିଜ ପଦରୁ ଇସ୍ତଫା ଦେବାକୁ ଦାବି କରିଛି ଜଗତସିଂହପୁର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ।  ଜଗତସିଂହପୁର ଜିଲ୍ଲା ବିଜେପି…

[ଦେଖନ୍ତୁ ଭିଡିଓ] କାଶୀପୁର ବ୍ଲକରେ ବେଲଗାମ ହଇଜା ମହାମାରୀ । ମୃତ୍ୟୁ ସଂଖ୍ୟା ପହିଞ୍ଚିଲା ୧୧ରେ 

ରାୟଗଡା : ବେଲଗାମ ହେଉଛି ହଇଜା ମହାମାରୀ । ଆଜି ପୁଣି ଜଣକ ଜୀବନ ନେଲା ହଇଜା । ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିଥିବା ହଇଜା ନିୟନ୍ତ୍ରଣକୁ ଆସୁନାହିଁ । ଥମିବା ପରିବର୍ତ୍ତେ ପ୍ରତିଦିନ ନୂତନ ରୋଗୀ ଚିହ୍ନଟ ହେବା କାରଣରୁ ସ୍ଥିତି ଉଦବେଗ ଜନକ ରହିଥିବା ବେଳେ ହଇଜା ନେଲା ଆଉ ଗୋଟିଏ…

[ଦେଖନ୍ତୁ ଭିଡିଓ] ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ କାଲି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ…

ବାବୁସାନ୍-ପ୍ରକୃତି ବିବାଦ ମାମଲା । ପ୍ରକୃତିଙ୍କୁ ପୋଲିସର ଘଣ୍ଟାଏ ଜେରା

ଭୁବନେଶ୍ୱର : ଚେନ୍ନାଇରୁ ଫେରିବା ପରେ ପ୍ରକୃତିଙ୍କ ବୟାନ ପୋଲିସ ରେକର୍ଡ କରିଛି । ପୋଲିସକୁ ଯାହା ଉତ୍ତର ଦେବା କଥା ପ୍ରକୃତି  ଦେଇସାରିଛନ୍ତି ।  ଚେନ୍ନାଇରୁ ଫେରିବା ପରେ ବୟାନ ଦେବା ପାଇଁ ପୋଲିସ କହିଥିଲା । ତେଣୁ ଆଇନ୍ ତା ବାଟରେ ଯିବ ବୋଲି ଆଶା କରୁଛି । ପ୍ରକୃତିଙ୍କ ବିରୋଧରେ…

[ଦେଖନ୍ତୁ ଭିଡିଓ] ବେଲଗାମ ହଇଜା । ୨୦ଗାଁରେ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା

ରାୟଗଡା  : ନିୟନ୍ତ୍ରଣ ହେଉନି ହଇଜା, ବଢୁଛି ଚିନ୍ତା । ୨୦ ଗ୍ରାମରେ ହଇଜା ରୋଗୀ  । ଆଜି ଚିହ୍ନଟ ହେଲେ ୩୦ ହଇଜା ଆକ୍ରାନ୍ତ ।  ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିଥିବା ହଇଜା ନିୟନ୍ତ୍ରଣକୁ ଆସୁନାହିଁ । ଥମିବା ପରିବର୍ତ୍ତେ ପ୍ରତିଦିନ ନୂତନ ରୋଗୀ ଚିହ୍ନଟ ହେବା କାରଣରୁ ସ୍ଥିତି…